ଚକୋଲେଟରୁ ଆଣ୍ଟିଅକ୍ସିଡାଣ୍ଟ, ଫ୍ଲେଭୋନୋଏଡସ, ଆଇରନ୍ ଏବଂ ମ୍ୟାଗ୍ନେସିୟମ୍ ପରି ଉପକାରୀ ପଷୋକ ତତ୍ତ୍ୱ ମିଳିଥାଏ

ଚକୋଲେଟ୍ କେବଳ ସ୍ୱାଦିଷ୍ଟ ନୁହେଁ, ଏହା ସ୍ୱାସ୍ଥ୍ୟ ଉପକାରୀ ମଧ୍ୟ। ଏଥିରୁ ମିଳୁଥିବା ଆଣ୍ଟିଅକ୍ସିଡାଣ୍ଟ, ଫ୍ଲେଭୋନୋଏଡସ, ଆଇରନ୍ ଏବଂ ମ୍ୟାଗ୍ନେସିୟମ୍ ପରି ପଷୋକ ତତ୍ତ୍ୱ ମିଳିଥାଏ। ଏହାକୁ ଖାଇବା ଦ୍ୱାରା ହୃଦୟ ସ୍ୱାସ୍ଥ୍ୟଠୁ ଆରମ୍ଭ କରି ବ୍ଲଡ୍ ସୁଗାର ନିୟନ୍ତ୍ରଣରେ ରହିଥାଏ। ଏଥିସହ ଆଉ କି…

ଶ୍ରୀମନ୍ଦିରରେ ଆଜି ବାମନ ଜନ୍ମ ନୀତି

ଶ୍ରୀମନ୍ଦିରରେ ଆଜି ବାମନ ଜନ୍ମ ନୀତି । ଭାଦ୍ରବ ମାସ ଶୁକ୍ଲପକ୍ଷ ଦ୍ୱାଦଶୀ ତିଥି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବ।  ଏଥିପାଇଁ ଅପରାହ୍ଣ ୫ ଟା ଠାରୁ ରାତି ୮ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏ…

ଭାଙ୍ଗିଲା ବେଦାନ୍ତର ରେଡ୍ ମଡ୍ ପଣ୍ଡ,ଚାଷ ଜମିରେ ମାଡିଗଲା କାଦୁଅ ପାଣି

ଭାଙ୍ଗିଲା ବେଦାନ୍ତର ରେଡ୍ ମଡ୍ ପଣ୍ଡ। ଚାଷ ଜମିରେ ମାଡିଗଲା କାଦୁଅ ପାଣି। କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡରେ ଥିବା ବେଦାନ୍ତ କମ୍ପାନୀର ବସନ୍ତପଡାରେ ନିର୍ମାଣ କରାଯାଇଥିବା ରେଡ୍ ମଡ୍ ପଣ୍ଡ ଆଜି ଭୁଶୁଡି ପଡିଛି। ଫଳରେ ବସନ୍ତପଡା ସମେତ ବନ୍ଧଗୁଡା, ତୁରିଗୁଡାରେ ହେକ୍ଟର ହେକ୍ଟର ଚାଷ ଜମିରେ…

ରାଜଧାନୀରେ ସୁଭଦ୍ରା ସ୍ଵାଗତ ପଦଯାତ୍ରା ,ୟୁନିଟ୍ ୩ ସ୍ଥିତ ଗିରିଦୁର୍ଗା ମନ୍ଦିରଠାରୁ ରମାଦେବୀ ବିଶ୍ଵ ବିଦ୍ୟାଳୟ ଛକ…

ସୁଭଦ୍ରା ଯୋଜନା ପାଇଁ ସାରା ରାଜ୍ୟରେ ଏବେ ଲୋକଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଏବଂ ଉତ୍କଣ୍ଠା ଦେଖିବାକୁ ମିଳୁଛି। ତାକୁ ନେଇ ସଚେତନତା ସୃଷ୍ଟି କରିବା ପାଇଁ ସୁଭଦ୍ରା ଯୋଜନା ବାବଦରେ ପଦଯାତ୍ରା ଆରମ୍ଭ ହୋଇଛି। ଆଜି ଭୁବନେଶ୍ଵରରେ ବିରାଟ ପଦଯାତ୍ରା ଅନୁଷ୍ଠିତ ହୋଇଛି। ରାଜଧାନୀର ୟୁନିଟ୍ ୩…

ଆଜି ୬ଟି ବନ୍ଦେ ଭାରତ ଟ୍ରେନକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

ଆଜି ପ୍ରଧାନମନ୍ତ୍ରୀ ମୋଦୀ ଛଅଟି ବନ୍ଦେ ଭାରତ ଟ୍ରେନକୁ ସବୁଜ ପତାକା ଦେଖାଇ ଉଦଘାଟନ କରିବେ। ରେଳ ମନ୍ତ୍ରାଳୟ ଶନିବାର ଦିନ ଏକ ବିବୃତ୍ତିରେ କହିଛନ୍ତି ଯେ, ଏହି ନୂଆ ଟ୍ରେନ ସଂଖ୍ୟା ୫୪ ଥିଲା ଯାହା ବର୍ତ୍ତମାନ ୬୦ଟି ହେବ। ଏହି ଟ୍ରେନ ସେଟ ଦୈନିକ ଆଧାରରେ ୧୨୦ ଟ୍ରିପ କରି ୨୪ଟି ରାଜ୍ୟ ଏବଂ…

୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା

ଉତ୍ତର ଓଡି଼ଶାରେ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ବାଂଲାଦେଶ ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗରେ ସୃଷ୍ଟି ହୋଇଛି ଗଭୀର ଅବପାତ। ଏହା ପ୍ରଭାବରେ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଛି। ଆଜି ଅତି ପ୍ରବଳ ବର୍ଷା ନେଇ ମୟୂରଭଞ୍ଜ,…

ମହାକାଶକୁ ସାମରିକ ଉପଗ୍ରହ ପଠାଇଲା ଇରାନ

ଇରାନ କହିଛି ଯେ ଏହାର ଏଲିଟ୍ ଫୋର୍ସ ରିଭୋଲ୍ୟୁସନରୀ ଗାର୍ଡ ଦ୍ୱାରା ନିର୍ମିତ ରକେଟ୍ ସାହାଯ୍ୟରେ ଶନିବାର ଏକ ଗବେଷଣା ଉପଗ୍ରହକୁ କକ୍ଷପଥକୁ ପଠାଯାଇଛି । ଏ ନେଇ ଇରାନର ସରକାରୀ ନ୍ୟୁଜ୍ ଏଜେନ୍ସି ଆଇଆରଏନଏ ରିପୋର୍ଟ କରିଛି। ଚମରାନ-୧ ଉପଗ୍ରହର ଓଜନ ୬୦ କେଜି ଏବଂ ଏହା ସଫଳତାର ସହ ମହାକାଶର…

ଭାରତ ଠାରୁ ହାରିଲା ପାକିସ୍ତାନ

ଏସିଆନ ହକି ଚାମ୍ପିଅନ୍ସ ଟ୍ରଫିରେ ଶନିବାର ପାକିସ୍ତାନକୁ ୨-୧ ରେ ପରାସ୍ତ କରି ଭାରତୀୟ ହକି ଦଳ କ୍ରମାଗତ ପଞ୍ଚମ ବିଜୟ ପଞ୍ଜିକରଣ କରିଛି। କ୍ୟାପଟେନ ହରମନପ୍ରୀତ ସିଂ ଭାରତ ପାଇଁ ଉଭୟ ଗୋଲ ସ୍କୋର କରିଛନ୍ତି। ପାକିସ୍ତାନ ପାଇଁ ଏକମାତ୍ର ଗୋଲ ଅହମ୍ମଦ ନାଦିମ ସ୍କୋର କରିଥିଲେ। ଏହି ବିଜୟ ସହିତ…

ଥରିଲା ଏସ.ଏନ ବାନାର୍ଜୀ ରୋଡ

ପଶ୍ଚିମବଙ୍ଗର ରାଜଧାନୀ କୋଲକାତାର ବ୍ଲୁଚମାନ ସେଣ୍ଟ ଏବଂ ଏସ.ଏନ ବାନାର୍ଜୀ ରୋଡ କ୍ରସିଂରେ ଶନିବାର ଏକ ବଡ଼ ଧରଣର ବିସ୍ଫୋରଣ ହୋଇଥିଲା। କୋଲକାତା ପୋଲିସ କହିଛି ଯେ ଅପରାହ୍ନ ପ୍ରାୟ ୧ଟା ୩୦ ସମୟରେ ଏହି ବିସ୍ଫୋରଣ ଘଟିଛି। ୧ଟା ୪୫ରେ ପୋଲିସକୁ ଏ ସମ୍ପର୍କରେ ସୂଚନା ଦିଆଯାଇଥିଲା। ବିସ୍ଫୋରଣ…

ପରଦାକୁ ଫରୁଛନ୍ତି ମହିମା

ବଲିଉଡ଼କୁ ଏଭଳି ଅନେକ କଳାକାର ଆସିଛନ୍ତି । ଯେଉଁମାନେ ସୁପରହିଟ ଫିଲ୍ମ ଦେଇ ବି ଆଗକୁ ବଢି ପାରନାହାନ୍ତି । ଏହା ପଛରେ ଅନେକ କାରଣ ରହିଥାଏ । କିଏ ନିଶାସକ୍ତ ହୋଇ କ୍ୟାନସର ବରଦାର କରେ ତ କିଏ ଉଚିତ ବ୍ୟବହାର ପ୍ରଦର୍ଶନ ନ କରି ଇଣ୍ଡଷ୍ଟ୍ରିରେ ଅପ୍ରିୟ ହୋଇପଡ଼େ । ବଡ଼ବଡ଼  ଷ୍ଟାରଙ୍କ ସହ କାମ…