ଚାକିରୀ ଦେବେ ଦେଢ ଲକ୍ଷ

ଭୁବନେଶ୍ୱର ମହାତ୍ମାଗାନ୍ଧୀ ମାର୍ଗରେ ସ୍ୱାଧିନତା ଦିବସ ପାଳନ କରିଛନ୍ତି ମୋହନ ସରକାର। ମୁଖ୍ୟମନ୍ତ୍ର ଭାବେ ପ୍ରଥମ ଥର ପତାକା ଉତ୍ତୋଳନ କରିଛନ୍ତି ମୋହନ ମାଝୀ। ରାଜ୍ୟବାସୀଙ୍କୁ ସମ୍ୱୋଧନ କରି କହିଛନ୍ତି, ଓଡିଆ ଜାତି ବେଶ ସ୍ୱାଭିମାନୀ। ସେମାନେ ଚଣ୍ଡାଶୋକକୁ ଧର୍ମାଶୋକରେ ପରିଣତ କରିଥିଲେ।…

ଋତୁସ୍ରାବ ହେଲେ ଏଣିକି ମହିଳାଙ୍କୁ ଦିନେ ଛୁଟି ମିଳିବ

ମହିଳାଙ୍କ ପାଇଁ ଆଶ୍ୱସ୍ତିକର ଖବର। ପିରିୟଡ ପାଇଁ ଗୋଟିଏ ଦିନ ଛୁଟି ପାଇବେ ମହିଳା। ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରଥମ ୧୦୦ ଦିନିଆ କାର୍ଯ୍ୟ ଭିତରେ ଏପରି ଏକ ବଡ଼ ନିଷ୍ପତି ନିଆଯାଇଛି। ଏନେଇ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା। ଋତୁସ୍ରାବ ସମୟରେ ଛୁଟି ଦେବା ପାଇଁ…

ଜମ୍ମୁ କାଶ୍ମୀରରେ ଆତଙ୍କବାଦୀ ହମଲା

ଜମ୍ମୁ କାଶ୍ମୀରରେ ସର୍ଚ୍ଚ ଅପରେସନ ବେଳେ ବଡ଼ ଅଘଟଣ । ୪୮ ରାଷ୍ଟ୍ରୀୟ ରାଇଫଲର ଜଣେ କ୍ୟାପଟେନ ସହିଦ୍ ହୋଇଥିବା ସୂଚନା ମିଳିଛି । ସେନା ପକ୍ଷରୁ ସର୍ଚ୍ଚ ଅପରେସନ ଚାଲିଥିବା ବେଳେ ଏହି ଅଘଟଣ ଘଟିଛି । ସୂଚନା ଅନୁସାରେ ଜମ୍ମୁ କାଶ୍ମୀରର ଡୋଡା ଜିଲ୍ଲାର ଅସାର ଅଞ୍ଚଳର ଘଞ୍ଚ ଜଙ୍ଗଲ ଭିତରେ ଏକ…

ଦୁଇ ରାଫେଲ ବିମାନ ମୁହାଁମୁହିଁ

ଦିନ ସାଢ଼େ ୧୨ଟାରେ ଉତ୍ତର ପୂର୍ବ ଫ୍ରାନ୍ସର ଆକାଶରେ ରାଫେଲ ଯୁଦ୍ଧ ବିମାନ ମୁହାଁମୁହିଁ ଧକ୍କା ହୋଇଥିଲା। ଧକ୍କା ହେବା ପରେ ଉଭୟ ବିମାନ ତଳେ ପଡ଼ିଯାଇଥିଲା। ବିମାନଟି ଜର୍ମାନୀରେ ଇନ୍ଧନ ଭର୍ତ୍ତି କରି ଫେରୁଥିବା ବେଳେ ଏହି ଅଘଟଣ ଘଟିଛି।  ଗୋଟିଏ ବିମାନରେ ୨ ଜଣ ପାଇଲଟ୍ ଥିବା ବେଳେ…

ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ମୋହନ ମାଝି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଭୁବନେଶ୍ୱରର ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କରିଛନ୍ତି। ପତାକା ଉତ୍ତୋଳନ ପରେ ସେ ଗାନ୍ଧୀମାର୍ଗରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି।…

ଇସ୍ତଫା ଦେବେ ଜାପାନ ପ୍ରଧାନମନ୍ତ୍ରୀ

ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା ଆସନ୍ତା ମାସରେ ନିଜ ପଦରୁ ଇସ୍ତଫା ଦେବେ ବୋଲି ବୁଧବାର ଘୋଷଣା କରିଛନ୍ତି। ଏକ ଖବରଦାତା ସମ୍ମିଳନୀରେ କିଶିଦା କହିଛନ୍ତି, ସେ ଶାସକ ଲିବରାଲ ଡେମୋକ୍ରାଟିକ୍‌ ପାର୍ଟି (ଏଲ୍‌ଡିପି) ନେତା ପଦ ପାଇଁ ଆଉ ନିର୍ବାଚନ ଲଢ଼ିବେ ନାହିଁ। କାରଣ ଜନସାଧାରଣଙ୍କ…

ଆଜି ସାରା ଦେଶ ପାଳୁଛି ୭୮ତମ ସ୍ବାଧୀନତା ଦିବସ

ଆଜି ଦେଶ ପାଳୁଛି ୭୮ତମ ସ୍ବାଧୀନତା ଦିବସ । ତ୍ରିରଙ୍ଗା ରଙ୍ଗରେ ରଙ୍ଗୀନ ଗାଁଠୁ ସହର । ସବୁଆଡ ରଙ୍ଗୀନ ଆଲୋକମାଳାରେ ସଜା ହୋଇଛି । ସବୁଆଡ଼େ ଫର ଫର ହୋଇ ଉଡୁଛି ତ୍ରିରଙ୍ଗା । ତେବେ ଆଉ କିଛି ସମୟପରେ ପ୍ରଧାନମନ୍ତ୍ରୀ ଲାଲକିଲ୍ଲାରେ ଉଡ଼ାଇବେ ଜାତୀୟ ପତାକା । ଦେଶବାସୀଙ୍କୁ କରିବେ ସମ୍ବୋଧନ ।…

ରାଜ୍ୟରେ ପ୍ରବଳ ବର୍ଷା

ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କିଛି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ସାମାନ୍ୟ ବର୍ଷାର ସମ୍ଭାବନା ରହିଛି ।୧୮ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ଭଦ୍ରକ, ବାଲେଶ୍ବର, ମୟୂରଭଂଜ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ,…

ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ରାଷ୍ଟ୍ର ଉଦ୍ଦେଶ୍ୟରେ ଅଭିଭାଷଣ

ମୋର ପ୍ରିୟ ଦେଶବାସୀଗଣ, ମୁଁ ଆପଣମାନଙ୍କୁ ସ୍ୱାଧୀନତା ଦିବସର ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି। ୭୮ତମ ସ୍ୱାଧୀନତା ଦିବସ ପାଳନ ପାଇଁ ଦେଶ ପ୍ରସ୍ତୁତ ହେଉଥିବା ଦେଖି ମୁଁ ଆନନ୍ଦିତ। ଏହି ଅବସରରେ ଲାଲକିଲ୍ଲା ହେଉ, ରାଜ୍ୟର ରାଜଧାନୀରେ ହେଉ କିମ୍ୱା ସ୍ଥାନୀୟ ଅଞ୍ଚଳରେ ତ୍ରିରଙ୍ଗା…

ଅହମ୍ମଦାବାଦରେ ତ୍ରିରଙ୍ଗା ଯାତ୍ରାର ଶୁଭାରମ୍ଭ କଲେ ଅମିତ ଶାହ

ଅହମ୍ମଦାବାଦ: କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଅହମ୍ମଦାବାଦ ମ୍ୟୁନିସିପାଲିଟି କର୍ପୋରେସନ୍ (ଏଏମସି) ପକ୍ଷରୁ ଅହମ୍ମଦାବାଦ ଠାରେ ଆୟୋଜିତ 'ତ୍ରିରଙ୍ଗା ଯାତ୍ରା' ର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ଗୁଜରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ପଟେଲଙ୍କ ସମେତ ବହୁ…