ଶୀଘ୍ର କରନ୍ତୁ ଆବେଦନ

ଯେଉଁ ପ୍ରାର୍ଥୀମାନେ CAT ୨୦୨୪ ପରୀକ୍ଷା ପାଇଁ କୌଣସି କାରଣ ପାଇଁ ଅବେଦନ କରିପାରିନଥିଲେ ସେମାନେ ଏହାର ସୁଯୋଗ ଉଠାଇପାରିବେ ।ଆବେଦନ କରିବା ପାଇଁ ପ୍ରାର୍ଥୀ ଜଣଙ୍କ କୌଣସି ମାନ୍ୟତାପ୍ରାପ୍ତ ବିଶ୍ୱବିଦ୍ୟାଳୟରୁ ସର୍ବନିମ୍ନ ୫୦% ମାର୍କ ସହ ସ୍ନାତକ ଡିଗ୍ରୀ ହାସଲ କରିଥିବେ । ତେବେ ସଂରକ୍ଷିତ…

କଲରାର ଉପକାରିତା

କଲରାର ସ୍ବାଦ ପିତା, ହେଲେ ଏଥିରେ ଅନେକ ଉପକାରୀ ଗୁଣ ଭରି ରହିଛି। ବିଶେଷଭାବରେ ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହା କେତେ ଲାଭପ୍ରଦ ତାହା ପ୍ରାୟ ଅନେକ ଜାଣନ୍ତି। ଏହାକୁ ନିୟମିତ ଖାଇଲେ ରକ୍ତରେ ସୁଗାର ପରିମାଣ ଅନେକାଂଶରେ ସନ୍ତୁଳିତ ରହିଥାଏ। କେବଳ ସେତିକି ନୁହେଁ, ଏଥିରେ ଆହୁରି ଅନେକ ଭଲ…

ଆଜି ବହୁ ପ୍ରତୀକ୍ଷିତ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ରାଜ୍ୟ ସରକାରଙ୍କ ବହୁ ପ୍ରତୀକ୍ଷିତ ‘ସୁଭଦ୍ରା’ ଯୋଜନା ଆଜି (ମଙ୍ଗଳବାର) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ବାରା ଶୁଭାରମ୍ଭ ହେବ। ପ୍ରଧାନମନ୍ତ୍ରୀ ନିଜ ଜନ୍ମଦିନରେ ଏହି ଯୋଜନାର ଶୁଭାରମ୍ଭ କରି ପ୍ରାୟ ୧୦ଲକ୍ଷ ମହିଳା ହିତାଧିକାରୀଙ୍କୁ ୫ହଜାର ଲେଖାଏଁ ଟଙ୍କା ପ୍ରଦାନ କରିବେ। ପ୍ରତ୍ୟେକ…

ଡାକ୍ତରଙ୍କ ଦାବିକୁ ଗ୍ରହଣ କଲେ ମମତା

ଆର୍‌.ଜି. କର ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାକୁ ନେଇ ରୋଗୀସେବାରେ ଲାଗିରହିଥିବା ଅଚଳାବସ୍ଥା ଦୂର ପାଇଁ ସୋମବାର ରାତିରେ ଆନ୍ଦୋଳନରତ ଜୁନିୟର ଡାକ୍ତରମାନଙ୍କ ପ୍ରତିନିଧି ପଶ୍ଚିମବଙ୍ଗ ସରକାରଙ୍କର ୨ ଘଣ୍ଟା ଆଲୋଚନା ହୋଇଛି। ଡାକ୍ତରମାନଙ୍କ ଅନ୍ୟତମ ମୁଖ୍ୟ…

ରାମ୍ପରେ ଚାଲିଲେ ହିନା

ଟେଲିଭିଜନର ଲୋକପ୍ରିୟ ଅଭିନେତ୍ରୀ ହିନା ଖାନ ସ୍ତନ କର୍କଟରେ ପୀଡ଼ିତ ଥିବା କଥା ସମସ୍ତଙ୍କ ସହିତ ସୋସିଆଲ ମିଡିଆ ପୋଷ୍ଟ ଜରିଆରେ ସେୟାର କରିଥିଲେ। ସେ ଏବେ ତୃତୀୟ ପର୍ଯ୍ୟାୟ କର୍କଟରେ ପୀଡ଼ିତ ଥାଇ ଚିକିତ୍ସିତ ହେଉଛନ୍ତି।  ଏଭଳି ସମୟରେ ସେ ଲୋକଙ୍କୁ କାମ ପାଇଁ ଦେଇଥିବା ପ୍ରତିଶ୍ରୁତି…

ଫାଇନାଲ୍‌ରେ ଭାରତ

ଭାରତୀୟ ହକି ଦଳ ଚଳିତ ଏସୀୟ ଚାମ୍ପିଅନ୍ସ ଟ୍ରଫି ବିଜୟ ଦିଗରେ ଆଗକୁ ବଢ଼ିଛି। ସୋମବାର ସେମିଫାଇନାଲ୍‌ରେ ହର୍ମନପ୍ରୀତ ସଂହଙ୍କ ଏହି ଦଳ ୪-୧ ଗୋଲ୍‌ରେ ଦକ୍ଷିଣ କୋରିଆକୁ ପରାସ୍ତ କରିଛି। ଅଲିମ୍ପିକ୍ସ କାଂସ୍ୟ ବିଜେତା ଭାରତ ମଙ୍ଗଳବାର ଟ୍ରଫି ଲଢ଼େଇରେ ଆୟୋଜକ ଚୀନ୍‌କୁ ଭେଟିବ। ଚୀନ୍‌…

ଶେୟାର ବଜାର ବୃଦ୍ଧି

ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢାଇଛନ୍ତି। ବିଶେଷକରି ସୋମବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନସେକ୍ସ ୯୮(୯୭.୮୪) ପଏଣ୍ଟ ବଢି ୮୨,୯୮୯ (୮୨,୯୮୮.୭୮) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି…

ମସ୍କ୍‌ଙ୍କ ବିବାଦୀୟ ମନ୍ତବ୍ୟ

ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ଦ୍ୱିତୀୟଥର ଗୁଳିମାଡ଼ ହୋଇ ହତ୍ୟା ଉଦ୍ୟମ କରାଯାଇଛି। ଏହା ପରେ ବିଶ୍ୱର ପ୍ରତିଷ୍ଠିତ ଶିଳ୍ପପତି ଏଲନ୍‌ ମସ୍କ ତାଙ୍କ ଏକ୍ସ ହ୍ୟାଣ୍ଡେଲରେ ଏକ ପୋଷ୍ଟ କରିଛନ୍ତି। ଏଥିରେ ସେ ଉଦ୍‌ବେଗ ପ୍ରକାଶ କରି ଲେଖିଛନ୍ତି, କମଲା ହାରିସ୍‌ ଏବଂ…

ଆଜି ପ୍ରଥମଥର ଓଡ଼ିଶାରେ ଜନ୍ମଦିନ ପାଳିବେ ପ୍ରଧାନମନ୍ତ୍ରୀ

ନିର୍ବାଚନ ପ୍ରଚାରବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରତିଶ୍ରୁତି ଦେଇଥିଲେ ଓଡ଼ିଶାରେ ବିଜେପି ସରକାର ହେଲେ ‘ସୁଭଦ୍ରା’ ଯୋଜନା ଆରମ୍ଭ ହେବ। ମହିଳାଙ୍କୁ ୫୦ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ। ଆସନ୍ତାକାଲି (ମଙ୍ଗଳବାର) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜର ଜନ୍ମଦିନ ଅବସରରେ…

ଆଜି ଉପରାଜ୍ୟପାଳଙ୍କୁ ଭେଟିବେ କେଜ୍ରିଓ୍ବାଲ୍

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଆଜି (ମଙ୍ଗଳବାର) ଉପରାଜ୍ୟପାଳ ଭି.କେ.ସାକ୍ସେନାଙ୍କୁ ଭେଟିବେ ବୋଲି ଜଣାପଡିଛି। ଅପରାହ୍ଣ ୪ଟା ୩୦ରେ ଭେଟିବା ପାଇଁ  କେଜ୍ରିଓ୍ବାଲ ଉପରାଜ୍ୟପାଳଙ୍କ ଅନୁମତି ଲୋଡିଛନ୍ତି। ସୂଚନାଯୋଗ୍ୟ ଅବକାରୀ ଦୁର୍ନୀତି ମାମଲାରେ ସୁପ୍ରିମକୋର୍ଟଙ୍କ ତରଫରୁ ଜାମିନ…