ତୁଳସୀପତ୍ରକୁ ମହୁ ସହ ସେବନ କରନ୍ତୁ
ହିନ୍ଦୁ ଧର୍ମରେ ତୁଳସୀ ବୃକ୍ଷଙ୍କ ଖୁବ୍ ମହତ୍ତ୍ୱ ରହିଛି। ଏହି ବୃକ୍ଷ ପୂଜନୀୟ ହେବା ସହ ସ୍ୱାସ୍ଥ୍ୟ ପାଇଁ ଅତ୍ୟନ୍ତ ଲାଭଦାୟକ। ଆୟୁର୍ବେଦରେ ଜଡି-ବୁଟୀ ଭାବେ ଏହାର ବ୍ୟବହାର କରାଯାଏ। ତୁଳସୀ ପତ୍ରରେ ୧୦୦ରୁ ଅଧିକ ରୋଗକୁ ନଷ୍ଟ କରିବାର କ୍ଷମତା ରହିଛି। ଏହା ଅନେକ ଔଷଧୀୟ ଗୁଣରେ ଭରପୁର।…