୧୮ ଘଣ୍ଟାର ଜେରା ପରେ ଭୋର ସାଢ଼େ ୪ଟାରେ ଇଡି କାର୍ଯ୍ୟାଳୟରୁ ବାହାରିଥିଲେ ପ୍ରୟାସକାନ୍ତି

ବରପଦା ଇଞ୍ଜିନିୟରିଂ କଲେଜର ଜମି ଦୁର୍ନୀତି ମାମଲାରେ ଭଣ୍ଡାରିପୋଖରୀର ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି‌ଙ୍କୁ ରାତି ତମାମ ମାରାଥନ ଜେରା କରିଛି ଇଡି।ବରପଦା ଇଞ୍ଜିନିୟରିଂ କଲେଜର ଜମି ଦୁର୍ନୀତି ମାମଲାରେ ବାପା ପ୍ରଫୁଲ୍ଲ ସାମଲଙ୍କ ପରେ ଗତକାଲି ପୁଅ ପ୍ରୟାସକାନ୍ତି…

ଆଜିର ରାଶିଫଳ

ମେଷ: ଆପଣଙ୍କ କଥା ଓ କାର୍ଯ୍ୟ ଅନ୍ୟମାନଙ୍କୁ ଆକୃଷ୍ଟ କରିବ ।  ମହିଳାମାନଙ୍କ କାର୍ଯ୍ୟ ପ୍ରଶଂସନୀୟ ହେବ। ବହୁ ଦିନର ସ୍ୱପ୍ନ ସାକାର ହେବ । ବାଣିଜ୍ୟ, ବ୍ୟବସାୟରେ କେତେକ ସମସ୍ୟା ଦେଖାଦେଇପାରେ । ଆୟ ତୁଳନାରେ ବ୍ୟୟ ଅଧିକ ହେବାରୁ ଧାର କରଜ କରିବାକୁ ବାଧ୍ୟ ହେବେ। ବୃଷ: ପାରିବାରିକ…

ଓଡ଼ିଶାର ୨୧ଟି ଆସନରୁ ବିଜେଡି ୧୧ଟି ଓ ବିଜେପି ୧୦ଟିରେ ବିଜୟୀ ହୋଇପାରେ- ଇଣ୍ଡିଆ ଟିଭି-ସିଏନଏକ୍ସର ଓପିନିୟନ ପୋଲ

ଆସନ୍ତା ସାଧାରଣ ନିର୍ବାଚନରେ ବିଜେପି ନେତୃତ୍ବାଧୀନ ଏନଡିଏକୁ ବିପୁଳ ବିଜୟ ମିଳିପାରେ । ଏନଡିଏକୁ ମୋଟ ୩୭୮ଟି ଆସନ ମିଳିବାର ସମ୍ଭାବନା ରହିଛି । ତା ମଧ୍ୟରୁ କେବଳ ବିଜେପିକୁ ୩୩୫ଟି ଆସନ ମିଳିପାରେ । ଅନ୍ୟପକ୍ଷରେ କଂଗ୍ରେସ ନେତୃତ୍ବାଧୀନ ଇଣ୍ଡିଆ ମେଣ୍ଟକୁ ୯୮ଟି ଆସନ…

ଏଲନ ମସ୍କଙ୍କୁ ପଛରେ ପକାଇ ପ୍ରଥମ ସ୍ଥାନରେ ଜେଫ୍ ବେଜୋସ୍

ବିଶ୍ୱର ସବୁଠୁ ଧନୀ ତାଲିକାରେ ଶୀର୍ଷ ସ୍ଥାନ ହରାଇଛନ୍ତିି ଏଲନ ମସ୍କ । ମସ୍କଙ୍କୁ ପଛରେ ପକାଇ ଆମାଜନର ପ୍ରତିଷ୍ଠାତା ଜେଫ୍ ବେଜୋସ୍ ପ୍ରଥମ ସ୍ଥାନ ହାସଲ କରିଛନ୍ତି । ବୁମବର୍ଗ କୋଟିପତି ତାଲିକାରେ ଏନେଇ ରିପୋର୍ଟ ପ୍ରକାଶ କରାଯାଇଛି । ଜେଫ୍ ବେଜୋସଙ୍କ ସମ୍ପତି ୨୦୦ ବିଲିୟନ ଡଲାର ଥିବା ବେଳେ…

ମାର୍ଚ୍ଚ ୧୪-୧୫ରେ ଘୋଷଣା ହୋଇପାରେ ନିର୍ବାଚନ ତାରିଖ

ଲୋକସଭା ନିର୍ବାଚନକୁ ନେଇ ସାରା ଦେଶରେ ରାଜନୀତି ଉଷ୍ମ ହେଉଥିବା ବେଳେ ଖୁବଶୀଘ୍ର ତାରିଖ ଘୋଷଣା ହେବାର ସମ୍ଭାବନା ରହିଛି । ମିଳିଥିବା ସୂଚନା ଅନୁସାରେ ମାର୍ଚ୍ଚ ୧୪ କିମ୍ବା ୧୫ରେ ସାଧାରଣ ନିର୍ବାଚନ ତାରିଖ ଘୋଷଣା ହେବାର ସମ୍ଭାବନା ରହିଛି । କ୍ରମାଗତ ଭାବରେ ନିର୍ବାଚନ ଆୟୋଗ ଲୋକସଭା…

ଯୋଗୀ କ୍ୟାବିନେଟର ସଂପ୍ରସାରଣ

ଆଜି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ହୋଇଛି। ଏହି ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ୪ ଜଣ ବିଧାୟକ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ସୁହେଲଦେବ ଭାରତୀୟ ସମାଜ ପାର୍ଟିର ସଭାପତି ଓମ୍ ପ୍ରକାଶ ରାଜଭର, ସାବିବାବାଦର ସୁନୀଲ ଶର୍ମା, ଦାରା ସିଂ ଚୌହାନ…

କଂଗ୍ରେସକୁ କଡ଼ା ସମାଲୋଚନା କଲେ ପ୍ରଧାନମନ୍ତ୍ରୀ

ଚଣ୍ଡିଖୋଲ:କଂଗ୍ରେସକୁ କଡ଼ା ସମାଲୋଚନା କଲେ ପ୍ରଧାନମନ୍ତ୍ରୀ  । ପ୍ରଧାନମନ୍ତ୍ରୀ ମୋଦୀ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଥିଲେ, ୨୦୧୪ ପୂର୍ବରୁ କଂଗ୍ରେସ କେବଳ ନିଜ ସିନ୍ଦୁକ ଭରୁଥିଲା। ନିଜ ଦଳ ଓ ନିଜ ପରିବାରର ସମୃଦ୍ଧି କରୁଥିଲା। ଆଜି ବିକାଶ ପାଇଁ ଯେଉଁ ବଡ଼ କାମ ହେଉଛି,…

ଆଜିର ରାଶିଫଳ

ମେଷ: ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବା ସହ କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ପଡୋଶୀମାନେ ସ୍ୱାର୍ଥ ହାସଲ କରିବା ପାଇଁ ମିଠାଳିଆ କଥା କହିବେ। ବ୍ୟବସାୟରେ ଉଧାର ଦେଲେ ଫେରି ପାଇବା ପାଇଁ ଧାଁଦୌଡ଼ କରିବାକୁ ପଡିବ । ବୃଷ: ବାଦବିବାଦ, ପ୍ରତିଯୋଗିତା, ପରୀକ୍ଷା ଓ…

ଆୟକର ବିଭାଗ ଦେଲା ଶେଷ ସୁଯୋଗ

ଇନକମ ଟ୍ୟାକ୍ସ ଡିପାର୍ଟମେଣ୍ଟ ଅପଡେଟେଡ ରିଟର୍ଣ୍ଣ ଦାଖଲ କରିବାର ଶେଷ ତାରିଖ ୩୧ ମାର୍ଚ୍ଚ ବୋଲି ଘୋଷଣା କରିଛନ୍ତି । ଆଇଟି ଡିପାର୍ଟମେଣ୍ଟକୁ ଅନେକ ଟ୍ୟାକ୍ସପେୟାର୍ସଙ୍କ ସୂଚନା ମିଳିଛି, ଯେଉଁମାନେ ନିଜ ରିଟର୍ଣ୍ଣରେ ସୂଚନାମାନ ଅଣଦେଖା କରିଛନ୍ତି ବା ଆଇଟିଆର ଦାଖଲ କରିନାହାନ୍ତି । ଏହି…

ପୁଣି ବଢିପାରେ ପିଆଜ ଦର

ପିଆଜ ଦର କିଛି ସମୟ ପାଇଁ ସ୍ଥିର ଥିବାବେଳେ ରସୁଣ ଦର ବୃଦ୍ଧି ସାଧାରଣ ଜନତାଙ୍କୁ କନ୍ଦାଉଛି। ତେବେ ଗତ ସପ୍ତାହରୁ ପିଆଜ ହାର ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି ଏବଂ ଦିଲ୍ଲୀର ଆଜାଦପୁର ମାଣ୍ଡିରେ ପିଆଜ ହାରରେ ବୃଦ୍ଧି ଦେଖିବାକୁ ମିଳିଛି। କିଲୋ ପିଛା ୧୬-୨୪ ଟଙ୍କା ମଧ୍ୟରେ ଉପଲବ୍ଧ ପିଆଜ ଏହି…