କେନ୍ଦୁଝର ହେବ ମେଗା ଷ୍ଟିଲ ପ୍ଲାଣ୍ଟ

ବିକଶିତ ଓଡିଶା ଗଠନ ପାଇଁ ମୋହନ ସରକାରଙ୍କ ସଂକଳ୍ପ । ଶିଳ୍ପ ସମୃଦ୍ଧ ହେବ ଓଡିଶା, ଆଉ ରହିବିନି ବେକାରୀ । ନିଜ ମାଟିରେ ରୋଜଗାର ପାଇବ ଓଡ଼ିଆ ପୁଅ । ଶିଳ୍ପ ବିଭାଗର ସମୀକ୍ଷା କରି ଅଧିକ ନିଯୁକ୍ତି ପ୍ରଦାନରକାରୀ କ୍ଷେତ୍ର ଗୁଡିକ ଉପରେ ଫୋକସ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ…

ଖାଇବା ପୂର୍ବରୁ ଦୁଇ ପାଙ୍ଖୁଡ଼ା ରସୁଣ; ଦୂର କରେ ଏହି ସବୁ ସ୍ୱାସ୍ଥ୍ୟ ସମସ୍ୟା

ରସୁଣର ଅନେକ ଔଷଧୀୟ ଗୁଣ ରହିଛି। ଏହାକୁ ଖାଇବା ଦ୍ୱାରା ଏକାଧିକ ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇଯାଏ ବୋଲି ବିବେଚନା କରାଯାଏ। କିନ୍ତୁ ଜାଣିଲେ ଆଶ୍ଚର୍ଯ୍ୟ ହେବେ, ଖାଇବା ପୂର୍ବରୁ କିମ୍ବା ଖାଦ୍ୟ ସହିତ ଯଦି ଦୁଇ ପାଙ୍ଖୁଡା ରସୁଣ ଖାଆନ୍ତି, ତେବେ ଅନେକ ଗମ୍ଭୀର ସ୍ୱାସ୍ଥ୍ୟ ସମସ୍ୟା ଦୂର…

ୱାୟନାଡ ଭୂ-ସ୍ଖଳନ ପୀଡ଼ିତଙ୍କୁ ସାହାଯ୍ୟର ହାତ ବଢାଇଲେ ଅଲ୍ଲୁ ଅର୍ଜୁନ

କେରଳର ୱାୟନାଡ ଜିଲ୍ଲାରେ ହୋଇଥିବା ଭୂସ୍ଖଳନରେ ମୃତ୍ୟୁସଂଖ୍ୟା ୩୫୦ ଅତିକ୍ରମ କରିଛି। ୱାୟନାଡର ପାହାଡ଼ିଆ ଅଞ୍ଚଳରେ ପ୍ରବଳ ବର୍ଷା ହେତୁ ଭୂସ୍ଖଳନ ହୋଇଥିବା ବେଳେ ୩୫୮ ଜଣଙ୍କର ମୃତ୍ୟୁ ଘଟିସାରିଲାଣି। କେରଳ ସରକାର ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି | ତେବେ ଏହି ବିପତ୍ତି ସମୟରେ କେରଳ…

୬ ଜିଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି

ବଙ୍ଗୋପସାଗରରେ ଶନିବାର ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି। ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ଉପରେ ଏହି ଲଘୁଚାପ କେନ୍ଦ୍ରୀଭୂତ ରହିଛି। ତେବେ ସମ୍ପୂର୍ଣ୍ଣ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନରୁ ବାୟୁମଣ୍ଡଳରେ ୭.୬ କି.ମି. ଉଚ୍ଚତା ଯାଏ ଲମ୍ବିଛି, ଯାହା ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ସୁଦୃଶ…

ଅଗଷ୍ଟ ୧୨ରେ ଇସ୍ରାଏଲ ଉପରେ ଆକ୍ରମଣ କରିପାରେ ଇରାନ

ହାମାସର ମୁଖ୍ୟ ଇସମାଇଲ ହାନିଆଙ୍କ ମୃତ୍ୟୁର ପ୍ରତିଶୋଧ ନେବାକୁ ଇରାନ ପ୍ରତିଶ୍ରୁତି ଦେଇଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନି ମଧ୍ୟ ଏହି ଆକ୍ରମଣକୁ ଅନୁମୋଦନ କରିଛନ୍ତି ଏବଂ ଇରାନ ସେନା ଖୁବଶୀଘ୍ର ଇସ୍ରାଏଲ ଉପରେ ଆକ୍ରମଣ କରିପାରେ ବୋଲି ସୂଚନା ମିଳିଛି । ଇରାନ ଅଗଷ୍ଟ ୧୨…

ପ୍ୟାରିସ ଅଲିମ୍ପିକ୍ସ : ପୁରୁଷ ହକିରେ ସେମିଫାଇନାଲକୁ ଗଲା ଭାରତ

ସୁପରସଣ୍ଡେରେ ଭାରତୀୟ ହକି ଟିମର ସୁପର ସୋ’। ରୋମାଞ୍ଚକର ମ୍ୟାଚରେ ଗ୍ରେଟ୍ ବ୍ରିଟେନକୁ ସୁଟଆଉଟରେ ହରାଇ ପ୍ୟାରିସ ଅଲିମ୍ପିକ୍ସରେ ସେମିଫାଇନାଲରେ ପହଞ୍ଚିଛି ଭାରତ । ୬୦ ମିନିଟରେ ସ୍ଥିତି ୧-୧ରେ ବରାବର ରହିବାରୁ ପେନାଲ୍ଟି ସୁଟଆଉଟର ସାହାରା ନିଆଯାଇଥିଲା । ସୁଟଆଉଟରେ ଭାରତ, ବ୍ରିଟେନକୁ…

ଓଡ଼ିଶାରେ ୩ ଲକ୍ଷରୁ ଅଧିକ ଘର ଏବଂ ପରିସରକୁ ଜିଓ ଫାଇବର ଏବଂ ଜିଓ ଏୟାରଫାଇବର ସଂଯୋଗ

ଓଡ଼ିଶାର ବିସ୍ତୀର୍ଣ୍ଣ ଗ୍ରାମାଞ୍ଚଳ ଏବଂ ସହର ଉପକଣ୍ଠ ଅଂଚଳରେ ଡିଜିଟାଲ୍ କ୍ରାନ୍ତି ସ୍ୱରୂପ ରିଲାଏନ୍ସ ଜିଓ ରାଜ୍ୟର ୩ ଲକ୍ଷରୁ ଅଧିକ ଘର ଏବଂ ପରିସରକୁ ଜିଓ ଫାଇବର ଏବଂ ଜିଓ ଏୟାରଫାଇବର ସେବା ମାଧ୍ୟମରେ ସଂଯୋଗ କରି ହାଇ ସ୍ପିଡ୍ ବ୍ରଡବ୍ୟାଣ୍ଡ ଏବଂ ବିଶ୍ୱ ସ୍ତରୀୟ ଘରୋଇ ମନୋରଞ୍ଜନ ସୁବିଧା…

ଲୋକପ୍ରିୟ ରାଜନେତା : ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଓ ୟୁକେ ପ୍ରଧାନମନ୍ତ୍ରୀ କିର ଷ୍ଟାର୍ମରଙ୍କୁ ପଛରେ ପକାଇଲେ…

ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁନର୍ବାର ବିଶ୍ବର ସବୁଠାରୁ ଲୋକପ୍ରିୟ ରାଜନେତା ଭାବେ ବିବେଚିତ ହୋଇଛନ୍ତି। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଓ ୟୁକେ ପ୍ରଧାନମନ୍ତ୍ରୀ କିର ଷ୍ଟାର୍ମରଙ୍କୁ ପଛରେ ପକାଇ ମୋଦୀ ଏହି କୃତିତ୍ବ ହାସଲ କରିଛନ୍ତି। ମର୍ଣ୍ଣିଂ କନ୍‌ସଲ୍ଟ ନାମକ ଏକ…

ଯାହା ଘର ଦୁର୍ବଳ ହେବ ସେହି ଘର ଭାଙ୍ଗିଯିବ, ଏଥିରେ କିଛି କହିବାର ନାହିଁ – ସାଂସଦ ଅପରାଜିତା ଷଡଙ୍ଗୀ

ମମତା ମହନ୍ତ ବିଜେଡ଼ି ଛାଡି ବିଜେପିରେ ମିଶିବା ପ୍ରସଙ୍ଗକୁ ନେଇ ଭୁବନେଶ୍ୱର ସାଂସଦଙ୍କ ବଡ଼ ପ୍ରତିକ୍ରିୟା। ସାଂସଦ ଅପରାଜିତା ଷଡଙ୍ଗୀ କହିଛନ୍ତି, ବର୍ତ୍ତମାନ ଟ୍ରେଲର ଦେଖିଛନ୍ତି, ଆଗକୁ ପୁରା ଫିଲ୍ମ ଦେଖିବେ। ଯାହା ଘର ଦୁର୍ବଳ ହେବ ସେହି ଘର ଭାଙ୍ଗିଯିବ, ଏଥିରେ କିଛି କହିବାର ନାହିଁ। ମମତା…

ଖୁବଶୀଘ୍ର ରାଜ୍ୟରେ ଲାଗୁ ହେବ ପେଶା ଆଇନ

ଖୁବଶୀଘ୍ର ରାଜ୍ୟରେ ଲାଗୁ ହେବ ପେଶା ଆଇନ । ବିଜେପି ଏସଟି ମୋର୍ଚ୍ଚା ସ୍ୱାଗତ ସମ୍ବର୍ଦ୍ଧନା ସଭାରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ଆଦିବାସୀଙ୍କ ବିକାଶ ପାଇଁ ବିଜେପି ସରକାର ସମର୍ପିତ । ନିର୍ବାଚନ ମଣ୍ଡଳୀକୁ କ୍ଲଷ୍ଟର କରାଯିବ । ଯେଉଁଠି…