କୁସ୍ତି ଜିତିଗଲା ମୁଁ ହାରିଗଲି ଭିନେଶ

ପ୍ୟାରିସ ଅଲିମ୍ପିକ୍ସରେ ନିଶ୍ଚିତ ରୌପ୍ୟ ପାଇଁ ସ୍ଥାନ ପକ୍କା କରିଥିବା ଏବଂ ସ୍ୱର୍ଣ୍ଣ ହାସଲ ପାଇଁ ଆଶା ବାନ୍ଧିଥିବା କୁସ୍ତିଯୋଦ୍ଧା ଭିନେଶ ଫୋଗଟ ଗତକାଲି ନିରାଶ ହେବା ପରେ କୁସ୍ତିରୁ ସନ୍ୟାସ ନେଇଛନ୍ତି। ଏହି ଅପ୍ରତ୍ୟାଶିତ ବିଫଳତା ପରେ କୁସ୍ତି ଜଗତରୁ ସବୁଦିନ ପାଇଁ ଭିନେଶ ବିଦାୟ…

ରାଷ୍ଟ୍ରୀୟ ବିଜ୍ଞାନ ପୁରସ୍କାର

ଚଳିତ ମାସ ଅଗଷ୍ଟ ୨୩ ତାରିଖ ତଥା ଜାତୀୟ ମହାକାଶ ଦିବସ ଅବସରରେ ଏହି ପୁରସ୍କାର ପ୍ରଦାନ କରାଯିବ ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା ମିଳିଛି। ପ୍ରଥମ ଥର ପାଇଁ ପ୍ରଦାନ କରାଯାଉଥିବା ଏହି ପୁରସ୍କାରର ଉଦ୍ଦେଶ୍ୟ ହେଉଛି ବିଜ୍ଞାନ, ପ୍ରଯୁକ୍ତି ବିଦ୍ୟା ଏବଂ ପ୍ରଯୁକ୍ତି ବିଦ୍ୟା ଭିତ୍ତିକ…

ରାଜ୍ୟ ଆଇଏଏସ ସ୍ତରରେ ଅଦଳବଦଳ

 ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ। ବଦଳିଲେ ୨୦ ଜିଲ୍ଲାର ଜିଲ୍ଲାପାଳ। ଯାଜପୁର ଜିଲ୍ଲାପାଳ ଥିବା ନିଖିଲ ପୱନ କଲ୍ୟାଣଙ୍କୁ ବଦଳି କରାଯାଇ ତାଙ୍କୁ ଓଡ଼ିଶାମୃର୍ତ୍ତିକା ସଂରକ୍ଷଣ ଓ ଜଳଛାୟା ବିକାଶ ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି। ତାଙ୍କ ସ୍ଥାନରେ ପି. ଅନ୍ବେଷା ରେଡ୍ଡି ହୋଇଛନ୍ତି…

ଶପଥ ନେବେ ମହମ୍ମଦ ୟୁନୁସ

ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ପାର୍ଲାମେଣ୍ଟକୁ ଭଙ୍ଗକରି ନୋବେଲ ପୁରସ୍କାର ବିଜେତା ମହମ୍ମଦ ୟୁନୁସ୍‌ଙ୍କୁ ଅନ୍ତରୀରଣ ସରକାରରେ ମୁଖ୍ୟ ପରାମର୍ଶଦାତା ନିଯୁକ୍ତ କରିଛନ୍ତି। ୮୪ ବର୍ଷୀୟ ୟୁନୁସ୍‌ ଷ୍ଟୁଡେଣ୍ଟ୍‌ସ ଏଗେନ୍‌ଷ୍ଟ ଡିସ୍‌କ୍ରିମିନେଶନ୍‌ ଆନ୍ଦୋଳନର ନେତୃତ୍ୱ ନେଇଥିବା ‘ସାହସୀ…

ହେଲିକପ୍ଟର ଦୁର୍ଘଟଣା

ନେପାଳର ନୁୱାକୋଟରେ ଏକ ହେଲିକପ୍ଟର ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ବିମାନରେ ଥିବା ସମସ୍ତ ପାଞ୍ଚ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। କୁହାଯାଉଛି ଯେ ରସୁୱା ଯାଉଥିବା ଏହି ହେଲିକପ୍ଟରରେ କେବଳ ପାଞ୍ଚ ଜଣ ଲୋକ ଥିଲେ। ଏଥିରେ ଚାରିଜଣ ଚାଇନା ନାଗରିକ ମଧ୍ୟ ସାମିଲ ହୋଇଥିଲେ।ନିକଟରେ ଜୁଲାଇ ୨୪ରେ…

୨୪ ଘଣ୍ଟା ଭିତରେ ଲଘୁଚାପର ରୂପ ନେବ

ଆସନ୍ତା ୨୪ ଘଣ୍ଟା ଭିତରେ ଲଘୁଚାପର ରୂପ ନେବ। ପ୍ରଭାବରେ ଆସନ୍ତା କାଲି ସକାଳ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ କରାଯାଇଛି।ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, କୋରାପୁଟ ଓ ନବରଙ୍ଗପୁରକୁ ସତର୍କତା ଜାରି କରାଯାଇଛି। ଏସବୁ…

୧୦ତାରିଖରୁ ଫାଇଲେରିଆ ନିରାକରଣ ପାଇଁ ସାମୂହିକ ଔଷଧ ସେବନ

ଫାଇଲେରିଆ ନିରାକରଣ ପାଇଁ ବରଗଡ଼ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମଙ୍ଗଳବାର ଏକ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ନିରୁପମା ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ବୈଠକରେ ରାଜ୍ୟ ଜନସ୍ବାସ୍ଥ୍ୟ ବିଭାଗର ସହନିର୍ଦ୍ଦେଶକ ଡା. ଶୁଭାଶିଷ ମହାନ୍ତି,…

ଅଧିକ ଓଜନ ହେତୁ ଅଯୋଗ୍ୟା ହେଲେ ଭିନେଶ ଫୋଗଟ

ପ୍ୟାରିସ୍ ଅଲିମ୍ପିକ୍ସ ୧୨ ଦିନରେ ପହଞ୍ଚିଥିବା ବେଳେ ଆଜି ଅଲିମ୍ପିକ୍ ଗେମ୍ସରେ ଏକ କୁସ୍ତି ଇଭେଣ୍ଟର ଫାଇନାଲରେ ପ୍ରବେଶ କରିଥିବା ପ୍ରଥମ ଭାରତୀୟ ମହିଳା ଭିନେଶ ଫୋଗଟଙ୍କ ଉପର ସଭିଙ୍କ ନଜର ରହିଥିଲା। ସେ ସ୍ବର୍ଣ୍ଣ ପଦକ ଜିତିବେ ବୋଲି ଆଶା କରାଯାଉଥିବା ବେଳେ ସେହି ଆଶା ଆଶା‌ରେ ହିଁ…

ରାଗିଲେ ଅଙ୍କିତା

ଛୋଟ ପରଦାର ଲୋକପ୍ରିୟ ଅଭିନେତ୍ରୀମାନଙ୍କ ମଧ୍ୟରୁ ଅଙ୍କିତା ଲୋଖଣ୍ଡେ ଅନ୍ୟତମ। ଟିଭି ଇଣ୍ଡଷ୍ଟ୍ରିରେ ସେ ବହୁ ସଫଳତା ହାସଲ କରିଛନ୍ତି। ୨୦୨୧ ଡିସେମ୍ବରରେ ଅଙ୍କିତା ଉଦ୍ୟୋଗୀ ଭିକି ଜୈନଙ୍କୁ ବିବାହ କରିଥିଲେ। ଭିକି ଏବଂ ଅଙ୍କିତାଙ୍କ ଯୋଡ଼ିକୁ ଟିଭି ଇଣ୍ଡଷ୍ଟ୍ରିରେ ଲୋକପ୍ରିୟ ଯୋଡ଼ି ଭାବେ…

ଦୁଇ ଜଣ ସାର ଛୁଟିରେ ଗଲେ ସ୍କୁଲରେ ପଡିଲା ତାଲା

ସ୍କୁଲ ତିନି ଦିନ ଛୁଟି ରହିବ। କାନ୍ଥରେ ଏ ନେଇ ନୋଟିସ ମାରିଛନ୍ତି ଜୟପୁର କୋଲାବ ପ୍ରୋଜେକ୍ଟ ଉଚ୍ଚ ବିଦ୍ୟାଳୟର ଶିକ୍ଷକ । ଆଜିଠାରୁ ୯ ତାରିଖ ଯାଏ ଛୁଟି ରହିବ ବୋଲି ନୋଟିସ୍ ମରାଯାଇଛି । ସ୍କୁଲରେ ଦୁଇ ଜଣ ଶିକ୍ଷକ ରହିଛନ୍ତି । ଉଭୟ ବ୍ୟକ୍ତିଗତ କାରଣ ପାଇଁ ଛୁଟି ରହିଥିବାରୁ ଏଭଳି ଏକ…