୭୮ତମ ସ୍ୱାଧୀନତା ଦିବସ ଉତ୍ସବର ନେତୃତ୍ୱ ନେବେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୧୫, ୨୦୨୪ରେ ଦିଲ୍ଲୀର ଐତିହାସିକ ଲାଲକିଲ୍ଲାରୁ ୭୮ତମ ସ୍ୱାଧୀନତା ଦିବସ ପାଳନ କରିବାରେ ଦେଶବାସୀଙ୍କ ନେତୃତ୍ୱ ନେବେ । ସେ ଜାତୀୟ ପତାକା ଉତ୍ତୋଳନ କରିବା ସହ ଏହି ସ୍ମାରକୀର ପ୍ରାଚୀରରୁ ଦେଶବାସୀଙ୍କ ଉଦ୍ଦେଶ୍ୟରେ ପାରମ୍ପରିକ ଅଭିଭାଷଣ ଦେବେ।…

୨୨ରେ କଂଗ୍ରେସର ଦେଶବ୍ୟାପୀ ବିକ୍ଷୋଭ

ଭାରତୀୟ ପ୍ରତିଭୂତି ବିନିମୟ ବୋର୍ଡ (ସେବି) ଅଧ୍ୟକ୍ଷ ମାଧବୀ ପୁରୀ ବୁଚ୍‌ଙ୍କ ନାମରେ ହିଣ୍ଡେନବର୍ଗ ରିସର୍ଚ୍ଚ ରିପୋର୍ଟରେ ଆସିଥିବା ଅଭିଯୋଗର ଯୁଗ୍ମ ସଂସଦୀୟ କମିଟି (ଜେପିସି) ତଦନ୍ତ ଦାବିରେ କଂଗ୍ରେସ ଆସନ୍ତା ୨୨ ତାରିଖରେ ଦେଶବ୍ୟାପୀ ବିକ୍ଷୋଭ କରିବ। କଂଗ୍ରେସ କର୍ମୀମୀନେ ଇଡି…

୨୧ ତାରିଖରେ ଭାରତ ବନ୍ଦ ଡାକରା

ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ବିରୋଧରେ ଆସନ୍ତା ଅଗଷ୍ଟ ୨୧ ତାରିଖରେ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାକୁ ସଫଳ କରିବା ଲାଗି ଅନୁସୂଚିତ ଓ ଜନଜାତି ବର୍ଗ ପକ୍ଷରୁ ଆହ୍ବାନ କରାଯାଇଛି। ଉତ୍ତରପ୍ରଦେଶର ଦାଉଦନଗର ଜଳସେଚନ ବିଭାଗ ଡାକବଙ୍ଗଳାର ଅନୁସୂଚିତ ଜାତି ସମାଜର ବରିଷ୍ଠ…

ସାହାସିକତା ପାଇଁ ପୁରସ୍କାର

ସ୍ଵାଧୀନତା ଦିବସ ଅବସରରେ ଦେଶର ୧୦୩୭ ଜଣଙ୍କୁ ମିଳିବ ପୁଲିସ ପଦକ ଏବଂ ସାହସିକତା ପୁରସ୍କାର। କାର୍ଯ୍ୟକ୍ଷେତ୍ରରେ ଉତ୍ସର୍ଗୀକୃତ ସେବା ପ୍ରଦର୍ଶନ ଲାଗି ପୁଲିସ ବିଭାଗ, ଅଗ୍ନିଶମ ବିଭାଗ ଏବଂ ହୋମଗାର୍ଡ ବିଭାଗର ଅଧିକାରୀ ଓ କର୍ମଚାରୀମାନଙ୍କୁ ଏହି ପଦକ ପ୍ରଦାନ କରାଯିବ। ସେମାନଙ୍କ ମଦ୍ୟରୁ…

ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠାରୁ ୨୧ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ ହୋଇପାରିବ । ୨୨ ତାରିଖରେ ପ୍ରାର୍ଥିପତ୍ର ଯାଂଚ ଓ ୨୭ ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାର ପାଇଁ ଦିନ ଧାର୍ଯ୍ୟ ହୋଇଛି । ଆବଶ୍ୟକ ପଡିଲେ ସେପ୍ଟେମ୍ବର ୩ ତାରିଖରେ ଭୋଟଗ୍ରହଣ…

ଇଣ୍ଡିଆନ୍ ବ୍ୟାଙ୍କରେ ନିଯୁକ୍ତି ସୁଯୋଗ

ଇଣ୍ଡିଆନ୍ ବ୍ୟାଙ୍କ ପକ୍ଷରୁ ୩୦୦ ପଦ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଲୋକାଲ ବ୍ୟାଙ୍କ ଅଫିସର ପଦରେ ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯିବ । ଏନେଇ ଅଗଷ୍ଟ ୧୩ରୁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ସେପ୍ଟେମ୍ବର ୨ରେ ତାହା ସମାପ୍ତ ହେବ । ଚଳିତ ବର୍ଷ ଜୁଲାଇ ମାସ ପହିଲା…

ହିନ୍ଦୁସ୍ତାନ ଜିଙ୍କକୁ ମଞ୍ଜୁରୀ ଦେଲା ବେଦାନ୍ତ

ହିନ୍ଦୁସ୍ତାନ ଜିଙ୍କରେ ଥିବା ୧୧ କୋଟି ଅଂଶଧନ ବିକ୍ରୟ ପ୍ରସ୍ତାବକୁ ମଂଜୁରୀ ଦେଇଛି । ତେବେ ବେଦାନ୍ତ ଲିମିଟେଡ୍ କମ୍ପାନୀ ହିନ୍ଦୁସ୍ତାନ ଜିଙ୍କରେ ଅଂଶଧନ ବିକ୍ରୟ ପାଇଁ OFS ତାରିଖ ଏବଂ ଏହାର ବେସ୍ ପ୍ରାଇସ୍ ବିଷୟରେ କୌଣସି ସୂଚନା ପ୍ରଦାନ କରିନାହିଁ ।ବେଦାନ୍ତ ଲିମିଟେଡ୍ ଶେୟାର ମାର୍କେଟ…

କାହିଁକି ପୂଜା ଘରେ ରଖାଯାଏ ଜଳର ପାତ୍ର ?

ବାସ୍ତୁଶାସ୍ତ୍ର ଅନୁଯାୟୀ ପୂଜା ଘର ପାଇଁ ଉତ୍ତର ପୂର୍ବ ଦିଗ ଉପଯୁକ୍ତ ଅଟେ । ସାଧାରଣତଃ ପୂଜା ସାମଗ୍ରୀ ବ୍ୟତୀତ ଶଙ୍ଖ, ଗରୁଡ଼ ଘଣ୍ଟି, କଉଡ଼ି, ଗଙ୍ଗାଜଳ, ଚନ୍ଦନ, ଜଳର ପାତ୍ର ଇତ୍ୟାଦି ପୂଜା ଘରେ ରଖାଯାଇଥାଏ । ତେବେ ପୂଜା ଘରେ ଜଳର ପାତ୍ର ରଖିବା ପଛରେ ମଧ୍ୟ ଏକ କାରଣ ରହିଛି…

ଘୁଞ୍ଚିବନି ଓଟିଇଟି ପରୀକ୍ଷା

ଅଗଷ୍ଟ ୧୭ରେ ହେବ ଓଟିଇଟି ପରୀକ୍ଷା। ଏନେଇ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ ପକ୍ଷରୁ ସ୍ପଷ୍ଟ କରାଯାଇଛି । ଓଟିଇଟିକୁ ଘୁଞ୍ଚାଇବାକୁ ଦାବି କରାଯାଇଥିବା ବେଳେ ସେ ବାବଦରେ ବୋର୍ଡ କର୍ତ୍ତୃପକ୍ଷ କୌଣସି ନିଷ୍ପତ୍ତି ନେଇନାହାନ୍ତି । ଏହାଫଳରେ ଗୋଟିଏ ଦିନରେ ଦୁଇଟି ପରୀକ୍ଷା କେମିତି…

ସିଜ୍‌ ହେଲା ଭୁଲଭୁଲେୟାଙ୍କ ଘର

କମେଡି ବାଦଶାହ ରାଜପାଲଙ୍କ ଘରେ ହୋଇଛି ଚଢାଉ। ତାଙ୍କର କୋଟିକୋଟି ସମ୍ପତ୍ତି ଜବତ କରାଯାଇଛି। ତାଙ୍କର ସମସ୍ତ ସମ୍ପତ୍ତି ଜବତ କରିବା ସହ ବ୍ୟାଙ୍କ ଆକାଉଣ୍ଟକୁ ମଧ୍ୟ ଫ୍ରିଜ୍‌ କରାଯାଇଛି। କମେଡିଆନ ରାଜପାଲ ୟାଦବ ୨୦୧୨ରେ ଅତା ପତା ଲାପତା ଫିଲ୍ମକୁ ନିର୍ଦ୍ଦେଶନା ଦେଇଥିଲେ। ଫିଲ୍ମ ତିଆରି ପାଇଁ…