ରେଳବାଇରେ ଚାକିରି ସୁଯୋଗ

ଭାରତୀୟ ରେଳବାଇରେ ଚାକିରି ପାଇବା ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ । ଯେଉଁମାନେ ଏହି ପଦବୀ ପାଇଁ ଆବେଦନ କରିବାକୁ ଚାହାଁନ୍ତି, ଆବେଦନ ଲିଙ୍କ୍ ଖୋଲିବା ପରେ ଆବେଦନ କରିପାରିବେ । ଆମେ ଏଠାରେ ଏହି ପଦବୀଗୁଡ଼ିକ ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ ସୂଚନା କହିବୁ । କେବଳ ବିଜ୍ଞପ୍ତି ଜାରି ହୋଇଛି,…

ପଦ୍ମ ଧରିଲେ ଜାଡେଜା

ଭାରତୀୟ କ୍ରିକେଟ୍ ଟିମର ଅଲରାଉଣ୍ଡର ଖେଳାଳି ରବୀନ୍ଦ୍ର ଜାଡେଜା ବିଜେପିରେ ସାମିଲ ହୋଇଛନ୍ତି । ଗୁରୁବାର ସେ ଦଳରେ ସାମିଲ ହୋଇଥିବା ନେଇ ତାଙ୍କ ପତ୍ନୀ ରିଭାବା ଜାଡେଜା ଏକ୍ସରେ ସୂଚନା ଦେଇଛନ୍ତି । କହିରଖୁଛୁ ରିଭାବା ଗୁଜରାଟ ଜାମନଗରରୁ ବିଜେପି ବିଧାୟକ ଅଛନ୍ତି ରିଭାବା ଜାଡେଜା…

ବିଦେଶରେ ଯାଇ ଦେଶ ବିଷୟରେ କ’ଣ କହିବେ କେମିତି କହିବେ ରାହୁଲ ଗାନ୍ଧୀ ଶିଖନ୍ତୁ – ରବିଶଙ୍କର ପ୍ରସାଦ

ଦୀର୍ଘଦିନ ଧରି ଗାନ୍ଧୀ ପରିବାରର ପରାମର୍ଶଦାତା ଥିବା ସାମ୍‌ ପିଟ୍ରୋଡା ରାହୁଲ ଗାନ୍ଧୀଙ୍କ ବିଷୟରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି, ରାହୁଲ ଗାନ୍ଧୀ ତାଙ୍କ ପିତା ରାଜୀବ ଗାନ୍ଧୀଙ୍କ ଅପେକ୍ଷା ଅଧିକ ବୁଦ୍ଧିଜୀବୀ ଏବଂ ରଣନୀତିଜ୍ଞ। ଆହୁରି ମଧ୍ୟ ସେ କହିଛନ୍ତି, ପ୍ରଧାନମନ୍ତ୍ରୀ…

ବୁଲଡୋଜର‘ ଟିପ୍ପଣୀକୁ ନେଇ ଯୋଗୀ-ଅଖିଳେଶ କଥା କଟାକଟି

କେବଳ ଅଭିଯୁକ୍ତ କାହିଁକି ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତିଙ୍କ ଘରେ ମଧ୍ୟ ବୁଲଡୋଜର ଚଲାଯାଇ ପାରିବ ନାହିଁ ସୁପ୍ରିମକୋର୍ଟ ସୋମବାର ଟିପ୍ପଣୀ ଦେବା ପରେ ଏହି ପ୍ରସଙ୍ଗ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ସମାଜବାଦୀ ପାର୍ଟି (ସପା‌)…

ରେଭେନ୍‌ସା ବିଶ୍ବବିଦ୍ୟାଳୟର ନାମ ପରିର୍ତ୍ତନକୁ ନେଇବିଧାନସଭାରେ ହଟ୍ଟଗୋଳ ସୃଷ୍ଟି

 ରେଭେନ୍‌ସା ବିଶ୍ବବିଦ୍ୟାଳୟର ନାମ ପରିର୍ତ୍ତନକୁ ନେଇ ଗୁରୁବାର ବିଧାନସଭାରେ ହଟ୍ଟଗୋଳ ସୃଷ୍ଟି ହୋଇଛି। ଶୂନ୍ୟକାଳରେ ଶାସକ ଏବଂ ବିରୋଧୀ ଏହି ପ୍ରସଙ୍ଗରେ ମୁହାଁମୁହିଁ ହୋଇଛନ୍ତି। କଂଗ୍ରେସ ଏବଂ ବିଜେଡ଼ି ବିଧାୟକ ଏହି ପ୍ରସଙ୍ଗରେ ଶାସକ ବିଜେପିକୁ ଘେରିଛନ୍ତି। ୧୫୬ ବର୍ଷର ପୁରୁଣା…

ୟୁନୁସଙ୍କ ଚେତାବନୀ: ‘ମୁହଁରେ ତାଲା ଲଗାଇ ବସନ୍ତୁ ଶେଖ ହସିନା’

ଗତ ଅଗଷ୍ଟ ୫ ତାରିଖରେ ବାଂଲାଦେଶରେ ସରକାର ବଦଳିବା ପରଠାରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ଭାରତରେ ଅଛନ୍ତି। ବାଂଲାଦେଶରେ ସରକାର ବିରୋଧୀ ହିଂସା ଉଗ୍ରରୂପ ନେବା ପରେ ହସିନାଙ୍କୁ ବାଧ୍ୟବଶତଃ ଇସ୍ତଫା ଦେବାକୁ ପଡ଼ିଥିଲା। ଏହା ପରେ ଗିରଫଦାରି ଭୟରେ ସେ ଦେଶ ଛାଡ଼ି ଭାରତ ପଳାଇ…

ସମୟ ଆସିଛି ବିଜେପିର ମିଛ ରହସ୍ୟ ଖୋଲିବାକୁ ପଡ଼ିବ

ମିଛ ପ୍ରତିଶ୍ରୁତି ଦେଇ ବିଜେପି କ୍ଷମତାକୁ ଆସିଛି। ବିଜେପିର ସବୁଠାରୁ ବଡ଼ ପରିଚୟ ହେଉଛି ମିଛ। ‌ଏବେ ସମୟ ଆସିଛି ବିଜେପିର ମିଛ ରହସ୍ୟ ଖୋଲିବାକୁ ପଡ଼ିବ। ଶଙ୍ଖ ଭବନରେ ଆୟୋଜିତ ବିଜୁ ମହିଳା ଜନତା ଦଳର ଜିଲ୍ଲାସ୍ତରୀୟ କର୍ମକର୍ତ୍ତା ଓ ରାଜ୍ୟ ନେତୃବୃନ୍ଦଙ୍କୁ ସମ୍ବୋଧିତ କରି ବିଜେଡି ସଭାପତି…

ଚଳିତ ବର୍ଷରୁ ଲାଗୁ ହେବ ଶହୀଦ ମାଧୋ ସିଂ ହାତ ଖର୍ଚ୍ଚ ,ଏସ୍‌ସି/ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ମିଳିବ ବାର୍ଷିକ ୫ ହଜାର…

ଚଳିତ ବର୍ଷରୁ ଶହୀଦ ମାଧୋ ସିଂ ହାତ ଖର୍ଚ୍ଚ ଲାଗୁ ହେବ। ଏସ୍‌ସି/ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା ମିଳିବ। କ୍ୟାବିନେଟ ନିଷ୍ପତ୍ତି ନେଇ ଗୃହରେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଚଳିତ ବର୍ଷ ୧୫୬ କୋଟି ଖର୍ଚ୍ଚ…

ବର୍ଷକୁ ଛାତ୍ରୀଛାତ୍ରଙ୍କୁ ୫ ହଜାର ଦେବେ ସରକାର

ଚଳିତ ବର୍ଷରୁ ଶହୀଦ ମାଧୋ ସିଂ ହାତ ଖର୍ଚ୍ଚ ଲାଗୁ ହେବ। ଏସ୍‌ସି/ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା ମିଳିବ। କ୍ୟାବିନେଟ ନିଷ୍ପତ୍ତି ନେଇ ଗୃହରେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଚଳିତ ବର୍ଷ ୧୫୬ କୋଟି ଖର୍ଚ୍ଚ…

ରଣବୀରଙ୍କ ରାଗ

ଏକ ସାକ୍ଷାତକାରରେ ଅଭିନେତା ରଣବୀର କପୁର କ୍ୟାଟ୍ରିନା କାଫେଙ୍କୁ ରାଗିଯାଇ ପାଟି କରୁଥିବାର ନଜର ଆସିଛନ୍ତି। ଯାହାର ଭିଡିଓ ଭାଇରାଲ ହେବାରେ ଲାଗିଛି। ରେଡିଟ୍‌ ଦ୍ୱାରା ଶେୟାର କରାଯାଇଥିବା ଭିଡିଓରେ କ୍ୟାଟ୍‌ ରଣବୀରଙ୍କ ପାଖରେ ବସିଥିବାର ନଜିର ଆସିଛନ୍ତି। ଏହି ସମୟରେ ଆରଜେ ଜଣକ ରଣବୀରଙ୍କୁ…