ଚମକିବ ପୁରୁଣା ଗହଣା
ଗହଣାର ଚମକ ମହିଳାଙ୍କ ସୁନ୍ଦରତାକୁ ଦ୍ୱିଗୁଣିତ କରିଥାଏ। ଏଥିଯୋଗୁ ମହିଳାମାନଙ୍କର ଗହଣା କିଣିବାର ସଉକ ଥାଏ। ହେଲେ ଘରେ ଦୀର୍ଘଦିନ ଯାଏ ଗହଣା ରଖିଲେ ତାହା ମଳିନ ପଡ଼ିଯାଏ। ପୁଣିଥରେ ସେସବୁକୁ ଚମକାଇବାକୁ ନେଇ ଚିନ୍ତା ବଢ଼ିଯାଏ। ଯଦି ଏହି ସମସ୍ୟାକୁ ନେଇ ଚିନ୍ତିତ ଥାନ୍ତି, ତେବେ ଆଜି…