ଅଡୁଆରେ ରାମପୁର ଏମପି ଜୟାପ୍ରଦା,ଜାମିନ ବିହୀନ ୱାରେଣ୍ଟ ଜାରି

ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ମାମଲାରେ ଅଭିନେତ୍ରୀ ତଥା ରାମପୁର ଏମପି ଜୟାପ୍ରଦା ଅଡୁଆରେ ପଡ଼ିଛନ୍ତି। ଏଥର ମଧ୍ୟ ସେ ଶୁଣାଣି ପାଇଁ କୋର୍ଟରେ ପହଞ୍ଚି ନାହାନ୍ତି। ସପ୍ତମ ଥର ପାଇଁ କୋର୍ଟ ତାଙ୍କ ବିରୋଧରେ ଜାମିନ ବିହୀନ ୱାରେଣ୍ଟ ଜାରି କରିଛନ୍ତି। ପୂର୍ବତନ ଏମପିଙ୍କୁ ଗିରଫ କରିବା…

ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କୁ ମିଳିବ ଛାତ୍ରବୃତ୍ତି

ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କୁ ମିଳିବ ଛାତ୍ରବୃତ୍ତି । ଛାତ୍ରଙ୍କୁ ବାର୍ଷିକ ୯ ହଜାର ଟଙ୍କା ମିଳିବାକୁ ଥିବାବେଳେ, ଛାତ୍ରୀଙ୍କୁ ୧୦ ହଜାର ଟଙ୍କା ମିଳିବ ବୋଲି ସୂଚନା ଦିଆଯାଇଛି । ଯାଜପୁରରେ ଆମ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ସୂଚନା ଦେଇଛନ୍ତି 5T ଅଧ୍ୟକ୍ଷ ଭିକେ…

ଜେଇଇ ପରୀକ୍ଷା ଫଳାଫଳ ଘୋଷଣା

ନ୍ୟାସନାଲ ଟେଷ୍ଟିଙ୍ଗ ଏଜେନ୍ସି (ଏନଟିଏ) ପକ୍ଷରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମୁଖ୍ୟ ପରୀକ୍ଷାର ରେଜଲ୍ଟ ଜାରି କରାଯାଇଛି । ଯେଉଁ ପ୍ରାର୍ଥୀମାନେ ଜେଇଇ ମେନ୍ସ ୨୦୨୪ର ସେସନ-୧ରେ ସାମିଲ ହୋଇଥିଲେ ସେମାନେ ଏନଟିଏ ଜେଇଇ ମେନ୍ସର ଅଫିସିଆଲ ୱେବସାଇଟ https://jeemain.nta.ac.in/କୁ…

ଦେଶକୁ ସାହାଯ୍ୟ କରିବ “ନୂଆ ଫିନଟେକ ସେବା”

ଶ୍ରୀଲଙ୍କା ଏବଂ ମରିସସରେ ଭାରତର ୟୁନିଫାଇଡ୍ ପେମେଣ୍ଟ ଇଣ୍ଟରଫେସ୍(ୟୁପିଆଇ) ସେବା ଆରମ୍ଭ ହୋଇଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହାକୁ ଐତିହାସିକ ଦିନ ବୋଲି କହିଛନ୍ତି । ଏହି ଅନଲାଇନ୍ କାର୍ଯ୍ୟକ୍ରମରେ ନରେନ୍ଦ୍ର ମୋଦୀ, ଶ୍ରୀଲଙ୍କାର ରାଷ୍ଟ୍ରପତି ରାନିଲ ବିକ୍ରମସିଙ୍ଘେ ଏବଂ ମରିସସର…

ଆମ୍ବର ଔଷଧୀୟ ଗୁଣ

ଖରା ଦିନରେ ଆମ୍ବ କାହାକୁ ବା ଭଲ ନଲାଗେ । ଖରା ଦିନରେ ଏହି ଫଳ ବଜାରରେ ପସରା ମେଲାଇଥାଏ । ଭାରତୀୟ ସଂସ୍କୃତି ସହ ଓତୋପ୍ରୋତଃ ଭାବରେ ଜଡ଼ିତ ଆମ୍ବ ପ୍ରାୟ ସମସ୍ତଙ୍କର ପ୍ରିୟ ଫଳ । ଏହି ଫଳରେ ରହିଛି ଅନେକ ଔଷଧୀୟ ଗୁଣ ।ଆମ୍ବରେ ପ୍ରାୟ ୨୦ ଟି ବିଭିନ୍ନ ଖଣିଜ ପଦାର୍ଥ ଏବଂ ଭିଟାମିନ୍ ଥାଏ I ଉଭୟ…

ଓଡ଼ିଶାର ମୁଦ୍ରାସ୍ଫୀତି ହାର ହ୍ରାସ

ଓଡ଼ିଶାର ଖୁଚୁରା ମୁଦ୍ରାସ୍ଫୀତି ୭.୫୫ ପ୍ରତିଶତକୁ ହ୍ରାସ ପାଇଛି। ଗୋଟିଏ ମାସ ପୂର୍ବରୁ ୨୦୨୩ ଡିସେମ୍ବରରେ ତାହା ୮.୭୩ ପ୍ରତିଶତ ଥିଲା। କେନ୍ଦ୍ର ସରକ‌ାର ଜାରି କରିଥିବା ତଥ୍ୟକୁ ଅନୁଶୀଳନ କରିବା ପରେ ଜଣାପଡ଼ିଛି ଯେ ରାଜ୍ୟରେ ଗ୍ରାମାଞ୍ଚଳ ତୁଳନାରେ ସହରାଞ୍ଚଳ ଲୋକମାନଙ୍କ ଉପରେ ଦରଦାମ୍‌ର…

ସୁରେଶ ରାଇନାଙ୍କୁ ବଡ଼ ଦାୟିତ୍ୱ !

ଭାରତୀୟ ଭେଟେରାନ ପ୍ରିମିୟର ଲିଗର ପ୍ରଥମ ସିଜନରେ ସେ ୟୁପି ବାଟାଲିୟନର ଅଧିନାୟକ ଭାବେ ସୁରେଶ ରାଇନା ନଜର ଆସିବେ। ଭାରତର ସର୍ବଶ୍ରେଷ୍ଠ ଟି -୨୦ ଖେଳାଳି ଭାବେ ବିବେଚିତ ହୋଇଥିବା ରାଇନା ଉତ୍ତରପ୍ରଦେଶ ପାଇଁ ନିଜର ବ୍ୟାଟିଂ ଦକ୍ଷତା ଏବଂ ଅଧିନାୟକତ୍ୱ ପ୍ରଦର୍ଶନ କରି IVPL ର ଏକ ଅଂଶ…

ପରଲୋକରେ ବରିଷ୍ଠ ଅଭିନେତା ଚକ୍ରଧର

ବରିଷ୍ଠ ଅଭିନେତା ଚକ୍ରଧର ଜେନାଙ୍କ ପରଲୋକ। ଚିକିତ୍ସିତ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଥିବା ଜଣାପଡିଛି। ଚିକିତ୍ସା ପାଇଁ ସେ ଭୁବନେଶ୍ୱର ଏମ୍ସର ICU ରେ ଭର୍ତ୍ତି ହୋଇଥିଲେ କିନ୍ତୁ ସେଠାରେ ତାଙ୍କର ଦେହାନ୍ତ ଘଟିଥିବା ସୂଚନା ମିଳିଛି । ତେବେ ଚକ୍ରଧରଙ୍କ ପରି ଜଣେ ବରିଷ୍ଠ କଳାକାରଙ୍କୁ…

ଆସୁଛି ବର୍ଷା

ପାଗରେ ପରିବର୍ତ୍ତନ ଘଟିଛି । ଏବେ ଧୀରେଧୀରେ ଥଣ୍ଡା କମିବାରେ ଲାଗିଛି । କଟକରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି । ୨୪ ଘଣ୍ଟା ମଧ୍ୟରେ ଦେବଗଡ଼ ଜିଲ୍ଲାରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି । ଏଠାରେ ୨୭.୨ ମିମି ବର୍ଷା ରେକର୍ଡ କରାଯାଇଛି । ଗତକାଲି ପଡ଼ୋଶୀରେ ରାଜ୍ୟରେ ପାଣିପାଗ…

ଆଜି ରେଡିଓ ଦିବସ

ଆଜି ରେଡିଓ ଦିବସ  । ଶବ୍ଦ, ସ୍ବର, ସଙ୍ଗୀତ, ସୃଜନଶୀଳତା ପାଇଁ କୋଟି କୋଟି ଲୋକଙ୍କ ପସନ୍ଦ ହୋଇଛି ରେଡିଓ ।  ଶ୍ରୋତାଙ୍କ ହୃଦୟରେ ବର୍ଷ ବର୍ଷ ଧରି ରହିଛି ରେଡିଓ ।  ରେଡିଓ ଶବ୍ଦ ଉଚ୍ଚାରଣ ହେବା ମାତ୍ରକେ ଜଣେ ଶ୍ରୋତା ପହଞ୍ଚେ  ଭିନ୍ନ ଦୁନିଆରେ, ଯେଉଁଠି ଥାଏ ତାଜା ଖବରଠାରୁ ଆରମ୍ଭ କରି…