ଓ୍ବକ୍‌ଫ ବିଲ୍‌କୁ ନେଇ ସଂସଦରେ ଝଡ଼

ଲୋକ ସଭାରେ ଆଗତ ପ୍ରଥମ ଗୁରୁତ୍ୱପୂର୍ଣ୍ଣ ବିଧେୟକ ଓ୍ବକ୍‌ଫ (ସଂଶୋଧନ) ବିଲ୍‌କୁ ନେଇ ବିବାଦ ମୁଣ୍ଡ ଟେକିଛି। କେନ୍ଦ୍ର ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ କିରେନ୍‌ ରିଜିଜୁଙ୍କ ଦ୍ୱାରା ଆଗତ ଉକ୍ତ ବିଲ୍‌ରେ ଥିବା ନିୟମକୁ ନେଇ ବିରୋଧୀ ସଦସ୍ୟମାନେ ଆପତ୍ତି ଉଠାଇ ହଟ୍ଟଗୋଳ କରିଛନ୍ତି। ଏହା ପରେ…

ବିଜେଡି ପରାଜୟ ପାଇଁ ୩ ନେତା ଦାୟୀ

ନିର୍ବାଚନରେ ବିଜେଡିର ପରାଜୟର ପ୍ରାୟ ୨ମାସ ପରେ ଦଳୀୟ କାର୍ଯ୍ୟକ୍ରମର ତଦାରଖ ପାଇଁ ଦେବୀ ମିଶ୍ରଙ୍କ ନେତୃତ୍ୱରେ ବରିଷ୍ଠ ନେତାମାନଙ୍କୁ ନେଇ ୧୫ ଜଣିଆ ସମନ୍ବୟ କମିଟି ଗଠନ କରାଯାଇଛି। ଗୁରୁବାର ଶଙ୍ଖଭବନଠାରେ ଦେବୀ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏହି କମିଟିର ପ୍ରଥମ ବୈଠକ ବସିଥିଲା। ଏଥିରେ…

ଅମ୍ବାନୀଙ୍କ ନୂଆ ରେକର୍ଡ

ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ କମ୍ପାନୀ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଆଉ ଏକ ଅନନ୍ୟ ରେକର୍ଡ ସୃଷ୍ଟି କରିଛି। କମ୍ପାନୀ କର୍ପୋରେଟ୍ ଆୟକର ଆକାରରେ ସରକାରୀ ରାଜକୋଷକୁ ୧.୮୬ ଲକ୍ଷ କୋଟି ଟଙ୍କା ଯୋଗଦାନ ଦେଇଛି, ଯାହା ଭାରତ ସରକାରଙ୍କ ବଜେଟର ପ୍ରାୟ ୪ ପ୍ରତିଶତ ସହିତ ସମାନ।ଦେଶର…

ସେପ୍ଟେମ୍ବର ୯ରୁ ସିଜିଏଲ ପରୀକ୍ଷା 

ଆସନ୍ତା ସେପ୍ଟେମ୍ବର ୯ରୁ ୨୬ ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ । ଏହି ପଦରେ ଆବେଦନ କରିଥିବା ପ୍ରାର୍ଥୀମାନେ ନିୟମିତ ଭାବେ ଏସଏସସିର ୱେବସାଇଟ ପରିଦର୍ଶନ କରିବାକୁ କୁହାଯାଇଛି ।ସୂଚନାଯୋଗ୍ୟ ଯେ, ମୋଟ ୧୭,୭୨୭ଟି ପଦ ପୂରଣ ପାଇଁ ଏସଏସସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା ।…

ଫୁସଫୁସରେ ପାଣି ଜମିଛି କି ?

ଫୁସଫୁସରେ କୌଣସି ସମସ୍ୟା ଦେଖାଦେଲେ ଆମେ ଠିକରେ ଶ୍ୱାସକ୍ରିୟା କରିପାରି ନଥାଉ । ତେବେ ଫୁସଫୁସରେ ପାଣି ଜମିବା ସମସ୍ୟା ବା ‘ପଲମୋନାରୀ ଏଡିମା’ ସମସ୍ୟା ଶରୀର ପାଇଁ ବଡ଼ ଚିନ୍ତାଜନକ । ଏହି ରୋଗ ହେବା ଦ୍ୱାରା ଶରୀରରେ ଅମ୍ଲଜାନର ଅଭାବ ଦେଖାଦେଇଥାଏ । ତେବେ ଅନେକ ଲୋକ ଏହି ରୋଗର ଲକ୍ଷଣ…

ଭିଭୋ ୱାଇ୫୮ ୫ଜି ଫୋନର ଦାମ୍ କମିଲା

ଭିଭୋ ୱାଇ୫୮ ୫ଜି ସ୍ମାର୍ଟଫୋନରେ ଅନେକ ଶାନଦାର ଫିଚର୍ସ ରହିଥିବା ବେଳେ କମ୍ପାନୀ ଏହାକୁ ଏବେ ଶସ୍ତାରେ ବିକ୍ରି କରିବାକୁ ଘୋଷଣା କରିଥିବାରୁ ଏହା ଗ୍ରାହକଙ୍କୁ ନିଶ୍ଚିତ ଭାବେ ଫାଇଦା ପ୍ରଦାନ କରିବ ।ଭିଭୋ ୱାଇ୫୮ ୫ଜି ଫୋନରେ ୬.୭ ଇଞ୍ଚର ଫୁଲ ଏଚଡି ପ୍ଲସ ଏଲସିଡି ଆସୁଛି, ଯାହାକି ୧୨୦ଏଚଜେଡ୍…

ନଭେମ୍ବରରୁ ସାର ରାଜ୍ୟ ଗସ୍ତ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ନଭେମ୍ବରରୁ ସାର ରାଜ୍ୟ ଗସ୍ତ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଦଳର କର୍ମୀ ଓ ତୃଣମୁଳ ସ୍ତରର ନେତାମାନଙ୍କୁ ଭେଟିବା ପାଇଁ ନବୀନ ପଟ୍ଟନାୟକ ନଭେମ୍ୱର ମାସରୁ ସାରା ରାଜ୍ୟ ଗସ୍ତ କରିବେ । ବିଜେଡି କାର୍ଯ୍ୟାଳୟରେ ଅନୁଷ୍ଠିତ ରାଜ୍ୟସ୍ତରିୟ ସମନ୍ୱୟ କମିଟିରେ ଏହି ନିଷ୍ପତ୍ତି…

ଆଜିର ରାଶିଫଳ

ମେଷ: ଆପଣଙ୍କର ସବୁ କଷ୍ଟ ଦୂର ହେବ। ବନ୍ଧୁମାନଙ୍କ ସହ ମିଳାମିଶା ବଢ଼ିବ। କାମରେ ଭାଇ ଭଉଣୀର ସହଯୋଗ ପାଇବେ। ପାଠପଢ଼ାରେ ଲାଗି ରହିଥିବା ବାଧା ଦୂର ହେବ। ‌ ବୃଷ: ବେପାରରେ ଲାଭ ପାଇବେ। ଚାକିରିରେ ପଦୋନ୍ନତି ଯୋଗ ଅଛି। କୌଣସି ବିଶେଷ କାମରେ ପରିବାର ଲୋକଙ୍କ ସାହାଯ୍ୟ ପାଇବେ।…

ପ୍ୟାରିସ ଅଲିମ୍ପିକ୍ସରେ ନୀରଜ ଚୋପ୍ରାଙ୍କୁ ରୌପ୍ୟ ପଦକ

ପ୍ୟାରିସ ଅଲିମ୍ପିକ୍ସରେ ନୀରଜ ଚୋପ୍ରାଙ୍କୁ ରୌପ୍ୟ ପଦକ । ରୌପ୍ୟ ପଦକ ଜିତିବା ସହ ନୂଆ ଇତିହାସ ରଚିଛନ୍ତି ନୀରଜ । ସ୍ୱାଧୀନ ଭାରତର ପ୍ରଥମ ଆଥଲେଟ୍ ଭାବେ ଟୋକିଓ ଅଲିମ୍ପିକ୍ସରେ ସ୍ୱର୍ଣ୍ଣ ଏବଂ ଏବେ ପ୍ୟାରିସ ଅଲିମ୍ପିକ୍ସରେ ରୌପ୍ୟ ପଦକ ହାସଲ କରିଛନ୍ତି । ଚତୁର୍ଥ ଭାରତୀୟ ଖେଳାଳି ଭାବରେ…

ହୀରାକୁଦରେ ଖୋଲିଲା ଆଉ ୬ଗେଟ୍‌‌

ଉପର ମୁଣ୍ଡରେ ପ୍ରବଳ ବର୍ଷା ହେତୁ ହୀରାକୁଦରେ ବଢିଛି ଜଳସ୍ତର। ଆଜି ଆଉ ୬ଟି ଗେଟ୍‌‌ ଖୋଲାଯାଇଛି। ବର୍ତ୍ତମାନ ମୋଟ ୧୪ଟି ଗେଟ୍‌‌ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ଜଳ ଭଣ୍ଡାରରୁ ଗେଟ ଖୋଲିବା ପରେ ମହାନଦୀରେ ବଢିଛି ଜଳସ୍ତର। କଟକର ମୁଣ୍ଡଳୀଠାରେ ୫.୭୮ ଲକ୍ଷ୍ୟ କ୍ୟୁସେକ ବନ୍ୟାଜଳ…