ଭାରତ-ଶ୍ରୀଲଙ୍କା ପ୍ରଥମ ଦିନିକିଆ ଟାଇ
ଶ୍ରୀଲଙ୍କା ଗସ୍ତରେ ଦିନିକିଆ ଶୃଙ୍ଖଳାରେ ଭାରତ ପ୍ରଥମ ମ୍ୟାଚ୍କୁ ଅଳ୍ପକେ ହାତଛଡ଼ା କରିଛି। ଶ୍ରୀଲଙ୍କାର ୨୩୦ ରନ୍କୁ ପିଛା କରି ଭାରତ ମଧ୍ୟ ସମାନ ସ୍କୋରରେ ଅଟକିଯାଇଛି। ପ୍ରଥମ ମ୍ୟାଚ୍ ଟାଇ ରହିବାରୁ ଏବେ ଶୃଙ୍ଖଳାରେ ଜୀବିତ ରହିବାକୁ ହେଲେ ଭାରତକୁ ନିହାତି ବିଜୟ ଆବଶ୍ୟକ ହେଉଛି।…