ପାକିସ୍ତାନରେ ପ୍ରବଳ ବର୍ଷା

ପାକିସ୍ତାନରେ ପ୍ରବଳ ବର୍ଷା ହେଉଛି। ପାକିସ୍ତାନରେ ଲଗାତର ବର୍ଷା ପରେ ଅନେକ ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ବର୍ଷା ଯୋଗୁ ବର୍ତ୍ତମାନ ସୁଦ୍ଧା ୩୭ ଜଣ ଲୋକ ପ୍ରାଣ ହରାଇ ସାରିଲେଣି। ପାକିସ୍ତାନରେ ଗତ ୪୮ ଘଣ୍ଟା ମଧ୍ୟରେ ଏପରି ପରିସ୍ଥିତି ସୃଷ୍ଟ ହୋଇଥିବା ଅଧିକାରୀମାନେ ରବିବାର ଏହି…

ଆଗକୁ ଆହୁରି ବଢିବ ତାପମାତ୍ରା

ରାଜ୍ୟରେ ପୁଣି ବଢିଲା ତାପମାତ୍ରା । ଆଗକୁ ଆହୁରି ତାପମାତ୍ରା ବଢିବାରା ସମ୍ଭାବନା ରହିଛି । ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ, ସ୍ୱାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି । ବିଶେଷ କରି ଉପକୂଳ ସମେତ ପଶ୍ଚିମ…

ଇଣ୍ଟେଲିଜେନ୍ସ ବୁ୍ୟରୋରେ ପଦବୀ ଖାଲି

ଇଣ୍ଟେଲିଜେନ୍ସ ବୁ୍ୟରୋ ରିକ୍ରୁଇଟମେଣ୍ଟ ୨୦୨୪ର ମୋଟ୍ ୧୫୭ ପଦବୀ ପାଇଁ ନୋଟିଫିକେସନ ପ୍ରକାଶ ପାଇଛି । ଏଥିରେ କେବଳ ଯୋଗ୍ୟ ପ୍ରାର୍ଥୀମାନେ ଆବେଦନ କରିପାରିବେ । ଚୟନ କରାଯାଇଥିବା ପ୍ରାର୍ଥୀଙ୍କୁ ଦରମା ବ୍ୟତୀତ ଅନ୍ୟାନ୍ୟ ସୁବିଧା(incentives) ମଧ୍ୟ ମିଳିବ । ସେମାନଙ୍କୁ ଲେଭଲ ୧୦ରୁ ଲେଭଲ…

ଭୋଜପୁରୀ ଷ୍ଟାର ହେବେ ମୋଦୀଙ୍କ ଅସ୍ତ୍ର

ଆଗାମୀ ଲୋକସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥି ତାଲିକା ଘୋଷଣା କରିଛି ଭାରତୀୟ ଜନତା ପାର୍ଟି । ପ୍ରଥମ ପର୍ଯ୍ୟାୟରେ ୩୪ କେନ୍ଦ୍ରମନ୍ତ୍ରୀଙ୍କ ସହ ଯୁବବର୍ଗ ଏବଂ ମହିଳାଙ୍କ ସମେତ ସମାଜର ପ୍ରତ୍ୟେକ ବର୍ଗକୁ ପ୍ରତିନିଧିତ୍ୱ ମିଳିପାରିଛି । ବିଜେପି ଆଜି ୧୬ ରାଜ୍ୟ ଏବଂ ୨ଟି…

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ୧୦୧୯ କୋଟି ଟଙ୍କାର ପିସି

ସଙ୍ଗୀନ ଅଭିଯୋଗ ଆଣିଛି କଂଗ୍ରେସ ।  ପଂଚାୟତଠୁ ଆରମ୍ଭ କରି ଲୋକସେବା ଭବନ ପର୍ଯ୍ୟନ୍ତ ଚାଲିଛି ପିସି କାରବାର । କେବଳ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ୧୦୧୯କୋଟି ଟଙ୍କାର ପିସି କାରବାର ହୋଇଛି । ଆଉ ଏହି ପିସିରୁ ଆଦାୟ ହୋଇଥିବା ଟଙ୍କା ବିଜେଡିର ନିର୍ବାଚନୀ ଖର୍ଚ୍ଚରେ ବ୍ୟବହୃତ ହେଉଛି । …

କାଗଜରେ ଖାଦ୍ୟ ରଖି ଖାଉଛନ୍ତି କି? ହୋଇଯାଆନ୍ତୁ ସାବଧାନ

ଖବରକାଗଜରେ ଖାଦ୍ୟ ଗୁଡ଼ାଇ ଖାଉଛନ୍ତି କି ହୋଇ ଯାଆନ୍ତୁ ସାବଧାନ। ଏହା ଭୟାନକ ରୋଗକୁ ଡାକି ଆଣିପାରେ। ଏଥିସହ ସାଂଘାତିକ ପ୍ରମାଣିତ ହୋଇପାରେ। ଅଧିକାଂଶ ସମୟରେ ଦେଖାଯାଏ ବାହାର ଖାଦ୍ୟ ବିଶେଷ କରି ଛଣାଛଣି ଖାଦ୍ୟ କିଣିବା ସମୟରେ ଏହାକୁ ସାଧାରଣତଃ ଖବରକାଗଜରେ ପ୍ୟାକିଙ୍ଗ କରି ଦିଆଯାଏ।…

ଏହି ସବୁ ଆପ୍‌କୁ ପ୍ଲେ ଷ୍ଟୋରରୁ ହଟାଇଲା ଗୁଗଲ

ଭାରତର ୧୦ଟି କମ୍ପାନିର ଆପକୁ ଗୁଗଲ ପ୍ଲେ ଷ୍ଟୋରରୁ ହଟାଇ ଦେଇଛି। ଯେଉଁଥିରେ ଭରତ ମାଟ୍ରିମୋନି ଭଳି କେତେକ ଲୋକପ୍ରିୟ ମାଟ୍ରିମୋନି ଆପ ରହିଛି। ସେବା ଦେୟକୁ ନେଇ ବିବାଦ ଉପୁଜିବା ପରେ ଗୁଗଲ ଏହି ନିଷ୍ପତ୍ତି ନେଇଛି।ଦେଶର ଆଣ୍ଟିଟ୍ରଷ୍ଟ କର୍ତ୍ତୃପକ୍ଷ ୧୫ରୁ ୩୦ ପ୍ରତିଶତ ଚାର୍ଜ କରିବାର ପୂର୍ବ…

ଲୋକଙ୍କୁ ଉତ୍ତମ ଚିକିତ୍ସା ଓ ସେବା ଯୋଗାଇବା ସରକାରଙ୍କ ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ରାଜ୍ୟର ସ୍ୱାସ୍ଥ୍ୟ ଶିକ୍ଷା ଓ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଆଜି ଏକ ନୂଆ ଫର୍ଦ୍ଦ ଯୋଡ଼ି ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ସରକାରୀ ମେଡିକାଲ କଲେଜ ଗୁଡ଼ିକରେ ଟିଚିଂ ହସ୍ପିଟାଲର ଉଦ୍‌ଘାଟନ କରିବା ସହିତ ୪ଟି ମେଡିକାଲ କଲେଜର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ବିଶ୍ୱସ୍ତରୀୟ…

ଆଜିର ରାଶିଫଳ

ଅଦ୍ୟ ମାର୍ଚ୍ଚ ମାସ ୦୩ ତାରିଖ ୨୦୨୪ ମସିହା(ରବିବାର) ଶକାବ୍ଦ -୧୯୪୫ ସମ୍ବତ -୨୦୮୦ ଦିଲ୍ଲୀସ୍ୱରାଦ୍ଧ-୧୪୩୧ ସମ୍ବତ୍ସର-ପିଙ୍ଗଳ ଫାଲଗୁନମାସ- କୃଷ୍ଣପକ୍ଷ ତିଥି- ସପ୍ତମୀ ଦିବା ଘ୦୮/୪୩ ପର୍ଯ୍ୟନ୍ତ ତଦନ୍ତେ ଅଷ୍ଟମୀ ନକ୍ଷତ୍ର- ଅନୁରାଧା ଦିବା ଘ୦୪/୨୮ ପର୍ଯ୍ୟନ୍ତ ତଦନ୍ତେ ଜ୍ୟେଷ୍ଠା…

ଝଲକ ଦିଖଲା ଜା ୧୧

ଶେଷ ହୋଇଛି ଲୋକପ୍ରିୟ ଡ୍ୟାନ୍ସ ରିଆଲିଟି ଶୋ’ ‘ଝଲକ ଦିଖ୍‌ଲା ଯା’ର ୧୧ତମ ସିଜନ୍‌। ଶନିବାର ଏହାର ଫିନାଲେରେ ବିହାର ଝିଅ ମନିଷା ରାନୀଙ୍କୁ ବିଜେତା ଘୋଷିତ କରାଯାଇଛି। ଚ୍ୟନେଲ ତରଫରୁ ମନିଷା ଏବଂ ତାଙ୍କ କୋରିଓଗ୍ରାଫରଙ୍କୁ ୩୦ ଲକ୍ଷ ଟଙ୍କାର ଚେକ୍‌ ଦିଆଯାଇଛି। ସେଥିରୁ କୋରିଓଗ୍ରାଫର ୫ ଲକ୍ଷ…