ରାଜ୍ୟସଭା ଲାଗି ମନୋନୀତ ସୁଧା ମୂର୍ତ୍ତି
ଇନଫୋସିସ୍ ସହପ୍ରତିଷ୍ଠାତା ନାରାୟଣ ମୂର୍ତ୍ତିଙ୍କ ପତ୍ନୀ ସୁଧା ମୂର୍ତ୍ତି ରାଜ୍ୟସଭା ଲାଗି ମନୋନୀତ ହୋଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ନିଜେ ଏ ବିଷୟରେ ଘୋଷଣା କରିଛନ୍ତି । ତେବେ ଏହି ଘୋଷଣା ପରେ ସୁଧା ମୂର୍ତ୍ତି କହିଛନ୍ତି ଆଜି ମହିଳା ଦିବସରେ ତାଙ୍କୁ ବଡ ଉପହାର ମିଳିଛି । ସେ କହିଛନ୍ତି…