ବୀରମହାରାଜାପୁରକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ଭାବେ ଘୋଷଣା
ରାଜ୍ୟ ସରକାର ରବିବାର ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜାପୁରକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍ଏସି) ଭାବେ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶନିବାର ୫ଟି ନୂଆ ମ୍ୟୁନିସିପାଲିଟି ସହିତ ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ…