ଆଜି ରାଜ୍ୟ କ୍ୟାବିନେଟ୍

ଆଜି ରାଜ୍ୟ କ୍ୟାବିନେଟ୍। ପୂର୍ବାହ୍ନରେ ଲୋକସେବା ଭବନରେ ଚତୁର୍ଥ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକ​‌ରେ ବହୁ ଗୁରୁତ୍ଵପୂର୍ଣ୍ଣ ବିଷୟରେ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି। ବିଶେଷ କରି ରତ୍ନଭଣ୍ଡାର ମରାମତି…

ଘନଉଛି ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ ଆଶଙ୍କା

ଘନଉଛି ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ ଆଶଙ୍କା । ମିସାଇଲ ଲଞ୍ଚର ମୁଭ୍ ସହ ଇରାନ ସେନା ଡ୍ରିଲ ଆରମ୍ଭ କରିଥିବା ସୂଚନା ମିଳିଛି । ହମାସ ମୁଖ୍ୟ ଇସମାଇଲ ହାନିୟାଙ୍କୁ ଇସ୍ରାଏଲ ମାରିବା ପରେ ରକ୍ତମୁଖା ହୋଇପଡିଛି ଇରାନ । ସେପଟେ ଇସ୍ରାଏଲକୁ ଚାରିପଟୁ ଘେରିବାକୁ ଇରାନ,ହିଜବୁଲା, ହମାସ,ହୁତୀର ଯୋଜନା…

ଆଜିର ରାଶିଫଳ

ମେଷ: ଅଧୁରା ଥିବା କାମ ନିର୍ଦ୍ଧାରିତ ସମୟରେ ପୂରା କରିପାରିବେ। ଅଫିସରେ ନୂଆ ଦାୟିତ୍ବ ପାଇବେ। ମନ ପସନ୍ଦ ଜାଗାକୁ ବଦଳିର ସୂଚନା ପାଇବ। ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ। ‌ ବୃଷ: ପୂରା ଦିନ ଆପଣଙ୍କ ମନରେ ପ୍ରସନ୍ନତା ବଜାୟ ରହିବ। ନୂଆ କାରବାର ପାଇଁ ଭଲ ମଉକା ପାଇବେ। ଚାକିରିରେ…

ଓଡିଶା ହେବ ଗ୍ରୋଥ୍ ଇଞ୍ଜିନ୍ 

ପ୍ରଧାନମନ୍ତ୍ରୀଙ୍କ ବିକଶିତ ଭାରତରେ ଓଡିଶା ଏକ ଗ୍ରୋଥ୍ ଇଞ୍ଜିନ୍ ହେବାର ଲକ୍ଷ୍ୟ ରଖିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି । ଏହା ପୂର୍ବରୁ ୨୦୩୬ରେ ସ୍ୱତନ୍ତ୍ର ଓଡିଶା ଗଠନର ୧୦୦ ବର୍ଷ ପୂରଣ ହେଉଛି । ତେଣୁ ୨୦୩୬ ଓ ୨୦୪୭କୁ ଲକ୍ଷ୍ୟ ରଖି ଦୁଇଟି ଭିଜନ ଡକ୍ୟୁମେଣ୍ଟ…

ପ୍ରବଳ ବର୍ଷା

ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ । ୪ ଦିନ ଉତ୍ତର ଓ ଉପକୂଳ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଚେତାବନୀ ଦିଆଯାଇଛି ।ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଏହି ପୂର୍ବାନୁମାନ କରିଛନ୍ତି।ସକ୍ରିୟ ମୌସୁମୀ…

ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି

ଆଜି ଶ୍ରାବଣ-ଶୁକ୍ଳ ତୃତୀୟା ତିଥିରେ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିଲାଗି ୪ ଘଣ୍ଟା ପାଇଁ ବନ୍ଦ ରହିବ ସାଧାରଣ ଦର୍ଶନ ।  ଅପରାହ୍ନ ୫ ଟାରୁ ରାତି ୯ ଟା ପର୍ୟ୍ୟନ୍ତ ସାଧାରଣ ଭକ୍ତ ପାଇଁ ଶ୍ରୀ ମନ୍ଦିର ବନ୍ଦ ରହିବ।ଖବର ଅନୁସାରେ, ଏହା ମହାପ୍ରଭୁଙ୍କ ଏକ ଗୁପ୍ତ ସେବା ନୀତି ହୋଇଥିବାରୁ…

କାହିଁକି ଲଣ୍ଡନରେ ଶରଣ ନେଉଛନ୍ତି ନେତା

ବାଂଲାଦେଶରେ ସଂରକ୍ଷଣ ଉପରେ ଆରମ୍ଭ ହୋଇଥିବା ହିଂସା ପରିସ୍ଥିତିକୁ ଓଲଟାଇ ଦେଇଛି। ଇସ୍ତଫା ଦେବା ପରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଦେଶ ଛାଡିଛନ୍ତି। ବର୍ତ୍ତମାନ ଶେଖ ହସିନା ଭାରତରେ ଅଛନ୍ତି କିନ୍ତୁ ଏଠାରୁ ସେ ଲଣ୍ଡନ ଯିବାକୁ ପ୍ରସ୍ତୁତ ହେଉଥିବା କୁହାଯାଉଛି। ଏହାର ଗୋଟିଏ ଦିନ…

ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ

ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତ ମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ…

ଭାଙ୍ଗିଲା ବାଂଲାଦେଶ ସଂସଦ

ବାଂଲାଦେଶ ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ଦେଶର ସଂସଦ ଭଙ୍ଗ କରିବା ପାଇଁ ଏକ ଆଦେଶ ଜାରି କରିଛନ୍ତି । ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟର ପ୍ରେସ୍ ଶାଖା ପକ୍ଷରୁ ମଙ୍ଗଳବାର ପଠାଯାଇଥିବା ଏକ ବିଜ୍ଞପ୍ତିରେ ଏହି ସୂଚନା ଦିଆଯାଇଛି । ନୋଟିସରେ କୁହାଯାଇଛି ଯେ ରାଷ୍ଟ୍ରପତି ମହମ୍ମଦ…

ଫାଇନାଲରେ ନୀରଜ

ପୁଣି ଥରେ ଭାରତୀୟ ଆଥଲେଟିକ୍ସ ପାଇଁ ଅନେକ ରେକର୍ଡ ସୃଷ୍ଟି କରିଥିବା ନୀରଜ ଚୋପ୍ରା ଦ୍ୱିତୀୟ ଅଲିମ୍ପିକ୍ସରେ ନିଜ ଜାଭେଲିନ ଜରିଆରେ ଇତିହାସ ରଚିବାକୁ ଯାଉଛନ୍ତି । ହରିୟାଣାର ଏହି ୨୬ ବର୍ଷୀୟ ଖେଳାଳି ଅଲିମ୍ପିକ୍ସ ୨୦୨୪ ଯୋଗ୍ୟତା ପର୍ଯ୍ୟାୟରେ ଚମତ୍କାର ଜାଭେଲିନ୍ ଫିଙ୍ଗି ଫାଇନାଲରେ ପ୍ରବେଶ…