ନବୀନ ନିବାସ ଘେରାଉ ଉଦ୍ୟମ ବେଳେ ପୁଲିସ-ଯୁବ କଂଗ୍ରେସ କର୍ମୀ ଧସ୍ତାଧସ୍ତି

ଭୁବନେଶ୍ବର: ନବୀନ ନିବାସ ଘେରାଉ ଉଦ୍ୟମ ବେଳେ ପୁଲିସ-ଯୁବ କଂଗ୍ରେସ କର୍ମୀ ଧସ୍ତାଧସ୍ତି ହୋଇଛି।୨୪ ବର୍ଷ ମଧ୍ୟରେ ରାଜ୍ୟରେ ଦୁର୍ନୀତି ଏବଂ ଭାଷ୍ଟାଚାର ବଢିଚାଲିଛି । ରାଜ୍ୟ ସରକାର ଯୁବକମାନଙ୍କୁ ପ୍ରତାରଣା କରି ଚାଲିଛନ୍ତି । ସେହିଭଳି ପ୍ରତିବର୍ଷ ୨ ଲକ୍ଷ ଚାକିରୀ ଦେବାକୁ ସରକାର…

ନାଲକୋ ଜାରି କଲା ବିଜ୍ଞପ୍ତି

ନାଲକୋ ପକ୍ଷରୁ ଆସିଛି ଏକ ବଢ଼ିଆ ନିଯୁକ୍ତି ସୁଯୋଗ । ଆସନ୍ତା ୪ ତାରିଖରୁ ଏଥିପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ ଓ ତାହା ଏପ୍ରିଲ ମାସ ୨ ତାରିଖରେ ସମାପ୍ତ ହେବ । ପ୍ରାର୍ଥୀମାନେ ନାଲକୋର ଅଫିସିଆଲ ୱେବସାଇଟକୁ ଯାଇ ଏ ବାବଦରେ ସବିଶେଷ ତଥ୍ୟ ପାଇ ପାରିବେ । ଏହି ନିଯୁକ୍ତି…

ସେଲଫିର ମାୟାଜାଲରେ ଜମା ପଡ଼ନ୍ତୁ ନାହିଁ

ଆଜିକାଲିର ଯୁବପୀଢ଼ିଙ୍କ ପାଇଁ ସେଲଫି ଏକ ଫେସନରେ ପରିଣତ ହୋଇଗଲାଣି । ସେଲଫି ନେବାର ମୌକା କେହି ଛାଡ଼ିବାକୁ ନାରାଜ । ପିକନିକ, ବିବାହ ପାର୍ଟି, ଉତ୍ସବମାନଙ୍କରେ ସତେ ଯେମିତି ସେଲଫି ପାଇଁ ଏକପ୍ରକାର ପ୍ରତିଯୋଗିତା ଆରମ୍ଭ ହୋଇଯାଇଥାଏ । ତେବେ ସେଲଫିର କୁପ୍ରଭାବ ଆପଣଙ୍କ ସ୍ୱାସ୍ଥ୍ୟ ଉପରେ…

ମହଙ୍ଗା ହେଲା LPG ସିଲିଣ୍ଡ

ମାର୍ଚ୍ଚର ପ୍ରଥମ ଦିନରେ ସାଧାରଣ ଲୋକଙ୍କୁ ଜୋରଦାର ଝଟକା ଲାଗିଛି । ତୈଳ କମ୍ପାନୀଗୁଡିକ ବ୍ୟବସାୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରିଛନ୍ତି। ଏହାପୂର୍ବରୁ ଜାନୁଆରୀ ଏବଂ ଫେବୃଆରୀରେ ମଧ୍ୟ ମୂଲ୍ୟ ବୃଦ୍ଧି ପାଇଥିଲା। କ୍ରମାଗତ ତୃତୀୟ ମାସ ପାଇଁ ବ୍ୟବସାୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ…

ଏଲିନାଙ୍କୁ ଦିଲୀପଙ୍କ ପ୍ରଶଂସା

ହକି ଇଣ୍ଡିଆର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ଏଲିନା ନର୍ମାନ ମଙ୍ଗଳବାର ଇସ୍ତଫା ପ୍ରଦାନ କରିବା ପରେ ସଭାପତି ଦିଲୀପ ତିର୍କୀ ମୁହଁ ଖୋଲିଛନ୍ତି। ଜଣେ ସିଇଓ ଭାବରେ ଏଲିନା ଉଲ୍ଲେଖନୀୟ କାମ କରିବା ସହ ଭାରତରେ ହକିର ବିକାଶ କରିଛନ୍ତି ବୋଲି ସେ କହିଛନ୍ତି। ତେବେ ହକି ଇଣ୍ଡିଆରେ…

ଗଣଶିକ୍ଷକଙ୍କ ଦରମା ବଢ଼ିଲା

ରାଜ୍ୟ ସରକାରଙ୍କର ବିଭିନ୍ନ ବିଭାଗରେ କାର୍ଯ୍ୟରତ କର୍ମଚାରୀଙ୍କର ଦରମା ବୃଦ୍ଧି ଘୋଷଣା କରାଯାଇଥିଲା । ତେବେ ଏହା ମଧ୍ୟରେ ରାଜ୍ୟ ସରକାର ପୁଣ ଏକ ବଡ଼ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ରାଜ୍ୟର ଗଣଶିକ୍ଷକଙ୍କ ଦରମା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି ଫଳରେ…

ଫାଷ୍ଟଟ୍ୟାଗ କେୱାଇସି ର ବଢିଲା ଡେଡଲାଇନ

ଫାଷ୍ଟଟ୍ୟାଗ କେୱାଇସିର ଶେଷ ତାରିଖ ପୁଣି ଥରେ ବଢାଯାଇଛି । ଫାଷ୍ଟଟ୍ୟାଗ କେୱାଇସି ଅପଡେଟ କରିବା ଲାଗି ଆଜି ଶେଷ ତାରିଖ ଥିଲା, ଯାହାକୁ ଜାତୀୟ ରାଜପଥ ପ୍ରାଧିକରଣ ବଢାଇଦେଇଛି । ବର୍ତ୍ତମାନ ମାର୍ଚ୍ଚର ମାସର ଶେଷ ତାରିଖ ପର୍ଯ୍ୟନ୍ତ ଫାଷ୍ଟଟ୍ୟାଗ କେୱାଇସି ଅପଡେଟ କରିପାରିବେ ।ପ୍ରାରମ୍ଭରୁ…

ସରିଲା ଯାତ୍ରା

ଆଉ ଶୁଭିବନି ଗରମାଗରମ ଓ ଲୁହବତୁରା ଲହରିଆ ସଂଳାପ। କିମ୍ବା ସେ ଶବ୍ଦରେ ଖଣ୍ଡଗିରି ପାହାଡ଼ଖୋଲ ଭିତରର ଐତିହାସିକ ଅନ୍ଧାରର ନିଦ ଭାଙ୍ଗିବନି ଆଉ ରାତିଅଧରେ। ଆଉ ଜମିବନି ହାଉଜାଉ ଭିଡ଼। କାଲିଠୁ ରାତିରେ ପୁଣି ଛାଇଯିବ ନିରବତା। ଆଖପାଖ ସାହି ଓ ଗାଁରୁ ନିଜ ଘରକୁ ବାହୁଡ଼ିଯିବେ କୁଣିଆ। ଖଣ୍ଡଗିରି…

ଆଜି ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ହେବେ ସାମିଲ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଗସ୍ତର ତୃତୀୟ ଦିନରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ସାମିଲ ହେବେ ରାଷ୍ଟ୍ରପତି। ଦିନ ୧୦ଟା ୧୫ରେ ବ୍ରହ୍ମପୁର ପହଞ୍ଚିବା ପରେ ସେଠାରୁ ଭଞ୍ଜବିହାର ଯାଇ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନରେ ଯୋଗଦେବେ। ଏ ଅବସରର ରାଷ୍ଟ୍ରପତି…

ଆଜିର ରାଶିଫଳ

ଅଦ୍ୟ ମାର୍ଚ୍ଚ ମାସ ୦୧ ତାରିଖ ୨୦୨୪ ମସିହା(ଶୁକ୍ରବାର) ଶକାବ୍ଦ -୧୯୪୫ ସମ୍ବତ -୨୦୮୦ ଦିଲ୍ଲୀସ୍ୱରାଦ୍ଧ-୧୪୩୧ ସମ୍ବତ୍ସର-ପିଙ୍ଗଳ ଫାଲଗୁନମାସ- କୃଷ୍ଣପକ୍ଷ ତିଥି- ପଞ୍ଚମୀ ପ୍ରା ଘ୦୬/୨୭ ପର୍ଯ୍ୟନ୍ତ ତଦନ୍ତେ ଷଷ୍ଠୀ ନକ୍ଷତ୍ର- ସ୍ୱାତି ଦିବା ଘ୦୧/୩୦ ପର୍ଯ୍ୟନ୍ତ ତଦନ୍ତେ ବିଶାଖା…