ପଶ୍ଚିମବଙ୍ଗରେ ମହିଳାମାନେ ସବୁଠାରୁ ଅଧିକ ସୁରକ୍ଷିତ
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅଭିଯୋଗ କରିଛନ୍ତି ଯେ ବିଜେପି ସନ୍ଦେଶଖାଲିକୁ ନେଇ ଗୁଜବ ପ୍ରଚାର କରୁଛି। ଲୋକସଭା ନିର୍ବାଚନର ଆନୁଷ୍ଠାନିକ ଘୋଷଣା ପୂର୍ବରୁ କୋଲକାତାରେ ଆୟୋଜିତ ଏକ ମହିଳା ଅଧିକାର ରାଲିକୁ ସମ୍ବୋଧିତ କରିବା ସମୟରେ ମମତା ବାନାର୍ଜୀ ପଶ୍ଚିମବଙ୍ଗକୁ ମହିଳାଙ୍କ…