ବିକଶିତ ଭାରତ ବିକଶିତ ଛତିଶଗଡ଼

ପ୍ରଧାନମନ୍ତ୍ରୀ ରେନ୍ଦ୍ର ମୋଦି ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ବିକଶିତ ଭାରତ ବିକଶିତ ଛତିଶଗଡ଼’ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ୩୪,୪୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ, ରାଷ୍ଟ୍ର ଉଦ୍ଦେଶ୍ୟରେ…

ଗାଜାରେ ବୋମାମାଡ଼

କେନ୍ଦ୍ରୀୟ ଗାଜାପଟିରେ ଇସ୍ରାଏଲର ବିମାନ ଆକ୍ରମଣରେ ଅତି କମ୍‌ରେ ୪୦ ଜଣ ପାଲେଷ୍ଟିନୀୟଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦୦ ଜଣ ଆହତ ହୋଇଛନ୍ତି। ଗାଜାରେ ହମାସ ଦ୍ୱାରା ପରିଚାଳିତ ସରକାରଙ୍କ ମିଡିଆ କାର୍ଯ୍ୟାଳୟ ଏକ ପ୍ରେସ୍ ବିବୃତିରେ ଏହା କହିଛି। ପାଲେଷ୍ଟାଇନ୍ ପ୍ରତିରକ୍ଷା ସୂତ୍ରରୁ ମିଳିଥିବା…

‘ସ୍ୱୟମ୍’ ଯୋଜନା ପାଇଁ ଆବେଦନ ଆରମ୍ଭ

ଯୁବପୀଢିଙ୍କୁ ଯୁବ ଉଦ୍ୟୋଗୀରେ ପରିଣତ କରିବା ପାଇଁ ରାଜ୍ୟ ସରକାରଙ୍କ ନୂଆ ଯୋଜନା ‘ସ୍ୱୟମ୍’ । ଏଥିପାଇଁ ଆଜିଠାରୁ ଅନଲାଇନ୍ ଆବେଦନ ଆରମ୍ଭ ହୋଇଛି । ଯୋଗ୍ୟ ବ୍ୟକ୍ତି ଅନଲାଇନ୍ ଓ ଅଫଲାଇନ୍ ଆବେଦନ କରିପାରିବେ । ସରକାର ଦେଉଥିବା ଋଣ ଅର୍ଥରେ ନୂଆ କିମ୍ବା ପୁରୁଣା ବ୍ୟବସାୟ ବଢାଇ ପାରିବେ । ଋଣ…

ତାତିରୁ ମିଳିଲା ତ୍ରାହି

ତାତିରୁ ମିଳିବ ତ୍ରାହି । ୫ ଜିଲ୍ଲାରେ ପ୍ରବଳ ବର୍ଷିବ,ଆଜି ଓ ଆସନ୍ତାକାଲି ରାଜ୍ୟର କେତେକ ସ୍ଥାନରେ ବିଜୁଳି ଘଡଘଡି ସହିତ ବର୍ଷା ହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ଅନେକ ଅଞ୍ଚଳରେ ବର୍ଷା ସମ୍ଭାବନା । ଆସନ୍ତା ୨୪ ଘଣ୍ଟାରେ…

ବଢିଲା କର୍ପୋରେଟରଙ୍କ ମିଟିଂ ଭତ୍ତା

ବର୍ତ୍ତମାନ ପ୍ରତ୍ୟେକ ବିଭାଗର ସଶକ୍ତିକରଣ ପାଇଁ ଯୋଜନା କରୁଛନ୍ତି ରାଜ୍ୟ ସରକାର । ସମସ୍ତ ବିଭାଗର କର୍ମଚାରୀମାନଙ୍କୁ ଆର୍ଥିକ କ୍ଷେତ୍ରରେ ସ୍ୱାବଲମ୍ବୀ କରିବା ଦିଗରେ ଗୁରୁତ୍ୱ ଦିଆଯାଇଛି । ଏହାମଧ୍ୟରେ ବିଏମସି କର୍ପୋରେଟରଙ୍କ ମିଟିଂ ଭତ୍ତାରେ ମଧ୍ୟ ବୃଦ୍ଧି ହୋଇଛି । କପୋରେଟରଙ୍କ ମିଟିଂ…

ନାଇଟ୍ ସିଫ୍ଟ ବ୍ରେଷ୍ଟ କ୍ୟାନ୍ସ ମଧ୍ୟରେ କ’ଣ ସମ୍ପର୍କ ?

ଲୋକମାନେ ନିଜ କ୍ୟାରିଅରରେ ଆଗକୁ ଯିବାକୁ କଠିନ ପରିଶ୍ରମ କରିବାରେ ଲାଗିଛନ୍ତି । ନିଜର ବେଷ୍ଟ ଦେବାକୁ ଯାଇ ଲୋକମାନେ କିଛି ବୁଝାମଣା କରୁଛନ୍ତି, ଯାହାଫଳରେ ଏବେ ନାଇଟ୍ ସିଫ୍ଟରେ କାମ କରିବାକେୁ ମଧ୍ୟ ଦ୍ୱିଧା କରୁନାହାନ୍ତି । କିନ୍ତୁ ଆପଣ ଜାଣନ୍ତି କି, ନାଇଟ୍ ସିଫ୍ଟରେ କାମ କରିବା…

ପୋଷ୍ଟରମୁକ୍ତ ହେବ ରାଜଧାନୀ

ଭୁବନେଶ୍ୱରରୁ ହଟିବ ରାଜନୈତିକ ପୋଷ୍ଟର। ଏହା ସହ କାନ୍ଥ ଲେଖା ବି ଲିଭାଯିବ। ଏନେଇ ପ୍ରସ୍ତୁତି କରିଛି ଭୁବନେଶ୍ୱର ମହାନଗର ନିଗମ (ବିଏମସି)। ତେବେ ନିର୍ବାଚନ ଆୟୋଗଙ୍କ ଗାଇଡ୍ ଲାଇନ୍ ଆଧାରରେ ଏହି କାମ କରାଯିବ ବୋଲି ବିଏମସି କମିଶନର ବିଜୟ ଅମୃତ କୁଲାଙ୍ଗେ ସୂଚନା ଦେଇଛନ୍ତି । ତେବେ ସମସ୍ତ…

ହିତାଧିକାରୀଙ୍କ ପାଇଁ ଖୁସି ଖବର

ପିଏମ କିଷାନ ଯୋଜନାର ହିତାଧିକାରୀମାନଙ୍କ ପାଇଁ ଖୁସି ଖବର ଆସିଛି। ସେମାନଙ୍କ ବ୍ୟାଙ୍କ ସଞ୍ଚୟ ଖାତାକୁ ଖୁବ ଶୀଘ୍ର ଏହି ଯୋଜନାର ୧୬ତମ କିସ୍ତି ଆସିବାକୁ ଯାଉଛି। ଫେବ୍ରୂଆରି ମାସ ଶେଷ ସପ୍ତାହରେ ଏହା ସଞ୍ଚୟ ଖାତାକୁ ଆସିବ ବୋଲି କୁହାଯାଉଛି। ଦେଶର ଚାଷୀମାନଙ୍କ ଆର୍ଥିକ ସ୍ଥିତିକୁ ସୁଦୃଢ଼…

ଚିପ୍ ନିର୍ମାତାଙ୍କୁ ପ୍ରୋତ୍ସାହନ

ଚିପ୍ ନିର୍ମାତାଙ୍କୁ ଆକୃଷ୍ଟ କରିବା ଲାଗି ରାଜ୍ୟ ସରକାର ଓଡ଼ିଶା ସେମିକଣ୍ଡକ୍ଟର ମାନୁଫାକ୍‌ଚରିଂ ଓ ଫାବଲେସ୍‌ ନୀତି ୨୦୨୩ରେ ସଂଶୋଧନ କରିଛନ୍ତି। ସେହି ସଂଶୋଧନକୁ କ୍ୟାବିନେଟ୍ କମିଟି ବୈଠକରେ ଅନୁମୋଦନ ପ୍ରଦାନ କରାଯାଇଛି। ସଂଶୋଧିତ ବ୍ୟବସ୍ଥା ଅନୁଯାୟୀ ୫୦୦ କୋଟି ଟଙ୍କାରୁ ଅଧିକ…

ବିବାଦରେ କଣ୍ଠଶିଳ୍ପୀ ହ୍ୟୁମାନ ସାଗର

କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମ୍ୟାନେଜର ସାଗର ବେହେରା ଓ ତାଙ୍କ ସହଯୋଗୀ ମିଶି ତାଙ୍କୁ ମାଡ଼ ମାରିଥିବା ନେଇ ପ୍ରମୋଦ ବେହେରା ବାଦାମବାଡ଼ି ଥାନାରେ ଏକ ଏତଲା ଦେଇଛନ୍ତି। ତେବେ ପାଲା ମଣ୍ଡପ ନିକଟରେ ପ୍ରମୋଦ ରହୁଥିବା ଭଡ଼ା ଘରେ ସାଗର ଅନ୍ୟ ଜଣେ ଯୁବକଙ୍କୁ ନେଇ ପହଞ୍ଚି ଥିଲେ। ଏହାପରେ ବନ୍ଦ…