ଏଥର ଗାନ୍ଧୀମାର୍ଗରେ ହେବ ସ୍ୱାଧୀନତା ଦିବସ ପରେଡ୍‌

ସ୍ୱାଧୀନତା ଦିବସ ପରେଡ୍‌ ସ୍ଥାନ ବଦଳିଛି। କୋଭିଡ ପରଠାରୁ ଏହା ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ହେଉଥିଲା। ଚଳିତ ବର୍ଷ ପୁଣିଥରେ ଗାନ୍ଧୀମାର୍ଗକୁ ଫେରୁଛି। ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପରେଡ୍‌ରେ ସାମିଲ ହେ‌େ‌ବ ଘୋଡ଼ା। ଘୋଡ଼ା ପିଠିରେ ବସି ପରେଡ୍‌ କରିବେ ଏନ୍‌ସିସି କ୍ୟାଡେଟ। ଏଥିପାଇଁ…

ଆଜିର ରାଶିଫଳ

ମେଷ: ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ। ସବୁ ଅଶାନ୍ତିର ସମାଧାନ ବାହାରିବ। ଜୀବନସାଥୀ ସହ କିଛି ଖୁସିର ମୁହୂର୍ତ୍ତ ଅତିବାହିତ କରିବେ। ଶାରୀରିକ ଦୃଷ୍ଟିରୁ ସୁସ୍ଥ ଓ ସତେଜ ରହିବେ। ବୃଷ: ଚାକିରି ବୃତ୍ତିରେ ଲାଗି ରହିଥିବା ବାଧା ସମାପ୍ତ ହୋଇଯିବ। ଆର୍ଥିକ କ୍ଷେତ୍ରରେ ଆପଣଙ୍କୁ ଉନ୍ନତି…

ଶୂନ ହୋଇଯିବ କି ବିଜେଡି ?

ବିଜେଡିରେ କମ୍ପନ। ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଜିଲ୍ଲା ବିଜେଡିର ବ୍ଲକ ଓ ପଞ୍ଚାୟତ ପ୍ରତିନିଧି। ମୋହନ ମାଝୀଙ୍କ ନିଜ ନିର୍ବାଚନ ମଣ୍ଡଳୀ କେନ୍ଦୁଝର ସଦରର ୧୮ ଜଣ ବିଜେଡି ସମର୍ଥିତ ସମିତି ସଭ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିବା ବେଳେ ବାଂଶପାଳ ବ୍ଲକର ୧୪ ବିଜେଡି ସମର୍ଥିତ ବିଜେଡି ସରପଞ୍ଚ ଓ…

ଫୁଲୁଛି ମହାନଦୀ 

ଲଗାଣ ବର୍ଷା ଆଉ ଉପରମୁଣ୍ଡରେ ହୀରାକୁଦର ୧୪ଟି ଗେଟ୍ ଖୋଲିବା ପରେ ଫୁଲିଛି ମହାନଦୀ ଓ ଏହାର ଶାଖା ନଦୀ । ଫଳରେ କଟକ, ପୁରୀ, ଖୋର୍ଦ୍ଧା ଓ ଜଗତସିଂପୁର ଜିଲ୍ଲାର କିଛି ଅଞ୍ଚଳରେ ସୃଷ୍ଟି ହୋଇଛି ବନ୍ୟା ସ୍ଥିତି । ବିଶେଷକରି ମହାନଦୀର ବ୍ୟାକ୍ ୱାଟର ଯୋଗୁଁ  ବୁଡି ଯାଇଛି ଶହ ଶହ ହେକ୍ଟର ଚାଷ ଜମି…

ଶେୟାର ବଜାର ବୃଦ୍ଧି

ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ହୋଇଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢ଼ାଇଛନ୍ତି। ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୮୨୦ (୮୧୯.୬୯)…

ବିଶ୍ୱ ଜୈବ ଇନ୍ଧନ ଦିବସ

ଅଗଷ୍ଟ ୧୦ରେ ବିଶ୍ୱ ଜୈବ ଇନ୍ଧନ ଦିବସ ପାଳନ କରାଯାଏ। ଏହି ଦିବସ ପାଳନର ମୁଖ୍ୟ ଉଦ୍ଦେଶ୍ୟ, ପାରମ୍ପରିକ ଜୀବାଶ୍ମ ଇନ୍ଧନର ବିକଳ୍ପ ଭାବରେ ଜୈବ ଇନ୍ଧନର ମହତ୍ତ୍ୱ ବିଷୟରେ ସଚେତନତା ସୃଷ୍ଟି କରିବା। ଯେହେତୁ ଆମେ ଚଳିତ ବର୍ଷ ବିଶ୍ୱ ଜୈବ ଇନ୍ଧନ ଦିବସ ପାଳନ କରିବାକୁ ଯାଉଛୁ, ଅଙ୍ଗାରକାମ୍ଳ…

ଏୟାର ଇଣ୍ଡିଆ ବିମାନ ସେବା ସ୍ଥଗିତ

ଇସ୍ରାଏଲ୍‌ ଓ ଇରାନ ମଧ୍ୟରେ ଉତ୍ତେଜନା ବଢ଼ୁଥିବାରୁ ଏୟାର ଇଣ୍ଡିଆ କର୍ତ୍ତୃପକ୍ଷ ତେଲ୍‌ ଆଭିଭ୍‌କୁ ପରବର୍ତ୍ତୀ ନୋଟିସ ପର୍ଯ୍ୟନ୍ତ ବିମାନ ସେବା ସ୍ଥଗିତ ରଖିଛନ୍ତି। ପୂର୍ବରୁ ଟାଟା ଗ୍ରୁପ୍‌ ମାଲିକାନାରେ ଥିବା ଉକ୍ତ ଏୟାରଲାଇନ୍ସ ଅଗଷ୍ଟ ୮ ପର୍ଯ୍ୟନ୍ତ ଦିଲ୍ଲୀରୁ ତେଲ୍‌ ଆଭିଭ୍‌ ବିମାନ ସେବା…

ଭାରତ ହାତରେ ପଞ୍ଚମ କାଂସ୍ୟ

ପ୍ୟାରିସ୍‌ ଅଲିମ୍ପିକ୍ସରୁ ଭାରତକୁ ଶୁକ୍ରବାର ଷଷ୍ଠ ପଦକ ଆସିଯାଇଛି ପଞ୍ଚମ କାଂସ୍ୟ ରୂପରେ। ୫୭ କେଜି ପୁରୁଷ ଫ୍ରିଷ୍ଟାଇଲ୍‌ କୁସ୍ତିରେ ୨୧ ବର୍ଷୀୟ ଅମନ ସେରାୱତ ଭାରତକୁ ଚଳିତ ସଂସ୍କରଣରେ ପ୍ରଥମ ଏବଂ ଅଲିମ୍ପିକ୍ସ ଇତିହାସରେ ଅଷ୍ଟମ କୁସ୍ତି ପଦକ ଭେଟି ଦେଇଛନ୍ତି। ଶୁକ୍ରବାର କାଂସ୍ୟ ପଦକ…

ପ୍ରବଳ ଛେଚିବ

ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ଦେବଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ପରବର୍ତ୍ତୀ ଦୁଇ ଦିନ ଅର୍ଥାତ୍‌ ୧୧ ଓ ୧୨ ତାରିଖରେ…

ବ୍ରାଜିଲରେ ବିମାନ ଦୁର୍ଘଟଣା

ବ୍ରାଜିଲରେ ଏକ ବଡ଼ଧରଣର ବିମାନ ଦୁର୍ଘଟଣା ଘଟିଛି । ଏକ ବିମାନ କ୍ରାଶରେ ୬୨ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ଦୁର୍ଘଟଣାଗ୍ରସ୍ତ ହୋଇଥିବା ଟର୍ବୋପ୍ରପ୍ ପ୍ଲେନଟି ଶୁକ୍ରବାର ଦିନ ବ୍ରାଜିଲର ସାଓ ପାଓଲୋ ନିକଟରେ ଦୁର୍ଘଟଣାର ଶିକାର ହୋଇଥିଲା । ଏହି ଦୁର୍ଘଟଣା ଫଳରେ ବିମାନରେ…