ଭିନ୍ନକ୍ଷମ ନାରୀର କାହାଣୀ “ଆଭା”

ଓଡ଼ିଆ ଚଳଚ୍ଚିତ୍ର ମୁକ୍ତିଲାଭ କରିବାକୁ ଯାଉଛି। ଗୋଟିଏ ‘ଆଶ୍ରମ’ ଏକ ଆଶାର ଆଶ୍ରୟ ଏବଂ ଅନ୍ୟଟି ଦିବ୍ୟାଙ୍ଗ ଝିଅର କାହାଣୀ ‘ଆଭା’। ଓମ୍ ବାବା ପ୍ରଡ଼କସନ୍ସ ନିବେଦିତ ଚଳଚ୍ଚିତ୍ର ‘ଆଭା’ରେ ସାମାଜିକ ବାର୍ତ୍ତା ଭରପୂର ରହିଛି। ଏକ ନିପଟ ମଫସଲ ଗାଁର ଗରିବ ପରିବାରର ଜଣେ ଶାରୀରିକ ଭିନ୍ନକ୍ଷମ ଝିଅ…

ମମତା ଙ୍କ ମଧ୍ୟରେ ବିବାଦ ତୀବ୍ର

କୋଲକାତାର ଆର୍‌ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ବିରୋଧ କରି ଆନ୍ଦୋଳନରେ ବସିଥିବା କନିଷ୍ଠ ଡାକ୍ତର ଏବଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମଧ୍ୟରେ ବିବାଦ ତୀବ୍ର ହୋଇଛି। ଆଜି ୩୨ ସଦସ୍ୟ ବିଶିଷ୍ଟ ଏକ ଡାକ୍ତର…

ଦକ୍ଷିଣପୂର୍ବ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି

ଦକ୍ଷିଣପୂର୍ବ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ୪୮ ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଅବପାତରେ ପରିଣତ ହୋଇପାରେ। ଏହା ପ୍ରଭାବରେ ରାଜ୍ୟରେ ଆଜିଠୁ ୧୫ ତାରିଖ…

ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କୁ ଲାଗି ହେବ ନବାନ୍ନ

ଆଜି କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା' ମାଣିକେଶ୍ୱରୀଙ୍କୁ ଲାଗି ହେବ ନବାନ୍ନ। ସକାଳ ୮ଟା ୨୦ରୁ ୯ଟା ୪୦ ମଧ୍ୟରେ ନବାନ୍ନ ଲାଗି ହେବ ବୋଲି ଜଣାଯାଇଛି। ନବାନ୍ନ ଲାଗି ପରେ ୧୨ଟା ଭିତରେ ଲୋକେ ନୂଆ ଖାଇବେ। ଏଥିଲାଗି ମା’ଙ୍କ ପାଖରେ ସ୍ବତନ୍ତ୍ର ନୀତିକାନ୍ତି ହେଉଛି। କଳାହାଣ୍ଡିର ଗଡ଼ଜାତ…

ଓପିଏସ୍‌ସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ

ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ ସି ) ଦ୍ଵାରା ପରିଚାଳିତ ଓଡିଶା ସିଭିଲ ସର୍ଭିସ(ଓସିଏସ୍) ପ୍ରିଲିମ୍‌ ପରୀକ୍ଷା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଅକ୍ଟୋବର ୨୭ ତାରିଖରେ ହେବ ଓଏଏସ୍‌ ପ୍ରିଲିମ୍‌ ପରୀକ୍ଷା । ପ୍ରିଲିମ୍‌ ପରୀକ୍ଷା ନେଇ ଓପିଏସ୍‌ସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । …

ରୁଷିଆ-ୟୁକ୍ରେନ ଯୁଦ୍ଧ?

ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସେଣ୍ଟ ପିଟର୍ସବର୍ଗର କନଷ୍ଟାଣ୍ଟିନୋଭସ୍କି ପ୍ୟାଲେସରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କ ସହ ଏକ ବୈଠକ କରିଛନ୍ତି। ଏହି ସମୟରେ ରୁଷିଆର ରାଷ୍ଟ୍ରପତି କହିଛନ୍ତି ଯେ ଆମେ କଜାନରେ…

ପ୍ରବଳ ବର୍ଷା

ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଆହୁରି ଅଧିକ ଘନୀଭୂତ ହୋଇ ଆସନ୍ତାକାଲି ବାଂଲାଦେଶ ଉପକୂଳ ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ପରବର୍ତ୍ତୀ ସମୟରେ ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ୧୫ ତାରିଖ ବେଳକୁ ପଶ୍ଚିମବଙ୍ଗ ଉପକୂଳ ଓ ସଂଲଗ୍ନ…

ଗଣପତି ବିସର୍ଜନରେ ସାମିଲ ହେବେ ୩୦ରୁ ଅଧିକ ଲୋକ

ଗଣପତି ବିସର୍ଜନ ପାଇଁ ୩୦ରୁ ଅଧିକ ଲୋକଙ୍କୁ ଢୋଲ ବାଜାସହ ଆସିବାକୁ ବାରଣ କରିବା ପାଇଁ ସୁପ୍ରିମକୋର୍ଟ ଏନଜିଟି ଆଦେଶ ଉପରେ ରୋକ ଲଗାଇଛନ୍ତି। ବର୍ତ୍ତମାନ ପୁଣେରେ ଢୋଲ ବାଜା ସହ ଗଣପତି ବିସର୍ଜନରେ ୩୦ରୁ ଅଧିକ ଲୋକ ଅଂଶଗ୍ରହଣ କରିପାରିବେ। ସୂଚନାଯୋଗ୍ୟ, ଏକ ଏନଜିଓର ଆବେଦନ ଉପରେ…

ଲୋକଙ୍କ ପାଇଁ ମୁଁ ଇସ୍ତଫା ଦେବାକୁ ପ୍ରସ୍ତୁତ ଅଛି – ମମତା ବାନାର୍ଜୀ

ଆରଜି କର ମେଡିକାଲ କଲେଜ ମାମଲାରେ ଚାପରେ ଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି ଯେ ଏହି ପଦ ପାଇଁ ତାଙ୍କର କୌଣସି ଇଚ୍ଛା ନାହିଁ। ଲୋକଙ୍କ ପାଇଁ ସେ ଇସ୍ତଫା ଦେବାକୁ ପ୍ରସ୍ତୁତ ଅଛନ୍ତି। ମମତା ବାନାର୍ଜୀ କହିଛନ୍ତି ଯେ ଏହି ପଦ ପାଇଁ ତାଙ୍କର କୌଣସି ଇଚ୍ଛା ନାହିଁ।…

ରୁଷ ସେନାରେ ବେଆଇନ ଭାବେ ସୈନିକ କାମ କରୁଥିବା ପ୍ରାୟ ୪୫ ଭାରତୀୟ ମୁକ୍ତ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଭାରତର ବୈଦେଶିକ ମନ୍ତ୍ରାଳୟର ହସ୍ତକ୍ଷେପ କାମ ଦେଇଛି । ରୁଷ ସେନାରେ ବେଆଇନ ଭାବେ ସୈନିକ କାମ କରୁଥିବା ପ୍ରାୟ ୪୫ ଭାରତୀୟ ମୁକ୍ତ ହୋଇଛନ୍ତି । ଏ ସମ୍ପର୍କରେ ଭାରତର ବୈଦେଶିକ ମନ୍ତ୍ରାଳୟ ସୂଚନା ଦେଇଛି । ରୁଷ ସେନାରେ ଏବେ ବି ୫୦ ଜଣ ଭାରତୀୟ ନାଗରିକ…