ରାଜ୍ୟ ସଭାକୁ କିଏ ଯିବେ?
ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ଓଡ଼ିଶା ସମେତ ୯ଟି ରାଜ୍ୟରେ ରାଜ୍ୟ ସଭା ଉପନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ସଭା ଏମ୍ପି ପଦରୁ ମମତା ମହାନ୍ତ ଇସ୍ତଫା ଦେବା ପରେ ତାଙ୍କ ସ୍ଥାନରେ ରାଜ୍ୟ ସଭାକୁ କିଏ ଯିବେ ସେନେଇ ଜୋର୍ଦାର ଚର୍ଚ୍ଚା ଚାଲିଛି।…