ଆଜି ଦେଶକୁ ଉପହାର ଦେବେ ମୋଦୀ

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୦ ଫେବୃଆରୀ ଦିନ ଜାମ୍ମୁ ଗସ୍ତ କରିବେ । ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦୀ ୩୫,୫୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଅନେକ ବିକାଶମୂଳକ ପ୍ରକଳ୍ପକୁ ମୂଳଦୁଆ ପକାଇବେ । ପିଏମଓ ଅନୁଯାୟୀ, ଅନେକ ପ୍ରମୁଖ ପ୍ରକଳ୍ପ ବ୍ୟତୀତ, ପ୍ରଧାନମନ୍ତ୍ରୀ ମୋଦୀ…

ଆଜି ଲୋକାର୍ପିତ ହେବ ବରଗଡ଼ କ୍ୟାନସର ହସ୍ପିଟାଲ

ବରଗଡ: ପଶ୍ଚିମ ଓଡ଼ିଶାର ସ୍ବାସ୍ଥ୍ୟସେବା ନୂଆ ଅଧ୍ୟାୟ । ଆଜି ଲୋକାର୍ପିତ ହେବ ବରଗଡ଼ କ୍ୟାନସର ହସପିଟାଲ । ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ନିକଟରେ ପ୍ରାୟ ୫ ମହଲା ବିଶିଷ୍ଟ ଏକ ବିରାଟ କ୍ୟାନ୍ସର ହସ୍ପିଟାଲ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ୧୦୬ କୋଟି ୬ ଲକ୍ଷ ଟଙ୍କା ବିନିମୟରେ ୧୨…

ଆଜି ବରଗଡ଼ ଯିବେ ମୁଖ୍ୟମନ୍ତ୍ରୀ

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ଼ ଗସ୍ତରେ ଯିବେ । ବହୁ ପ୍ରତୀକ୍ଷିତ ଗଙ୍ଗାଧର ମେହେର ଉଠା ଜଳ ସେଚନ ପ୍ରକଳ୍ପ ସହ ଅତ୍ୟାଧୁନିକ କ୍ୟାନସର ହସ୍ପିଟାଲ ଲୋକାର୍ପଣ କରିବା କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀ ୫୯ଟି ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ କରିବା ସହ ୨୧ଟି ବିଭିନ୍ନ…

ଭୂମିକମ୍ପରେ ଥରିଲା ଲଦାଖ

କେନ୍ଦ୍ର ଶାସିତ ପ୍ରଦେଶ ଲଦାଖର କାରଗିଲ ଜେଲରେ ସୋମବାର ରାତି ୨.୩୫ ସୁଦ୍ଧା ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା । ରାଷ୍ଟ୍ରୀୟ ଭୂମିକମ୍ପ ବିଜ୍ଞାନ କେନ୍ଦ୍ର ଅନୁଯାୟୀ, ରିକ୍ଟର ସ୍କେଲରେ ଭୂମିକମ୍ପ ତୀବ୍ରତା ୫.୨ ମାପ କରାଯାଇଛି । ଭୂମିକମ୍ପର କେନ୍ଦ୍ର କାରଗିଲ ଠାରୁ ୧୪୮ କିମି…

ମାର୍ଚ୍ଚ ପହିଲାରେ ପ୍ରଥମ ପର୍ଯ୍ୟାୟ ଟିକେଟ୍ ଘୋଷଣା କରିବ ପିସିସି

ମାର୍ଚ୍ଚ ପହିଲାରେ ପ୍ରଥମ ପର୍ଯ୍ୟାୟ ଟିକେଟ୍ ଘୋଷଣା କରିବ ପ୍ରଦେଶ କଂଗ୍ରେସ। ପ୍ରଗମନ ଆପ୍‌ରେ ବିଧାୟକ ପାଇଁ ୩ ହଜାର, ସାଂସଦ ପାଇଁ ୭୦୦ ଜଣ ଆଶାୟୀ ଆବେଦନ କରିଛନ୍ତି।ପ୍ରଥମ ପର୍ଯ୍ୟାୟରେ ପ୍ରାୟ ୭୦ଟି ଟିକେଟ ଘୋଷଣା କରାଯିବ ବୋଲି ଆଜି ପ୍ରଦେଶ ନିର୍ବାଚନ କମିଟି ବୈଠକ ଅବସରରେ ପିସିସି…

କେନ୍ଦ୍ରର ପ୍ରସ୍ତାବକୁ ଗ୍ରହଣ କଲେନି ଚାଷୀ

କେନ୍ଦ୍ରର ପ୍ରସ୍ତାବକୁ ଗ୍ରହଣ କଲେନି ଚାଷୀ  । ଏମଏସ୍‌ପିକୁ ନେଇ କେନ୍ଦ୍ର ସରକାର ଦେଇଥିବା ପ୍ରସ୍ତାବ ସେମାନଙ୍କୁ କୌଣସି ପ୍ରକାରର ଲାଭ ଦେବ ନାହିଁ ବୋଲି ଚାଷୀମାନେ କହିଛନ୍ତି।ପ୍ରସ୍ତାବକୁ ଅଗ୍ରାହ୍ୟ କରି ଚାଷୀମାନେ ପୁଣିଥରେ ଆସନ୍ତା ୨୧ ତାରିଖ ସକାଳୁ ସେମାନଙ୍କର ଦିଲ୍ଲୀ ଚାଲୋ ବିକ୍ଷୋଭ…

ଆଜିଠୁ ମାଟ୍ରିକ ପରୀକ୍ଷା

ଆଜିଠୁ ମାଟ୍ରିକ ପରୀକ୍ଷା। ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଉଛନ୍ତି ୫ ଲକ୍ଷ ୫୧ ହଜାର ୬୧୧ ଛାତ୍ରଛାତ୍ରୀ। ବୋର୍ଡ ପକ୍ଷରୁ ୩ ହଜାର ୪୭ଟି ପରୀକ୍ଷା କେନ୍ଦ୍ର ଏବଂ ଦୁର୍ଗମ ଅଞ୍ଚଳର ୨୧ଟି ପୁଲିସ ଷ୍ଟେସନକୁ ନୋଡାଲ୍ ସେଣ୍ଟର କରାଯାଇଛି। ଆଜିଠୁ ଆରମ୍ଭ ହେଉଥିବା ମାଟ୍ରିକ ପରୀକ୍ଷା ମାର୍ଚ୍ଚ ୪…

ଆଜିର ରାଶିଫଳ

ଅଦ୍ୟ ଫେବୃଆରୀ ମାସ ୨୦ ତାରିଖ ୨୦୨୪ ମସିହା(ମଙ୍ଗଳବାର) ଶକାବ୍ଦ -୧୯୪୫ ସମ୍ବତ -୨୦୮୦ ଦିଲ୍ଲୀସ୍ୱରାଦ୍ଧ-୧୪୩୧ ସମ୍ବତ୍ସର-ପିଙ୍ଗଳ ମାଘମାସ- ଶୁକ୍ଳପକ୍ଷ ତିଥି- ଏକାଦଶୀ ଦିବା ଘ ୦୯/୫୪ ପର୍ଯ୍ୟନ୍ତ ତଦନ୍ତେ ଦ୍ୱାଦଶୀ ନକ୍ଷତ୍ର- ଆର୍ଦ୍ରା ଦିବା ଘ୧୨/୫୪ ପର୍ଯ୍ୟନ୍ତ ତଦନ୍ତେ ପୁନର୍ବସୁ…

୧୨ ଘଣ୍ଟା ଭିତରେ ବର୍ଷା ସମ୍ଭାବନା

ଆସନ୍ତା ୧୨ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଅଂଚଳରେ ବର୍ଷା ସମ୍ଭାବନା। ଆଭ୍ୟନ୍ତରୀଣ ଓଡ଼ିଶାର ବାଲେଶ୍ବର, ଭଦ୍ରକ ଜିଲ୍ଲାରେ ହାଲୁକାରୁ  ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ସମ୍ବଲପୁର, ଦେଓଗଡ଼ରେ ବର୍ଷାର ସମ୍ଭାବନା ନେଇ ୟେଲୋ ଆଲର୍ଟ ଜାରି…

ସୋମବାରଠୁ ଆଉ ୫ଜିଲାରେ ଗଡିଛି ଲକ୍ଷ୍ମୀ ବସ୍‌

ରାଜ୍ୟରେ ସୋମବାରଠୁ ଆଉ ୫ଜିଲାରେ ଗଡିଛି ଲକ୍ଷ୍ମୀ ବସ୍‌ । କଟକ, ସମ୍ବଲପୁର, ଝାରସୁଗୁଡା, ସୁବର୍ଣ୍ଣପୁର ଓ କନ୍ଧମାଳ ଜିଲାରେ ଆରମ୍ଭ ହୋଇଛି ଲକ୍ଷ୍ମୀ ବସ୍‌ ସେବା । ଭିଡ଼ିଓ କନଫରେନ୍ସିଂରେ ଏହି ସେବାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲକ୍ଷ୍ମୀ ବସ ଦ୍ୱାରା…