ଗାଜାରେ ଇସ୍ରାଏଲର ଗୁଳିବର୍ଷା

ଗାଜାର ଦକ୍ଷିଣ ପଶ୍ଚିମ ଅଂଚଳରେ ଆଜି ଭୟାନକ ସ୍ଥିତି ଉପୁଜିଛି। ରିଲିଫ୍‌ ସାମଗ୍ରୀ ପାଇଁ ସମବେତ ହୋଇଥିବା ଭିଡ଼ ଭିତରୁ କିଛି ଲୋକ ଇସ୍ରାଏଲ ସୈନିକଙ୍କ ଉପରେ ଆକ୍ରମଣ କରିବାରୁ ଇସ୍ରାଏଲ ଏହାର ଜବାବରେ ପ୍ରବଳ ଗୁଳିବର୍ଷା କରିଛି। ଏଥିରେ ୧୦୪ ଜଣ ପାଲେଷ୍ଟାଇନ ନାଗରିକଙ୍କ ମୃତ୍ୟୁ ଘଟିଛି ଏବଂ…

ସବୁଠି ପହଞ୍ଚିବ ପାଣିପାଗ ସୂଚନା, ଲାଗିବ ରାଡାର

ଓଡ଼ିଶାରେ ପାଣିପାଗ ପୂର୍ବାନୁମାନକୁ ଆହୁରି ଅଧିକ ସୁଦୃଢ଼ କରାଯିବ। ପ୍ରତି ମୁହୂର୍ତ୍ତରେ କିଭଳି ଠିକ୍‌ ତଥ୍ୟ ସବୁ ଘରେ ପହଞ୍ଚିପାରିବ ସେଦିଗରେ କାର୍ଯ୍ୟକ୍ରମ ହାତକୁ ନିଆଯାଉଛି। ଆଗୁଆ ପୂର୍ବାନୁମାନ ସହ ତାହାର ପ୍ରଭାବ କ’ଣ ହୋଇପାରେ ସେଦିଗରେ କାର୍ଯ୍ୟ ଚାଲିଛି। ବାତ୍ୟା, ଅତିପ୍ରବଳ ବର୍ଷା,…

 ୩ ଯାଏଁ ବଢ଼ିବ ତାତି

ରାଜ୍ୟରେ ପୁଣି ପାରଦ ଉପର ମୁହାଁ ହେବ। ପ୍ରଥମେ ଉପକୂଳ ଓଡ଼ିଶା, ପରେ ଅନ୍ୟସ୍ଥାନମାନଙ୍କର ତାପମାତ୍ରା ବଢ଼ିବ। ଅନ୍ୟପଟେ ମଝିରେ ଅର୍ଥାତ ମାର୍ଚ୍ଚ ୪ ଓ ୫ ରେ କିଛି ସ୍ଥାନରେ ବର୍ଷା ଓ ମେଘୁଆ ପାଗ ଯୋଗୁଁ ତାପମାତ୍ରା ସାମାନ୍ୟ ହ୍ରାସ ପାଇପାରେ ବୋଲି ପାଣିପାଗ ବିଜ୍ଞାନୀମାନେ ଆକଳନ କରିଛନ୍ତି।…

ଭାରତର ଜିଡିପି ୮.୪ ପ୍ରତିଶତ ବୃଦ୍ଧି ପାଇଛି

ଚଳିତ ଆର୍ଥିକ ବର୍ଷର ତୃତୀୟ ତ୍ରୈମାସରେ ଭାରତର ମୋଟ ଘରୋଇ ଉତ୍ପାଦ(ଜିଡିପି) ୮.୪ ପ୍ରତିଶତ ବୃଦ୍ଧି ପାଇଛି ଯାହା ଏକ ବର୍ଷ ପୂର୍ବେ ୪.୩ ପ୍ରତିଶତ ଥିଲା । ଗୁରୁବାର ପରିସଂଖ୍ୟାନ ଏବଂ କାର୍ୟ୍ୟକ୍ରମ କାର୍ୟ୍ୟକାରୀ ମନ୍ତ୍ରଣାଳୟ ଦ୍ୱାରା ଏହି ସୂଚନା ପ୍ରଦାନ କରାଯାଇଛି। ରିପୋର୍ଟ ଅନୁଯାୟୀ…

ନିର୍ବାଚନ ପୂର୍ବରୁ ରାଷ୍ଟ୍ରପତିଙ୍କ ସ୍ବାସ୍ଥ୍ୟ ପରୀକ୍ଷା

ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଛି। ବାଇଡେନଙ୍କ ଡାକ୍ତର କେଭିନ ଓ’କନୋର କହିଛନ୍ତି, ସେ ଡ୍ୟୁଟି ପାଇଁ ଫିଟ୍‌ ଅଛନ୍ତି। ହ୍ବାଇଟ୍‌ ହାଉସ ବାଇଡେନଙ୍କ ସ୍ବାସ୍ଥ୍ୟ ସମ୍ବନ୍ଧରେ ସୂଚନା ଶେୟାର କରିଛି। ସେ ତାଙ୍କ କାର୍ଯ୍ୟ ପାଇଁ ସମ୍ପୂର୍ଣ୍ଣ ଫିଟ୍‌ ଏବଂ…

ରାମ ରହିମଙ୍କୁ ବାରମ୍ବାର ପାରୋଲ ପ୍ରଦାନ ମାମଲାରେ ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟଙ୍କ କଠୋରତା ପ୍ରଦର୍ଶନ

ଡେରା ସଚ୍ଚା ସୌଦା ମୁଖ୍ୟ ରାମ ରହିମଙ୍କୁ ବାରମ୍ବାର ପାରୋଲ ପ୍ରଦାନ ମାମଲାରେ ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟ କଠୋରତା ପ୍ରଦର୍ଶନ କରିଛନ୍ତି। ଭବିଷ୍ୟତରେ କୋର୍ଟଙ୍କ ଅନୁମତି ବିନା ରାମ ରହିମଙ୍କୁ ପାରୋଲ ଦିଆଯିବା ଉଚିତ ନୁହେଁ ବୋଲି କୋର୍ଟ କହିଛନ୍ତି। ସୂଚନାଯୋଗ୍ୟ, ରାମ ରହିମଙ୍କ ପାରୋଲ…

ବିଜେପି ଲୋକସଭା ନିର୍ବାଚନ ପାଇଁ ନିଜର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କରିପାରେ

ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ ଦିଲ୍ଲୀସ୍ଥିତ ଦଳୀୟ କାର୍ଯ୍ୟାଳୟରେ ଅନୁଷ୍ଠିତ ହେଉଛି। ଏହି ବୈଠକରେ ଦଳର ସଭାପତି ଜେପି ନଡ୍ଡା ଅଧ୍ୟକ୍ଷତା କରୁଛନ୍ତି। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ପ୍ରମୁଖ…

ବଢ଼ିଲା ଅଙ୍ଗନବାଡି କର୍ମୀଙ୍କ ପାରିଶ୍ରମିକ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଅଙ୍ଗନବାଡି କର୍ମୀ ମାନଙ୍କର ମାସିକ ପାରିଶ୍ରମିକ ବୃଦ୍ଧି ଘୋଷଣା କରିଛନ୍ତି। ଏହା ସହିତ ଅଙ୍ଗନବାଡି କର୍ମିଙ୍କର ସେବା ବିରତି ପ୍ରୋତ୍ସାହନ ରାଶିରେ ବୃଦ୍ଧି ସହିତ ସାମାଜିକ ସୁରକ୍ଷା ଭାବରେ ସେମାନଙ୍କୁ ଅନୁକମ୍ପା ସହାୟତା ମିଳବ ବୋଲି…

୫ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ମାର୍ଚ୍ଚ ୫ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ରାଜ୍ୟର କିଛି କାର୍ଯ୍ୟକ୍ରମରେ ସାମିଲ ହେବେ । ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ନେଇ ବିଜେପି ସହ-ପ୍ରଭାରୀ ଲତା ଉସେଣ୍ଡି ସୂଚନା ଦେଇଛନ୍ତି । ଚଣ୍ଡିଖୋଲ ଠାରେ ପ୍ରଧାନମନ୍ତ୍ରୀଙ୍କର…

ସେନ୍‌ସେକ୍ସରେ ୭୯୦ ପଏଣ୍ଟ ହ୍ରାସ

ବମ୍ବେ ଷ୍ଟକ ବଜାର କାରବାର ଲାଗି ବୁଧବାର ଖରାପ ଦିନ ସାବ୍ୟସ୍ତ ହୋଇଛି। ନିବେଶକମାନେ ସେୟାର ବିକ୍ରି କରିବା କାରଣରୁ ‌ଏହାର ସୂଚୀ ସେନ୍‌ସେକ୍ସରେ ବଡ଼ ଧରଣର ହ୍ରାସ ଘଟିଛି। ଏହି ଝଡ଼ରେ ଗୋଟିଏ ଦିନରେ ୬ ଲକ୍ଷ କୋଟି ଟଙ୍କା ଉଡ଼ିଯାଇଛି। ବମ୍ବେ ଷ୍ଟକ ବଜାରରେ ତାଲିକାଭୁକ୍ତ କମ୍ପାନିଗୁଡ଼ିକର…