ବିହାରରେ ଅଗଷ୍ଟ ୧୨ରୁ ରାଜ୍ୟବ୍ୟାପୀ ଆନ୍ଦୋଳନ
ପୁଣି ବିହାରକୁ ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା ଦାବି ଜୋରଦାର୍ ହୋଇଛି।ବିହାର ପ୍ରଦେଶ କଂଗ୍ରେସ କମିଟି (ବିପିସିସି) ଅଗଷ୍ଟ ୧୨ ତାରିଖରୁ କେନ୍ଦ୍ର ସରକାରଙ୍କ ଦ୍ବାରା ରାଜ୍ୟକୁ ସ୍ୱତନ୍ତ୍ର ମାନ୍ୟତା ଦେବାକୁ ମନା କରିବା ବିରୋଧରେ ରାଜ୍ୟବ୍ୟାପୀ ଆନ୍ଦୋଳନ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛି।…