ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା : ଆଜି ସାରା ଦେଶରେ ଓପିଡି ସେବା ବନ୍ଦ ପାଇଁ ଚେତାବନୀ

କୋଲକାତା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଦେଶସାରା ଡାକ୍ତରଙ୍କ ପ୍ରତିବାଦ। ଘରୋଇ, ଆବାସିକ ହସ୍ପିଟାଲର ଶହଶହ ଡାକ୍ତର କାମ ଛାଡି ଧାରଣାରେ ବସିଛନ୍ତି । ଗତ ସପ୍ତାହରେ ମହିଳା ଜୁନିୟର ଡାକ୍ତରଙ୍କୁ ଗଣଦୁଷ୍କର୍ମ କରି ବୀଭତ୍ସ ହତ୍ୟା କରାଯାଇଥିବା ଘଟଣାକୁ ବିରୋଧ କରାଯାଉଛି । ସୋମବାର…

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ଦିଲ୍ଲୀରେ ବସିବ ଜାତୀୟ ରାଜପଥ ନିର୍ମାଣ ସମୀକ୍ଷା ବୈଠକ। ପୂର୍ବାହ୍ନରେ ଏହି ବୈଠକ ବସିବାର ଅଛି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେବେ। ରାଜ୍ୟରେ କୋଷ୍ଟାଲ ହାଇୱେ ଏବଂ ରୋଡ ନେଟୱର୍କ ଲାଗି କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ। ଏଥିପାଇଁ…

ରାଜ୍ୟରେ ୧୭ ଯାଏଁ ପ୍ରବଳ ବର୍ଷା

ଝାଡ଼ଖଣ୍ଡ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କିଛି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ସାମାନ୍ୟ ବର୍ଷାର ସମ୍ଭାବନା ରହିଛି ।ସେହି ସବୁ ଜିଲ୍ଲା ଗୁଡ଼ିକ ହେଲା - ବାଲେଶ୍ଵର, ଭଦ୍ରକ, ଯାଜପୁର,କେନ୍ଦ୍ରାପଡ଼ା,କଟକ, ଜଗତସିଂହପୁର,…

ବଢିବନି କି କମିବନି  ଇଏମଆଇ

ରିଜର୍ଭ ବ୍ୟାଙ୍କ ଲଗାତାର ନବମ ଥର ପାଇଁ ରେପୋ ରେଟକୁ ଅପରିବର୍ତ୍ତିତ ରଖିଛନ୍ତି । ରେପୋ ରେଟକୁ ୬.୫ ପ୍ରତିଶତ ରଖିଛନ୍ତି ରିଜର୍ଭ ବ୍ୟାଙ୍କ । ଏନେଇ ଆରବିଆଇ ଗର୍ଭଣ୍ଣର ଶକ୍ତିକାନ୍ତ ଦାସ ସୂଚନା ଦେଇଛନ୍ତି । ଏମପିସିର ୬ରୁ ୪ ଜଣ ସଦସ୍ୟ ରେପୋ ରେଟ୍ ସ୍ଥିର ରଖିବାକୁ ନିଷ୍ପତ୍ତି ନେଇଥିଲେ । ଗତ…

କେବେ ହେବ ରତ୍ନଭଣ୍ଡାର ମରାମତି ? 

ରତ୍ନଭଣ୍ଡାର ଖୋଲାଯାଇ ଦୁଇଟି ପର୍ଯ୍ୟାୟରେ ଅଳଙ୍କାର ସ୍ଥାନାନ୍ତରଣକୁ କିଛିଦିନ ପରେ ମାସେ ପୂରିଯିବ ।ଆଗେଇ ପାରିନି ଭଣ୍ଡାର ଗୃହ ମରାମତି କି ଅଳଙ୍କାର ଗଣତି ପ୍ରକ୍ରିୟା । କାରଣ ଏଥିରେ ବାଧକ ସାଜିଛି, ଗୁପ୍ତ କୋଠରୀ ଓ ସୁଡ଼ଙ୍ଗ ଥିବା ଚର୍ଚ୍ଚା । ଯଦିଓ ଏହା ଜାଣିବାକୁ ଭିତର ଭଣ୍ଡାର ଲେଜର…

ହେଲିକପ୍ଟର କ୍ରାସ

ଅଷ୍ଟ୍ରେଲିଆର କେନର୍‌ସ ସହରର ଏକ ହୋଟେଲ ଛାତରେ ଏକ ହେଲିକପ୍ଟର ଖସିପଡିଛି। ଏହାନରେ ତୁରନ୍ତ ଜରୁରୀକାଳୀନ ଦଳକୁ ଡକାଯାଇଥିଲା। ପୋଲିସ ତୁରନ୍ତ ପୁରା ହୋଟେଲରେ ଥିବା ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିଲା। ପ୍ରାୟ ୪୦୦ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ଅଷ୍ଟ୍ରେଲୀୟ ଗଣମାଧ୍ୟମ ଅନୁଯାୟୀ ପାଇଲଟ…

ଆଜି ମେଧା ତାଲିକା ବାହାରିବ

ଆଜି ପ୍ରକାଶ ପାଇବ ବିଇଡି, ବିଏଚ୍‌ଇଡି ଏବଂ ଏମ୍‌ଇଡି ନାମଲେଖା ପାଇଁ ମେଧା ତାଲିକା I ସୋମବାର ଅପରାହ୍‌ଣ ୨ଟାରେ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ମେଧା ତାଲିକାରେ ନାମଲେଖା ପାଇଁ ଚୟନ ହୋଇଥିବା ଛାତ୍ରଛାତ୍ରୀମାନେ ସାମସ ୱେବସାଇଟ ମାଧ୍ୟମରେ ୧୨ରୁ ୧୬ତାରିଖ ଭିତରେ ଅନଲାଇନ ଫି’…

ହିଣ୍ଡେନ୍‌ବର୍ଗ ଉପରେ ବର୍ଷିଲେ ମାଧବୀ

ଆମେରିକାର ସର୍ଟ-ସେଲିଂ ସଂସ୍ଥା ହିଣ୍ଡେନ୍‌ବର୍ଗ ଉପରେ ବର୍ଷିଛନ୍ତି ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି) ମୁଖ୍ୟ ମାଧବୀ ପୁରୀ ବୁଚ୍‌। ରିପୋର୍ଟ ଜାରି ହେବାର ୧୫ ଘଣ୍ଟା ପରେ ସେ ନିଜ ସ୍ବାମୀ ଧବଲ୍ ବୁଚ୍‌ଙ୍କ ସହ ମିଳିତ ଭାବେ ଦୁଇ ପୃଷ୍ଠାର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।…

ପ୍ରତ୍ୟେକ ଦିନ ଲିପଷ୍ଟିକ୍ ବ୍ୟବହାର କରୁଛନ୍ତି କି ? 

ପ୍ରତ୍ୟେକ ମହିଳା ସୁନ୍ଦର ଦେଖା ଯିବା ପାଇଁ ନିଜକୁ ସଜାଇ ଥାଆନ୍ତି, ଏଥିପାଇଁ ବିଭିନ୍ନ ପ୍ରକାର ରାସାୟନିକ ସାମଗ୍ରୀ ର ପ୍ରତ୍ୟେକ ଦିନ ବ୍ୟବହାର କରିଥାନ୍ତି । ଏଥିମଧ୍ୟରୁ ସେହିସବୁ ମଧ୍ୟରୁ ଲିପଷ୍ଟିକ ସମସ୍ତଙ୍କର ପ୍ରିୟ ହୋଇଥାଏ । କିନ୍ତୁ ଆପଣମାନେ ଜାଣିଛନ୍ତି କି ଏହି ଲିପଷ୍ଟିକ ଦ୍ୱାରା…

କନଷ୍ଟେବଳ ପଦ ପାଇଁ ବମ୍ପର ନିଯୁକ୍ତିି

ଇଣ୍ଡୋ ତିବ୍ଦତୀୟ ସୀମା ପୋଲିସ୍ ଫୋର୍ସ (ଆଇଟିବିପି) ରେ କନଷ୍ଟେବଲ୍ ପାଇନଅର୍ ପଦ ପାଇଁ ନିଯୁକ୍ତି ରହିଛି । ପୋଲିସ ବିଭାଗରେ ସରକାରୀ ଚାକିରି (ସେଣ୍ଟ୍ରାଲ୍ ପୋଲିସ୍ ଚାକିରି) ଖୋଜୁଥିବା ଯୁବକମାନଙ୍କ ପାଇଁ ଏହା ଏକ ଉତ୍ତମ ସୁଯୋଗ ।ଏହି ପଦବୀ ମାଧ୍ୟମରେ ମୋଟ ୨୦୨ ଟି ଖାଲି ପଦବୀ ନିଯୁକ୍ତ…