ଟୋଲ୍‌ ପ୍ଲାଜାରେ ଆଉ ଅଟକିବନି ଗାଡ଼ି

ଦେଶରେ ଗାଡ଼ିଗୁଡ଼ିକରୁ ସାଟେଲାଇଟ୍‌ ଆଧାରିତ ଟୋଲ୍‌ ଆଦାୟ ବ୍ୟବସ୍ଥାକୁ ମଞ୍ଜୁରି ମିଳିଯାଇଛି। କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରାଳୟ ଜାତୀୟ ରାଜପଥ ଫି ନିୟମରେ ପରିବର୍ତ୍ତନ ଆଣିଛନ୍ତି। କେନ୍ଦ୍ର ସରକାରଙ୍କ ବିଜ୍ଞପ୍ତି ଅନୁଯାୟୀ, ଟୋଲ୍‌ ଆଦାୟ ପାଇଁ ବର୍ତ୍ତମାନ ଗ୍ଲୋବାଲ ନାଭିଗେସନ…

ଓଡ଼ିଶାରେ ଗଡ଼ିବ ଆଉ ୩ଟି ବନ୍ଦେ ଭାରତ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଦେଶରେ ୧୦ଟି ନୂତନ ବନ୍ଦେ ଭାରତ ଟ୍ରେନ୍‌ର ଶୁଭାରମ୍ଭ ହେବ। ସେଥିମଧ୍ୟରୁ ଓଡ଼ିଶା ମଧ୍ୟରେ ୩ଟି ଟ୍ରେନ୍‌ ଚଳାଚଳ କରିବ। ସେଗୁଡ଼ିକ ହେଲା ଟାଟାନଗର-ବ୍ରହ୍ମପୁର ବନ୍ଦେ ଭାରତ, ରାଉରକେଲା-ହାୱଡା ବନ୍ଦେ ଭାରତ ଓ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ…

ମଣିପୁରରେ କର୍ଫ୍ୟୁ ଜାରି

 ଗତକାଲି ମଣିପୁରରେ ଜାତିଆଣ ହିଂସା ଜାରି ରହିଥିବା ବେଳେ ଅପରାହ୍ନରୁ ସମଗ୍ର ରାଜ୍ୟରେ ତୀବ୍ର ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଛି। ପରିସ୍ଥିତିକୁ ନିୟନ୍ତ୍ରଣରେ ରଖିବା ପାଇଁ ଇମ୍ଫାଲର ଦୁଇଟି ଜିଲ୍ଲା ସମେତ ରାଜ୍ୟର ୫ଟି ଜିଲ୍ଲାରେ କର୍ଫ୍ୟୁ ଜାରି ହୋଇଛି ଏବଂ ହିଂସାକାରୀଙ୍କ…

ସିରିଆରେ ମିଶାଇଲ ମାଡ଼

ଇସ୍ରାଏଲ ସୋମବାର ସିରିଆରେ ମିଶାଇଲ ମାଡ଼ କରିବାରୁ ୧୮ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୪୦ରୁ ଅଧିକ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଉତ୍ତର ପଶ୍ଚିମ ସିରିଆର ମସ୍ୟାଫ୍‌ ସହରର ଏକ ରିସର୍ଚ୍ଚ ସେଣ୍ଟରକୁ ଟାର୍ଗେଟ କରି ଇସ୍ରାଏଲ ମିଶାଇଲ ମାଡ଼ କରିଥିଲା।…

ପ୍ରବଳରୁ ଅତି ପ୍ରବଳ ବର୍ଷା

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଳଘୁଚାପ ଗଭୀର ଅବପାତର ରୂପ ନେବା ପରେ ରାଜ୍ୟରେ ପ୍ରବଳ ବର୍ଷା ହୋଇଛି। ତେବେ ମଙ୍ଗଳବାର ଅପରାହ୍ନ ସୁଦ୍ଧା ବର୍ଷାର ବିସ୍ତୃତି କମିଥିବାବେଳେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗତ ୨୪ ଘଣ୍ଟା ମଧ୍ୟରେ ନୂଆପଡ଼ାରେ ସର୍ବାଧିକ ୧୩୩.୮ ମିମି ବର୍ଷା…

ପରଦାକୁ ଆସିବ ମହାକାଳ

ଖୁବ ଶୀଘ୍ର ମୁକ୍ତିଲାଭ କରିବାକୁ ଯାଉଛି ଓଡ଼ିଆ ଫିଲ୍ମ ‘ମହାକାଳ’ । ଦେଭ୍ସ ଏଣ୍ଟରଟେଣ୍ଟମେଣ୍ଟ ବ୍ୟାନରରେ ନିର୍ମିତ ଏହି ଫିଲ୍ମରେ ନାୟକ ଭୂମିକାରେ ଦେଭ୍ ନଜର ଆସିବେ । ଫିଲ୍ମର ପ୍ରଯୋଜନା ଏବଂ ନିର୍ଦ୍ଦେଶନା ଭାର ମଧ୍ୟ ଦେଭ୍ ସମ୍ଭାଳିଛନ୍ତି । କାହାଣୀ, ଡାଇଲଗ୍ ଦାୟିତ୍ବ ନେଇଛନ୍ତି ଭରଦ୍ବାଜ…

ଗୁରୁଙ୍କ ବକ୍ରି ଚଳନ ୫ ରାଶିଙ୍କୁ ଖୁବ୍‌ ଶୁଭଫଳ ପ୍ରଦାନ କରିବ

ଦୀପାବଳି ପୂର୍ବରୁ ଗୁରୁ ବକ୍ରି ହେବାକୁ ଯାଉଛନ୍ତି । ଗୁରୁଙ୍କ ଓଲଟା ଚଳନ ୫ ରାଶି ବ୍ୟକ୍ତି ବିଶେଷଙ୍କୁ ଦୀପାବଳି ପୂର୍ବରୁ ମା’ଲକ୍ଷ୍ମୀଙ୍କ ଅଶେଷ କୃପା ପ୍ରାପ୍ତି ହେବା ସହ ଧନବାନ୍‌ କରିବେ। ସୁଖ, ସୌଭାଗ୍ୟ, ଜ୍ଞାନ, ଯଶର ଦାତା ଗୁରୁ ଏହି ସମୟରେ ବୃଷ ରାଶିରେ ରହିଛନ୍ତି । ୯ ଅକ୍ଟୋବର…

ହରିୟାଣା ବିଧାନସଭା ନିର୍ବାଚନ: ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି ବିଜେପି

ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି ବିଜେପି। ମଙ୍ଗଳବାର ଦଳ ପକ୍ଷରୁ ଜାରି ହୋଇଥିବା ଏହି ତାଲିକାରେ ମୋଟ୍ ୨୧ ଜଣ ପ୍ରାର୍ଥୀଙ୍କ ନାମ ରହିଛି। ଏହା ପୂର୍ବରୁ ପ୍ରଥମ ତାଲିକାରେ ୬୭ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଥିଲା ବିଜେପି।…

୨୦୨୭ ସୁଦ୍ଧା ବିଶ୍ବର ପ୍ରଥମ ଟ୍ରିଲିୟନେୟାର ହେବେ ଏଲୋନ୍ ମସ୍କ

ଦୁବାଇ ସ୍ଥିତ ଇନଫର୍ମା କନେକ୍ଟ ଏକାଡେମିର ଏକ ନୂତନ ରିପୋର୍ଟ ଅନୁଯାୟୀ ଟେସଲା ସିଇଓ ଏଲୋନ୍ ମସ୍କ ୨୦୨୭ ସୁଦ୍ଧା ବିଶ୍ବର ପ୍ରଥମ ଟ୍ରିଲିୟନେୟାର ହେବା ଦୌଡ଼ରେ ଅଛନ୍ତି।ତାଙ୍କ ସଂପତ୍ତି ବାର୍ଷିକ ୧୧୦%ରୁ ଅଧିକ ବୃଦ୍ଧି ପାଇବା ସହିତ ବ୍ଲୁମବର୍ଗର ବିଲିୟନେୟାର ସୂଚକାଙ୍କ ଅନୁଯାୟୀ ମସ୍କଙ୍କ…

 ଦୟା ନଦୀରେ ହେବ ୫ଟି ମେଗା ପାନୀୟ ଜଳ ପ୍ରକଳ୍ପ

ଦୟା ନଦୀରେ ହେବ ୫ଟି ମେଗା ପାନୀୟ ଜଳ ପ୍ରକଳ୍ପ। ଏନେଇ ବିଧାନସଭାରେ ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକଙ୍କ ପ୍ରଶ୍ନରେ ଉତ୍ତର ଦେଇ ପଞ୍ଚାୟତରାଜ ଓ ପାନୀୟ ଜଳ ଯୋଗାଣ ମନ୍ତ୍ରୀ ରବି ନାଏକ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ ପୂର୍ବ ସରକାର କେନ୍ଦ୍ରର ଜଳ ସମ୍ପଦ ଯୋଜନାକୁ କାର୍ଯ୍ୟକାରୀ…