ପାରାଅଲିମ୍ପିକ୍ସର ଭାରତକୁ ମିଳିଲା ୨ଟି ମେଡାଲ

ଭାରତକୁ ପ୍ୟାରିସ ପାରାଅଲିମ୍ପିକ୍ସରେ ୨୯ଟି ମେଡାଲ ମିଳିଛି। ପାରା ଆଥଲେଟିକ୍ସ ଓମେନ୨୦୦ ମିଟର ଟି୧୨ର ଫାଇନାଲରେ ଭାରତର ସିମରନ ଶର୍ମା ତୃତୀୟ ସ୍ଥାନରେ ରହି ବ୍ରୋଞ୍ଜ ମେଡାଲ ହାସଲ କରିଛନ୍ତି। ସିମରନ ୨୪.୭୫ର ପର୍ସନାଲ ବେଷ୍ଟ ସହ ରେସକୁ ସମାପ୍ତ କରିଛନ୍ତି।ମେନ୍ସ ଜାଭେଲିନ ଥ୍ରୋ ଏଫ୪୧ର…

କାର୍ଗିଲ ଯୁଦ୍ଧ ପାକ୍‌ ସେନାର ବଡ଼ ବୟାନ

୧୯୯୯ରେ ଭାରତ ବିରୋଧରେ ହୋଇଥିବା କାର୍ଗିଲ ଯୁଦ୍ଧରେ ପାକିସ୍ତାନୀ ସେନା ନିଜର ସମ୍ପୃକ୍ତିକୁ  ପ୍ରଥମ ଥର ପାଇଁ ସର୍ବସାଧାରଣରେ ସ୍ୱୀକାର କରିଛି । ରାୱଲପିଣ୍ଡିରେ ଦେଶର ପ୍ରତିରକ୍ଷା ଦିବସ ଅବସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ପାକିସ୍ତାନ ସେନା ମୁଖ୍ୟ ଜେନେରାଲ ଅସୀମ ମୁନିର…

ଆମେରିକାକୁ ଖୋଲା ଚେତାବନୀ ଦେଲା ରୁଷିଆ

ରୁଷିଆର ବୈଦେଶିକ ମନ୍ତ୍ରୀ ସରୋଜ ଲାଭ୍ରୋଭ ୟୁକ୍ରେନ ଯୁଦ୍ଧ ମାମଲାରେ ‘ରେଡ ଲାଇନ’ ଅତିକ୍ରମ ନ କରିବାକୁ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ମସ୍କୋ ସହିତ ୱାଶିଂଟନ ପାରସ୍ପରିକ ସଂଯମତାର ଭାବନା ହରାଉଛି। ୟୁକ୍ରେନକୁ ଅସ୍ତ୍ରଶସ୍ତ୍ର ଯୋଗାଇବା ପ୍ରସଙ୍ଗରେ ଆମେରିକା ‘ରେଡ ଲାଇନ’ ଅତିକ୍ରମ…

ଆଜି ନୂଆଁଖାଇ

ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପର୍ବ। ଏହି ଦିନ ମା ସମଲେଶ୍ୱରୀଙ୍କ ପାଖେ ନବାନ୍ନା ଲାଗି ହୋଇଥାଏ। ତେବେ ପ୍ରତିଘରେ ନୂଆ ଖାଇବା ସହ ନୂଆ ପିନ୍ଧି ପରସ୍ପରକୁ ପିଲାଠୁ ବୁଢା ଯାଏଁ ଶୁଭେଚ୍ଛା ଜଣାଇବେ। ପଶ୍ଚମ ଓଡ଼ିଶା ପରମ୍ପରା ଅନୁଯାୟୀ, ସକାଳ ୯ଟା ୧୨ମିନିଟରୁ ୯ଟା ୨୭ ମିନିଟ ମଧ୍ୟରେ ମାଆଙ୍କ…

୨୪ ଘଣ୍ଟାରେ ଗଭୀର ଅବପାତର ରୂପ ନେବ ଲଘୁଚାପ

ବଙ୍ଗୋପସାଗରରେ ଅବପାତର ରୂପ ନେଲା ଲଘୁଚାପ। ଗୋପାଳପୁରଠାରୁ ପୂର୍ବ ଓ ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇଛି। ପାରାଦ୍ୱୀପଠୁ ୨୯୦, ଦୀଘାଠୁ ୪୧୦ କିମି ଦୂରରେ ଅବସ୍ଥିତ ଏହି ଅବପାତ। ଆସନ୍ତା ୨୪ ଘଣ୍ଟାରେ ଗଭୀର ଅବପାତର ରୂପ ନେବ। ପରେ ଏହା ଓଡ଼ିଶା ଓ ପଶ୍ଚିମବଙ୍ଗ ଦେଇ ଅତିକ୍ରମ କରିବ…

ସୁନୀତା ଓ୍ବିଲିୟମ୍ସଙ୍କୁ ମହାକାଶ ନେଇ ଯାଇଥିବା ସ୍ପେସ୍‌କ୍ରାଫ୍ଟ ଫେରିଲା

ମହାକାଶଚାରୀ ସୁନୀତା ୱିଲିୟମ୍ସ ଏବଂ ବଚ୍ ୱିଲମୋରଙ୍କୁ ନେଇଯାଇଥିବା ବୋଇଙ୍ଗର ଷ୍ଟାରଲାଇନର୍ ମହାକାଶଯାନ ପୃଥିବୀକୁ ଫେରୁଛି। ତିନିମାସ ଧରି ମହାକାଶରେ ଅଟକି ରହିଥିବା ଷ୍ଟାରଲାଇନର୍ ସ୍ପେସ୍ ଷ୍ଟେସନ ଛାଡି ପୃଥିବୀ ଫେରିଛି। ମହାକାଶଯାନରେ ଏକ ସମସ୍ୟା ଯୋଗୁ ଏହା ଉଭୟ ମହାକାଶଚାରୀଙ୍କ ବିନା…

ଆଜିଠୁ ଗଡ଼ିଲା ‘ସୁଭଦ୍ରା’ ରଥ, ଶେଷ ହିତାଧିକାରୀ ଯାଏ ଚାଲିବ ପଞ୍ଜୀକରଣ

‘ସୁଭଦ୍ରା’ ଯୋଜନା ସମ୍ପର୍କରେ ଜନ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଗଡ଼ିବ ସୁଭଦ୍ରା ରଥ। ଶନିବାର ଗଣେଶ ପୂଜା ଅବସରରେ ଭୁବନେଶ୍ଵର ମହାତ୍ମାଗାନ୍ଧୀ ମାର୍ଗରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ରଥର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସୁଭଦ୍ରା ରଥ ଗାଁଠୁ ସହର ଚାରିଆଡେ ବୁଲି…

ଅଗ୍ନି-୪ର ହେଲା ସଫଳ ଉତକ୍ଷେପଣ

ଭାରତ ଶୁକ୍ରବାର ମଧ୍ୟମ ଦୂରତା ବିଶିଷ୍ଟ ବ୍ୟାଲେଷ୍ଟିକ୍ କ୍ଷେପଣାସ୍ତ୍ର ଅଗ୍ନି-୪ର ସଫଳ ଉତକ୍ଷେପଣ କରିଛି । ପ୍ରତିରକ୍ଷା ମନ୍ତ୍ରଣାଳୟ ର ବିବୃତି ଅନୁଯାୟୀ, ଏହାକୁ ଓଡ଼ିଶାର ଚାନ୍ଦିପୁରସ୍ଥିତ ଇଣ୍ଟିଗ୍ରେଟେଡ୍ ଟେଷ୍ଟ ରେଞ୍ଜରୁ ଉତକ୍ଷେପଣ କରାଯାଇଛି । ଏହି ଉତକ୍ଷେପଣ ଏହାର ପରିଚାଳନାଗତ ଏବଂ…

ଆଜି ଧରାପୃଷ୍ଠକୁ ଅବତରଣ କରିବେ ପ୍ରଭୁ ଗଜାନନ

ଧରାପୃଷ୍ଠକୁ ଅବତରଣ କରିବେ ପ୍ରଭୁ ଗଜାନନ । ସାରା ଭାରତରେ ଧୁମଧାମରେ ପାଳନ ହେବ ପବିତ୍ର ଗଣେଶ ଚତୁର୍ଥୀ ।ଭାଦ୍ରବ ମାସ ଶୁକ୍ଳ ପକ୍ଷ ଚତୁର୍ଥୀ ତିଥିରେ ପ୍ରଭୁ ଶ୍ରୀଗଣେଶଙ୍କ ଜନ୍ମ । ଯାହାକୁ ଗଣେଶ ଚତୁର୍ଥୀ କୁହାଯାଇଥାଏ । ଏହି ଦିନ ଖୁବ୍ ଧୁମଧାମରେ ବିଘ୍ନେଶ୍ୱରଙ୍କର ସ୍ଥାପନା କରାଯାଇଥାଏ…

ପ୍ରବଳ ବର୍ଷା 

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଅପରାହ୍ଣ ସୁଦ୍ଧା କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ରହିଅଛି। ଧୀରେ ଧୀରେ ଏହ‌ା ଉତ୍ତର ଦିଗକୁ ଗତି କରି ୯ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା ଓ ବାଂଲାଦେଶ ଉପକୂଳ…