ପ୍ରି-ୱେଡିଂ ଉତ୍ସବରେ ଜମୁଛି ଭିଡ଼

ମୁକେଶ ଅମ୍ବାନୀ ଏବଂ ନୀତା ଅମ୍ବାନୀ ନିଜ ପୁଅ ଅନନ୍ତ ଅମ୍ବାନୀଙ୍କ ପ୍ରି-ୱେଡିଂ ପାଇଁ ବେଶ୍ ଉତ୍ସାହିତ ଅଛନ୍ତି । ଏହି ସମାରୋହରେ ଦୁହେଁ ମଞ୍ଚରେ ସୁନ୍ଦର ଡ୍ୟାନ୍ସ କରୁଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା । ଭାଇରାଲ ଭିଡିଓରେ ମୁକେଶ ଅମ୍ବାନୀ ଏବଂ ନୀତା ଅମ୍ବାନୀ ରାଜ…

ହାଇକୋର୍ଟରେ ନିଯୁକ୍ତି

ଓଡ଼ିଶା ହାଇକୋର୍ଟ ପକ୍ଷରୁ ଅନୁବାଦକ ପଦ ପୂରଣ ପାଇଁ ବିଜ୍ଞପ୍ତି ଜାରି କରାଯାଇଛି । ମାର୍ଚ୍ଚ ମାସ ୩ରୁ ଅନଲାଇନ୍ ଆବେଦନ ଆରମ୍ଭ ହୋଇସାରିଥିବା ବେଳେ ତାହା ୧୭ ତାରିଖ ପର୍ଯ୍ୟନ୍ତ ଜାରି ରହିବ । ପ୍ରାର୍ଥୀଙ୍କୁ ୩୫,୪୦୦- ୧,୧୨,୪୦୦ ସ୍କେଲ ପେ’ ଅନୁସାରେ ବେତନ ପ୍ରଦାନ କରାଯିବ । ଦରମା ସହିତ…

ନାସକମ୍ ‌ଦେଲା ଚେତାବନୀ

ବ୍ୟବସାୟ ଜଗତରେ କୃତ୍ରିମ ଇଣ୍ଟେଲିଜେନ୍ସ (ଏଆଇ)ର ବ୍ୟବହାର କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଏଭଳି ପରିସ୍ଥିତିରେ ବିଶେଷଜ୍ଞମାନେ ବହୁ ସଂଖ୍ୟକ ଲୋକେ ଚାକିରି ହରାଇବା ଆଶଙ୍କା ପ୍ରକାଶ କରୁଛନ୍ତି। କିନ୍ତୁ, ସବୁଠାରୁ ବଡ ବିପଦ ବିଜନେସ୍ ପ୍ରୋସେସ୍ ଆଉଟସୋର୍ସିଂ (ବିପିଓ) କ୍ଷେତ୍ର ପାଇଁ…

ପ୍ରଦର୍ଶନୀ ପଡ଼ିଆରେ ଭିଡ଼

ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ କାମଧେନୁ ଖଦି ଉଲ୍‌ ପାନିପଥ ପକ୍ଷରୁ ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆରେ ଏକ ଆନ୍ତଃ ରାଜ୍ୟ ହ୍ୟାଣ୍ଡଲୁମ୍‌ ଆଣ୍ଡ ହାଣ୍ଡିକ୍ରାଫ୍ଟ ପ୍ରଦର୍ଶନୀର ଆୟୋଜନ କରାଯାଇଛି। ଏପରିକି ପାଣିପାଗ ଓ ପରିବେଶ ପ୍ରଦର୍ଶନୀ ପାଇଁ ବେଶ୍‌ ଉତ୍ସାହଜନକ ରହିଥିଲାବେଳେ ସନ୍ଧ୍ୟା…

୧୭୨ ରନ୍‌ରେ ଜିତିଲା ଅଷ୍ଟ୍ରେଲିଆ

ସ୍ପିନର ନାଥନ ଲିୟନଙ୍କ ଯାଦୁକରୀ ସ୍ପିନ୍‌ ବୋଲିଂ ବଳରେ ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟକୁ ୧୭୨ ରନ୍‌ରେ ଜିତି ନେଇଛି ଅଷ୍ଟ୍ରେଲିଆ। ଲିୟନ ୬ ଉଇକେଟ ନେଇଥିବା ବେଳେ ୩୬୯ ରନ୍‌ ଲକ୍ଷ୍ୟର ପିଛା କରୁଥିବା ନ୍ୟୁଜିଲାଣ୍ଡ ମାତ୍ର ୧୯୬ ରନ୍‌ରେ ସୀମିତ ରହିଥିଲା। ଚତୁର୍ଥ ଦିନର ଲଞ୍ଚ ଠିକ୍‌ ପରେ…

ଶ୍ରୀମନ୍ଦିରରେ ପ୍ରବେଶ କଲେ ଅଣହିନ୍ଦୁ

ଶ୍ରୀମନ୍ଦିରରେ ପ୍ରବେଶ କଲେ ଅଣହିନ୍ଦୁ। ଜଣେ କି ଦୁଇ ଜଣ ନୁହେଁ, ଜଣେ ହିନ୍ଦୁଙ୍କ ସହିତ ୪ ଜଣ ଅଣ ହିନ୍ଦୁ ଶ୍ରୀମନ୍ଦିର ଭିତରେ ପ୍ରବେଶ କରିଛନ୍ତି। ସେମାନେ ମହାପ୍ରଭୁଙ୍କୁ ଦର୍ଶନ କରିବା ସହିତ ଆନନ୍ଦ ବଜାରରେ ମହାପ୍ରସାଦ ସେବନ କରିଥିବା ଅଭିଯୋଗ ହୋଇଛି। ସିଂହଦ୍ୱାର ଥାନା ପୁଲିସ…

ଯୋଗୀଙ୍କ ଚେତାବନୀ

ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଯୁବକମାନଙ୍କୁ ଆଶ୍ୱାସନା ଦେଇ କହିଛନ୍ତି ଯେ ରାଜ୍ୟରେ ଯୁବକଙ୍କ ଭବିଷ୍ୟତ ସହିତ କେହି ଖେଳି ପାରିବେ ନାହିଁ। ଯଦି କେହି ଏହା କରନ୍ତି, ତେବେ ସେ ସାରା ଜୀବନ ଜେଲରେ ସଢିବେ। କେବଳ ଏତିକି ନୁହେଁ ସରକାର ତାଙ୍କ ପିତାଙ୍କ ସମ୍ପତ୍ତି ମଧ୍ୟ…

ପାକିସ୍ତାନରେ ପ୍ରବଳ ବର୍ଷା

ପାକିସ୍ତାନରେ ପ୍ରବଳ ବର୍ଷା ହେଉଛି। ପାକିସ୍ତାନରେ ଲଗାତର ବର୍ଷା ପରେ ଅନେକ ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ବର୍ଷା ଯୋଗୁ ବର୍ତ୍ତମାନ ସୁଦ୍ଧା ୩୭ ଜଣ ଲୋକ ପ୍ରାଣ ହରାଇ ସାରିଲେଣି। ପାକିସ୍ତାନରେ ଗତ ୪୮ ଘଣ୍ଟା ମଧ୍ୟରେ ଏପରି ପରିସ୍ଥିତି ସୃଷ୍ଟ ହୋଇଥିବା ଅଧିକାରୀମାନେ ରବିବାର ଏହି…

ଆଗକୁ ଆହୁରି ବଢିବ ତାପମାତ୍ରା

ରାଜ୍ୟରେ ପୁଣି ବଢିଲା ତାପମାତ୍ରା । ଆଗକୁ ଆହୁରି ତାପମାତ୍ରା ବଢିବାରା ସମ୍ଭାବନା ରହିଛି । ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ, ସ୍ୱାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି । ବିଶେଷ କରି ଉପକୂଳ ସମେତ ପଶ୍ଚିମ…

ଇଣ୍ଟେଲିଜେନ୍ସ ବୁ୍ୟରୋରେ ପଦବୀ ଖାଲି

ଇଣ୍ଟେଲିଜେନ୍ସ ବୁ୍ୟରୋ ରିକ୍ରୁଇଟମେଣ୍ଟ ୨୦୨୪ର ମୋଟ୍ ୧୫୭ ପଦବୀ ପାଇଁ ନୋଟିଫିକେସନ ପ୍ରକାଶ ପାଇଛି । ଏଥିରେ କେବଳ ଯୋଗ୍ୟ ପ୍ରାର୍ଥୀମାନେ ଆବେଦନ କରିପାରିବେ । ଚୟନ କରାଯାଇଥିବା ପ୍ରାର୍ଥୀଙ୍କୁ ଦରମା ବ୍ୟତୀତ ଅନ୍ୟାନ୍ୟ ସୁବିଧା(incentives) ମଧ୍ୟ ମିଳିବ । ସେମାନଙ୍କୁ ଲେଭଲ ୧୦ରୁ ଲେଭଲ…