କଂଗ୍ରେସ କେବଳ ୧୭ଟି ଲୋକସଭା ଆସନରେ ପ୍ରାର୍ଥୀ ଦେବ

ଉତ୍ତର ପ୍ରଦେଶରେ କଂଗ୍ରେସ କେବଳ ୧୭ଟି ଲୋକସଭା ଆସନରେ ପ୍ରାର୍ଥୀ ଦେବ। ବାକି ୬୩ଟି ଲୋକସଭା ଆସନରେ ଅଖିଲେଶ ଯାଦବଙ୍କ ସମାଜବାଦୀ ପାର୍ଟି ଓ ଇଣ୍ତିଆ ମେଣ୍ଟରେ ଥିବା ଅନ୍ୟ ଦଳଗୁଡ଼ିକ ଲଢ଼େଇ କରିବେ। ଦୁଇ ଦଳ ମଧ୍ୟରେ ସିଟ ଶେୟାରିଂକୁ ନେଇ ଚାଲିଥିବା ଅଙ୍କକଷାରେ ଆଜି ପୂର୍ଣ୍ଣଚ୍ଛେଦ…

ଆଜିଠୁ ଯୋରନ୍ଦା ମେଳା

ଆଜିଠୁ ଆରମ୍ଭ ହେଉଛି ବିଶ୍ୱ ପ୍ରସିଦ୍ଧ ଯୋରନ୍ଦା ମେଳା ।  ଯୋରନ୍ଦା ମହିମା ଗାଦି ପୀଠକୁ ରାଜ୍ୟ ତଥା ରାଜ୍ୟ ବାହାରୁ ଲକ୍ଷାଧିକ ମହିମା ଭକ୍ତ ଓ ସାଧୁସନ୍ଥଙ୍କର ଆଗମନ ଆରମ୍ଭ ହୋଇଯାଇଛି । ଆଜି ସନ୍ଧ୍ୟା ୫ଟା ୫ ମିନିଟରେ ଗାଦି ମନ୍ଦିରର ଚାରିଦ୍ୱାରରେ ଝାଡଦ୍ୱୀପ ପ୍ରଜ୍ୱଳନ କରାଯିବ । ବିଶ୍ୱର…

ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ : ରାଜନାଥଙ୍କର ଆଜି ନବରଙ୍ଗପୁର, ବ୍ରହ୍ମପୁର ଓ ବାରିପଦାରେ…

ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଦିନିକିଆ ଗସ୍ତରେ ଆସି ରାଜନାଥ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । ବାରିପଦାରେ ଅପରାହ୍ନ ୪ଟାରେ ସାଧାରଣ ସଭାରେ ଉଦବୋଧନ ଦେବେ । ବାରିପଦାରେ ବିଜୟ ସଂକଳ୍ପ ସମାବେଶ ରହିଛି। କେନ୍ଦ୍ର ସରକାରଙ୍କ ଜନ ହିତକର…

ଆଜିର ରାଶିଫଳ

ଅଦ୍ୟ ଫେବୃଆରୀ ମାସ ୨୨ ତାରିଖ ୨୦୨୪ ମସିହା(ଗୁରୁବାର) ଶକାବ୍ଦ -୧୯୪୫ ସମ୍ବତ -୨୦୮୦ ଦିଲ୍ଲୀସ୍ୱରାଦ୍ଧ-୧୪୩୧ ସମ୍ବତ୍ସର-ପିଙ୍ଗଳ ମାଘମାସ- ଶୁକ୍ଳପକ୍ଷ ତିଥି- ତ୍ରୟୋଦଶୀ ଦିବା ଘ ୦୧/୨୮ ପର୍ଯ୍ୟନ୍ତ ତଦନ୍ତେ ଚତୁର୍ଦ୍ଦଶୀ ନକ୍ଷତ୍ର- ପୂଷ୍ୟା ଦିବା ଘ୦୫/୩୧ ପର୍ଯ୍ୟନ୍ତ ତଦନ୍ତେ ଅଶ୍ଳେଷା…

ଚାଇନା ଗୁପ୍ତଚର ଜାହାଜକୁ ମାଲେ ବନ୍ଦରରେ ଲଙ୍ଗର ପକାଇବାକୁ ଅନୁମତି

ମାଳଦ୍ୱୀପ ସରକାର ଏକ ଚାଇନା ଗୁପ୍ତଚର ଜାହାଜକୁ ମାଲେ ବନ୍ଦରରେ ଲଙ୍ଗର ପକାଇବାକୁ ଅନୁମତି ଦେଇଛନ୍ତି। କୁହାଯାଉଛି ଯେ ଭାରତ, ଶ୍ରୀଲଙ୍କା ଓ ମାଳଦ୍ୱୀପର ସ୍ୱତନ୍ତ୍ର ଅର୍ଥନୈତିକ କ୍ଷେତ୍ରରେ ସର୍ଭେ ନାଁରେ ଚୀନ୍ ଜାହାଜ ଦୀର୍ଘ ଦିନ ଧରି ଗୁପ୍ତଚରବୃତ୍ତି କରି ଆସୁଛି। ଏବେ ଏହା ମାଲେ ଆଡ଼କୁ ଗତି…

କେୱାଇସି ପ୍ରକ୍ରିୟାର ସରଳୀକରଣ ଏବଂ ଡିଜିଟାଇଜେସନ୍ କରିବାକୁ ନିଷ୍ପତ୍ତି

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ଆର୍ଥିକ ସ୍ଥିରତା ଏବଂ ବିକାଶ ପରିଷଦର ୨୮ତମ ବୈଠକ ଅନୁଷ୍ଠିତ ହୋଇଥିଲା ,ଏହି ବୈଠକରେ କେନ୍ଦ୍ର ବଜେଟରେ କରାଯାଇଥିବା ଘୋଷଣାଗୁଡ଼ିକର କାର୍ଯ୍ୟକାରିତା ଏବଂ ଏଫ୍ଏସଡିସିର ପୂର୍ବ ନିଷ୍ପତ୍ତିଗୁଡ଼ିକୁ କାର୍ଯ୍ୟକାରୀ କରିବା ରଣନୀତି ଉପରେ…

ଆସନ୍ତା ୨୮ ତାରିଖ ଠାରୁ ୪ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨୮ ଫେବ୍ରୁଆରିରେ ନୂଆଦିଲ୍ଲୀରୁ ଏକ ସତନ୍ତ୍ର ବିମାନ ଯୋଗେ ଝାଡ଼ଖଣ୍ଡର ରାଜଧାନୀ ରାଂଚି ପହଂଚିବେ ଓ ସେଠାରେ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ସେଠାରୁ ସେ ବାୟୂସେନାର ହେଲିକେପ୍ଟର ଯୋଗେ ମୟୂରଭଂଜ ଜିଲ୍ଲା ରାଇରଙ୍ଗପୁର ପହଂଚି…

ଜନଜାତିଙ୍କ ଉପରେ ଥିବା ଛୋଟ ଛୋଟ ମୋକଦ୍ଦମାଗୁଡ଼ିକ ପ୍ରତ୍ୟାହାର ପାଇଁ ନିର୍ଦ୍ଦେଶ,ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନଜାତି ଭଉଣୀ-ଭାଇମାନଙ୍କ ଉପରେ ଥିବା ଛୋଟ ଛୋଟ ମୋକଦ୍ଦମାଗୁଡ଼ିକ ପ୍ରତ୍ୟାହାର ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଗୃହ ବିଭାଗ, ଅବକାରୀ ବିଭାଗ ଓ ଜଙ୍ଗଲ ଓ ପରିବେଶ ବିଭାଗ ଜନଜାତି ବର୍ଗଙ୍କ ଉପରେ ଥିବା…

ରାଜ୍ୟର ୧୫ ଟି ସହରର ତାପମାତ୍ରା ଆଜି ୩୫ ଡିଗ୍ରୀ ଉପରେ

ରାଜ୍ୟର ୧୫ ଟି ସହରର ତାପମାତ୍ରା ଆଜି ୩୫ ଡିଗ୍ରୀ ଉପରେ ରହିଛି । ଏହି କ୍ରମରେ ଭୁବନେଶ୍ୱରର ତାପମାତ୍ରା ସର୍ବାଧିକ ୩୬.୪ ଡିଗ୍ରି ରେକର୍ଡ କରାଯାଇଛି । ସେହଭଳି ଟିଟିଲାଡ ଓ ଭବାନୀପାଟଣାର ତାପମାତ୍ରା ୩୬ ଡିଗ୍ରି ରେକର୍ଡ କରାଯାଇଛି । ଝାରସୁଗୁଡା ୩୫-୬, ସୋନପୁର ୩୫.୫, ବୌଦ୍ଧ ୩୫.୫,…

ବିଜେପିରେ ମିଶିଲେ ପ୍ରଦୀପ ପାଣିଗ୍ରାହୀ

ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଶେଷରେ ବିଜେପିରେ ସାମିଲ ହୋଇଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଡକ୍ଟର ପ୍ରଦୀପ ପାଣିଗ୍ରାହୀ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତରେ ସେ ପଦ୍ମ ଧରିଛନ୍ତି।  ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ…