ଆଜିର ରାଶିଫଳ

ଅଦ୍ୟ ଫେବୃଆରୀ ମାସ ୨୪ ତାରିଖ ୨୦୨୪ ମସିହା(ଶନିବାର) ଶକାବ୍ଦ -୧୯୪୫ ସମ୍ବତ -୨୦୮୦ ଦିଲ୍ଲୀସ୍ୱରାଦ୍ଧ-୧୪୩୧ ସମ୍ବତ୍ସର-ପିଙ୍ଗଳ ମାଘମାସ- ଶୁକ୍ଳପକ୍ଷ ତିଥି- ପୂର୍ଣ୍ଣିମା ସନ୍ଧ୍ୟା ଘ ୦୬/୧୬ ପର୍ଯ୍ୟନ୍ତ ତଦନ୍ତେ ପ୍ରତିପଦ ନକ୍ଷତ୍ର- ମଘା ରାତ୍ରି ଘ୧୧/୧୯ ପର୍ଯ୍ୟନ୍ତ ତଦନ୍ତେ ପୂର୍ବା…

ଐତିହାସିକ ରାଜନୈତିକ ବିଜୟର ବାହକ ଆର୍ଟିକଲ୍ ୩୭୦

ଧାରା ୩୭୦ ଉଚ୍ଛେଦ ଥିଲା ନିକଟ ଇତିହାସର ଏକ ଐତିହାସିକ ଘଟଣା। ତେଣୁ ବିଜ୍ଞ ସିନେମା ନିର୍ମାତାଙ୍କୁ ଏହା ଏକ ଲୋଭନୀୟ ବିଷୟବସ୍ତୁ ମନେ ହେବା ସ୍ବାଭାବିକ। ୨୦୧୯ ନିର୍ବାଚନ ପୂର୍ବରୁ ମୁକ୍ତିଲାଭ କରିଥିବା ‘ଉରି: ଦି ସର୍ଜିକାଲ୍ ଷ୍ଟ୍ରାଇକ୍‌’ର ନିର୍ଦେଶକ ଆଦିତ୍ୟ ଧର ଏହି ସିନେମାର ପ୍ରଯୋଜକ…

କର୍ମଜୀବୀ ଓ ସନ୍ତାନର ଯତ୍ନ

ଆଜିକାଲି ମହିଳାମାନେ ନିଜକୁ ବିଭିନ୍ନ କ୍ଷେତ୍ରରେ ପାରଦର୍ଶୀ ବୋଲି ପ୍ରମାଣିତ କରିସାରିଲେଣି। ତେବେ ଜଣେ କର୍ମଜୀବୀକୁ କେବଳ ଚାକିରି ନୁହେଁ, ଅନ୍ୟପକ୍ଷରେ ପରିବାର ଏବଂ ନିଜ ସନ୍ତାନଙ୍କ ଯତ୍ନ ମଧ୍ୟ ନେବାକୁ ପଡ଼ିଥାଏ। ତେଣୁ ତାକୁ ଏକ ରୁଟିନ୍‌ ଜୀବନଯାପନ କରିବାକୁ ପଡ଼େ। ସକାଳୁ ଘର କାମ…

ଶେଷ ବଲ୍‌ରୁ ବିଜୟ

ପ୍ରଥମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ରୋମାଞ୍ଚକ ବିଜୟ ହାସଲ କରିଛି ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ। ଦିଲ୍ଲୀ କ୍ୟାପିଟାଲ୍ସ ୨୦ ଓଭରରେ ୫ ଉଇକେଟ ହରାଇ ୧୭୧ ରନ କରିଥିଲା। ଜବାବରେ ମୁମ୍ବାଇ ଦଳ ୨୦ ଓଭରରେ ୬ ଉଇକେଟ ହରାଇ ୧୭୩ ରନ ସଂଗ୍ରହ କରି ନେଇଥିଲା। ଶେଷ ବଲ୍‌ରୁ…

ଜେଏଫ୍‌ଏସ୍‌ଏଲ୍‌ର ବଜାର ମୂଲ୍ୟ ୨ଲକ୍ଷ କୋଟି

ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ରିଲାଏନ୍ସ ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ଜିଓ ଫାଇନାନ୍ସିଆଲ ସର୍ଭିସେସ୍‌ ଲିମିଟେଡ୍‌(ଜେଏଫ୍‌ଏସ୍‌ଏଲ୍‌) ର ବଜାର ମୂଲ୍ୟ ରେକର୍ଡ ସ୍ତରରେ ପହଞ୍ଚତ୍ଛି। ଏପରିକି ୨ଲକ୍ଷ କୋଟି ଟଙ୍କା ଉପରେ ଜେଏଫ୍‌ଏସ୍‌ଏଲ୍‌ର ବଜାର ମୂଲ୍ୟ ହୋଇଥିବା ଜଣାପଡିଛି। ଉଲ୍ଲେଖଯୋଗ୍ୟ,…

ଓଡ଼ିଶାରେ ହେବ ପ୍ରତିରକ୍ଷା ଯନ୍ତ୍ରାଂଶ ପ୍ରକଳ୍ପ

ଓଡ଼ିଶାରେ ପ୍ରତିରକ୍ଷା ଓ ବିମାନ ଯନ୍ତ୍ରାଂଶ ନିର୍ମାଣ ହେବ ଏଥିପାଇଁ ରାଜ୍ୟ ସରକାରଙ୍କ ସହ କଲ୍ୟାଣୀ ଷ୍ଟିଲ୍‌ ବୁଝାମଣାପତ୍ର (ଏମ୍‌ଓୟୁ) ସ୍ବାକ୍ଷର କରିଛି। ଶୁକ୍ରବାର ଲୋକସେବା ଭବନ କନ୍‌ଭେନଶନ ହଲ୍‌ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଏହି ଏମ୍‌ଓୟୁ ସ୍ବାକ୍ଷରିତ ହୋଇଛି ।…

ଆଜି ଶ୍ରୀଜୀଉଙ୍କ ଗଜୋଦ୍ଧାରଣ ବେଶ

ଆଜି ପବିତ୍ର ମାଘ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଗଜୋଦ୍ଧାରଣ ବେଶ ଅନୁଷ୍ଠିତ ହେବ। ମହାପ୍ରଭୁ ଶ୍ରୀଜଗନ୍ନାଥ ଏହି ବେଶରେ ଚତୁର୍ଭୁଜ ହୋଇ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରି ଗରୁଡ ଉପରେ ବସିବା ଭଙ୍ଗୀରେ ଥାଇ ଲକ୍ଷ୍ମୀ ପ୍ରତିମାଙ୍କୁ କୋଳରେ ଧାରଣ କରିବେ। ଶ୍ରୀବଳଭଦ୍ର…

ବିକଶିତ ଭାରତ ବିକଶିତ ଛତିଶଗଡ଼

ପ୍ରଧାନମନ୍ତ୍ରୀ ରେନ୍ଦ୍ର ମୋଦି ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ବିକଶିତ ଭାରତ ବିକଶିତ ଛତିଶଗଡ଼’ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ୩୪,୪୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ, ରାଷ୍ଟ୍ର ଉଦ୍ଦେଶ୍ୟରେ…

ଗାଜାରେ ବୋମାମାଡ଼

କେନ୍ଦ୍ରୀୟ ଗାଜାପଟିରେ ଇସ୍ରାଏଲର ବିମାନ ଆକ୍ରମଣରେ ଅତି କମ୍‌ରେ ୪୦ ଜଣ ପାଲେଷ୍ଟିନୀୟଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦୦ ଜଣ ଆହତ ହୋଇଛନ୍ତି। ଗାଜାରେ ହମାସ ଦ୍ୱାରା ପରିଚାଳିତ ସରକାରଙ୍କ ମିଡିଆ କାର୍ଯ୍ୟାଳୟ ଏକ ପ୍ରେସ୍ ବିବୃତିରେ ଏହା କହିଛି। ପାଲେଷ୍ଟାଇନ୍ ପ୍ରତିରକ୍ଷା ସୂତ୍ରରୁ ମିଳିଥିବା…

‘ସ୍ୱୟମ୍’ ଯୋଜନା ପାଇଁ ଆବେଦନ ଆରମ୍ଭ

ଯୁବପୀଢିଙ୍କୁ ଯୁବ ଉଦ୍ୟୋଗୀରେ ପରିଣତ କରିବା ପାଇଁ ରାଜ୍ୟ ସରକାରଙ୍କ ନୂଆ ଯୋଜନା ‘ସ୍ୱୟମ୍’ । ଏଥିପାଇଁ ଆଜିଠାରୁ ଅନଲାଇନ୍ ଆବେଦନ ଆରମ୍ଭ ହୋଇଛି । ଯୋଗ୍ୟ ବ୍ୟକ୍ତି ଅନଲାଇନ୍ ଓ ଅଫଲାଇନ୍ ଆବେଦନ କରିପାରିବେ । ସରକାର ଦେଉଥିବା ଋଣ ଅର୍ଥରେ ନୂଆ କିମ୍ବା ପୁରୁଣା ବ୍ୟବସାୟ ବଢାଇ ପାରିବେ । ଋଣ…