ବଡ଼ ଦେଉଳୁ ଖସିଲା ପଥର

 କଳିଯୁଗ ଶେଷ ବିଷୟରେ ମହାପୁରୁଷ ଅଚ୍ୟୁତାନନ୍ଦଙ୍କ ମାଳିକାରେ ଅନେକ ଘଟଣା-ଅଘଟଣା ବିଷୟରେ ବର୍ଣ୍ଣନା କରାଯାଇଛି। ପତିତ ପାବନରେ ନିଆଁ ଲାଗିବା, ହୀରାକୁଦ ବନ୍ଧ ଭାଙ୍ଗିବା ହେଉ କି ହୀରାକୁଦରେ ଚିତଳ ମାଛର କାହାଣୀ ହେଉ, ଏମିତି ଅନେକ ଘଟଣା କଳିଯୁଗରେ ଘଟିବା ନେଇ ସେ ଲେଖି ଯାଇଛନ୍ତି। ଯାହା…

ବିଦ୍ୟୁତ୍‌ ବିନା ଚାଲିବ ଏସି

ଆରମ୍ଭ ହେଲାଣି ଗ୍ରୀଷ୍ମ ଋତୁ। ଏହା ପୂର୍ବରୁ ତାତିରେ କଲବଲ ହେଉଛନ୍ତି ଲୋକେ । ଏଣୁ ଘରେ ଏସି ପବନରେ ରହିବାକୁ ଚିନ୍ତା କଲେଣି । କିନ୍ତୁ ଏକ ଏସି ଚଳାଇବା ଦ୍ୱାରା ବିଦ୍ୟୁତ୍ ବି ଅଧିକ ଖର୍ଚ୍ଚ ହୁଏ । ଏସି ର ବିଦ୍ୟୁତ୍‌ ବିଲରୁ ରକ୍ଷା ପାଇବା ପାଇଁ ଏକ ଉପାୟ ବି ଅଛି । ଏହା ହେଉଛି ସୋଲାର ଏସି…

ବିଶ୍ୱର ସବୁଠାରୁ ଲମ୍ବା ଡବଲ-ଲେନ ସୁଡଙ୍ଗ

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ସର୍ବୋଚ୍ଚ ସ୍ଥାନରେ ନିର୍ମିତ ବିଶ୍ୱର ଦୀର୍ଘତମ ସେଲା ଟନେଲକୁ ଦେଶକୁ ଉତ୍ସର୍ଗ କରିଛନ୍ତି। ସେ ଆସାମ ଏବଂ ଅରୁଣାଚଳକୁ କୋଟି କୋଟି ଟଙ୍କା ମୂଲ୍ୟର ଉପହାର ମଧ୍ୟ ଦେଇଛନ୍ତି। ସୂଚନାଯୋଗ୍ୟ,, ସାମରିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ଏହି ଟନେଲ ହେଉଛି…

ଅଟୋ ଚଲାଇବେ ହୁମା

ଅଭିନେତ୍ରୀ ହୁମା କୁରେଶୀ ତାଙ୍କ ଆଗାମୀ ଚଳଚ୍ଚିତ୍ରରେ ଜଣେ ଅଟୋରିକ୍ସା ଡ୍ରାଇଭର ଭୂମିକାରେ ନଜରକୁ ଆସିବେ। ଅନ୍ତର୍ଜାତୀୟ ମହିଳା ଦିବସ ଅବସରେ ଜିଓ ଷ୍ଟୁଡିଓ ଏବଂ ଇଚେଲୋନ୍‌ ପ୍ରଡକ୍ସନ୍ସ ପକ୍ଷରୁ ଏହା ଘୋଷଣା କରାଯାଇଛି। ଚଳଚ୍ଚିତ୍ରର ନାମକରଣ କରାଯାଇ ନାହିଁ। ତେବେ ନାରୀ ଶକ୍ତିର ପ୍ରତୀକ…

ଟେକଅପ ସମୟରେ ଖସିଗଲା ବିମାନର ଚକ

ବିମାନର ଚକ ମଝି ଆକସରେ ଖ୍‌ସୀ ଯାଉଥିବାର ଏକ ଚକିତ ଭିଡିଓ ସାମ୍ନାକୁ ଆସିଛି। ବାସ୍ତବରେ ୟୁନାଇଟେଡ ଏୟାରଲାଇନ୍ସର ବିମାନ ଜାପାନ ଯାଉଥିଲା। ବିମାନଟି ଉଡ଼ି ଆକାଶରେ ପହଞ୍ଚିବା ମାତ୍ରେ ଏହାର ଚକ ବାହାରିଗଲା । ବିମାନର ବାମ ପାର୍ଶ୍ୱର ମୁଖ୍ୟ ଅବତରଣ ଗିଅର ମଧ୍ୟରୁ ୬ଟି ଟାୟାର ମଧ୍ୟରୁ ଗୋଟିଏ…

ସଚିବାଳୟରେ ଭୟାବହ ଅଗ୍ନିକାଣ୍ଡ

ମଧ୍ୟପ୍ରଦେଶ ରାଜଧାନୀ ଭୋପାଳରେ ରାଜ୍ୟ ସଚିବାଳୟ ବଲ୍ଲଭ ଭବନରେ ଭୟାବହ ଅଗ୍ନିକାଣ୍ଡ। ବଲ୍ଲଭ ଭବନ ପୁରୁଣା କୋଠାର ଚତୁର୍ଥ ମହଲାରେ ଲାଗିଛି ନିଆଁ। ଅଗ୍ନିକାଣ୍ଡର ସୂଚନା ପାଇଁ ଘଟଣାସ୍ଥଳରେ ପହଞ୍ଚିଛନ୍ତି ଅଗ୍ନିଶମବାହିନୀର ଏକାଧିକ ଟିମ। ନିଆଁକୁ ଲିଭାଇବା ଉଦ୍ଯମ ଜାରି ରହିଛି।…

ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ସହ ଚାଲିଛି ଖେଳ

ପୁଣିଥରେ ହେବ ଇଂରାଜୀ ପରୀକ୍ଷା । ବୋର୍ଡ ପରୀକ୍ଷାର ଇଂରାଜୀ ପେପର୍ ରଦ୍ଦ ହେବା ନେଇ ଜାଣିବାକୁ ମିଳିଛି । ହରିୟାଣା ଶିକ୍ଷା ବୋର୍ଡର ଅଧ୍ୟକ୍ଷ ନୁହ ଜିଲ୍ଲାର ପରୀକ୍ଷା କେନ୍ଦ୍ର ଉପରେ ରେଡ୍ କରି ୩୩ଟି କପି ମାମଲା ଧରିଛନ୍ତି । ସେହିପରି ୨ଟି ପରୀକ୍ଷା କେନ୍ଦ୍ରରେ ଦଶମ ଶ୍ରେଣୀ ପିଲାଙ୍କ…

ବିଜେପି ରାଜ୍ୟରେ ଏକାକୀ ବିଧାନସଭା ଓ ଲୋକସଭା ନିର୍ବାଚନ ଲଢ଼ିବ!

ଆଗାମୀ ସାଧାରଣ ନିର୍ବାଚନରେ ରାଜ୍ୟରେ ବିଜେଡି ଓ ବିଜେପି ମଧ୍ୟରେ ମେଂଟ ହେବ କି ନାହିଁ ତାକୁ ନେଇ ଚର୍ଚା ଜାରି ରହିଛି ।  ନିର୍ବାଚନୀ ମେଂଟକୁ ନେଇ ଦୁଇ ଦଳ କିଛି କହୁନାହାଁନ୍ତି ।  ମେଂଟକୁ ନେଇ ଗତ ଦୁଇଦିନ ଧରି ଚାଲିଥିବା ରାଜନୀତିକ ହଟଚମଟ ଓ ସମ୍ଭାବ୍ୟ ମେଂଟ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ…

ଆଜିର ରାଶିଫଳ

ମେଷ: ବିଳମ୍ବରେ ଲକ୍ଷ୍ୟସ୍ଥଳରେ ପହଞ୍ଚିବେ । ପ୍ରତ୍ୟେକ କ୍ଷେତ୍ରରେ ଆଗପଛ ବିଚାର କରି କାମ ନ କଲେ ଅପଦସ୍ଥ ହୋଇପାରନ୍ତି । ପରିବାରରେ ଭାଇ ଓ ଭଉଣୀମାନଙ୍କ କଥାବାର୍ତ୍ତାକୁ ନେଇ ମନ ଭାରାକ୍ରାନ୍ତ ହେବ । କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଇପାରେ । ବୃଷ : ନିକଟ ସମ୍ପର୍କୀୟଙ୍କ ସାହାଯ୍ୟ…

ପାରାଦୀପ ବନ୍ଦର ବିଶ୍ୱସ୍ତରୀୟ କଣ୍ଟେନର ସର୍ଭିସ୍‌ ଆରମ୍ଭ

ପାରାଦୀପ ବନ୍ଦର ଏବଂ ଓଡ଼ିଶା ସରକାରଙ୍କ ସହ ବିଶ୍ୱର ସର୍ବବୃହତ ଭୂମଧ୍ୟସାଗରୀୟ ଶିପିଂ କମ୍ପାନୀ ଏମ୍‌ଏସ୍‌ସି (ମେଡିଟାରାନ ଶିପିଂ କମ୍ପାନୀ)ବୁଝାମଣାପତ୍ର କରିଛି। ପ୍ରଥମଥର ପାଇଁ ପଣ୍ୟ କାରବାରରେ ଓଡ଼ିଶା ସରକାରଙ୍କ ଭାଗୀଦାରି ହୋଇଛି। ଉକ୍ତ କମ୍ପାନୀର ବୃହତ୍‌ ଜାହାଜ ଏମ୍‌ଭି ଟାଇଗର ଏଫ୍‌…