ରଥଯାତ୍ରା ସମୟରେ ଗଣତି ହେବ ରତ୍ନଭଣ୍ଡାରର ଦୁର୍ମୂଲ୍ୟ ସୁନା ଅଳଙ୍କାର
ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ଥିତି ଓ ଏହାର ମରାମତି ନେଇ ଆଲୋଚନା ହୋଇଛି। ବୈଠକ ପରେ ଜଷ୍ଟିସ ଅରିଜିତ ପଶାୟତ କହିଛନ୍ତି, ବୈଠକରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଛି। ୧୯୭୮ ମସିହା କରାଯାଇଥିବା ଗଣତି ତାଲିକା ଉପରେ ଆଲୋଚନା କରାଯାଇଛି। ରତ୍ନଭଣ୍ଡାର ଭିତରକୁ ଯିବା ପାଇଁ କେତେବେଳେ…