ଚିନ୍ତାରେ ରାଜଧାନୀବାସୀ

ରାଜଧାନୀରେ ବର୍ଷାଦିନ କାରଣରୁ ମଶାମାନଙ୍କର ଉତ୍ପାତ ଦିନକୁ ଦିନ ବଢିବାରେ ଲାଗିଛି । ଏଥିଲାଗି ଏବେ ରାଜଧାନୀ ଭୁବନେଶ୍ବରରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୨୦୦ ଟପିଛି । ଜୁଲାଇ ମାସ ୨୬ ତାରିଖ ସୁଦ୍ଧା ରାଜଧାନୀରେ ଡେଙ୍ଗୁ ସଂକ୍ରମଣ ୧୧୫ ଥିଲାବେଳେ ଚଳିତ ମାସ ୨୭ ତାରିଖ ସୁଦ୍ଧା ୨୧୧ରେ ପହଞ୍ଚିଛି…

ରଘୁନାଥ ବେଶରୁ ବଞ୍ଚିତ ମହାପ୍ରଭୁ

ମହାପ୍ରଭୁଙ୍କ ଦୁର୍ଲଭ ରଘୁନାଥ ବେଶ ଅନନ୍ୟ ଓ ଅଭିନ୍ନ। ମର୍ଯ୍ୟାଦା ପୁରୁଷୋତ୍ତମ ରାମଚନ୍ଦ୍ରଙ୍କ ଜନ୍ମ ତିଥି ପୁଷ୍ୟାନକ୍ଷତ୍ର ଯୁକ୍ତ ହେଲେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଘୁନାଥ ବେଶ ହୋଇଥାଏ। ଇତିମଧ୍ୟରେ ଅନେକ ଥର ଏହି ତିଥି ଗଲାଣି। କିନ୍ତୁ ୧୧୯ ବର୍ଷ ହେବ ଏହି ଦୁର୍ଲଭ ବେଶ ଦର୍ଶନରୁ…

ଆଜିର ରାଶିଫଳ

ମେଷ: ସବୁ ସମସ୍ୟାର ସମାଧାନ ହେବ। ଜୀବନର ଆଗକୁ ବଢ଼ିବା ପାଇଁ ରାସ୍ତା ଖୋଲିବ। ଧର୍ମକାର୍ଯ୍ୟ କରିବା ଲାଗି ଯୋଜନା ପ୍ରସ୍ତୁତ କରିବେ। ଛାତ୍ରଙ୍କ କ୍ୟାରିୟରରେ ନୂଆ ପରିବର୍ତ୍ତନ ହେବ। ବୃଷ: ଆପଣଙ୍କର ପାଖ ଲୋକ ଆପଣଙ୍କ ଖୁସିକୁ ଦିଗୁଣା କରିଦେବେ। ବିବାହିତଙ୍କ ଲାଗି ସ୍ଥିତି ଭଲ ରହିବ।…

ଆଜିଠୁ ଅଭୟାରଣ୍ୟ ଭିତରେ ଆରମ୍ଭ ହେବ ସିଆରପିଏଫ୍ ଯବାନଙ୍କ ମିଳିତ କମ୍ବିଂ ଅପରେସନ୍

ଶିକାରୀ ଓ କାଠ ମାଫିଆ ମୁକ୍ତ ହେବ ଚନ୍ଦକା-ଡମପଡା ଅଭୟାରଣ୍ୟ।  ଆଜିଠୁ ଅଭୟାରଣ୍ୟ ଭିତରେ ଆରମ୍ଭ ହେବ ସିଆରପିଏଫ୍ ଯବାନଙ୍କ ମିଳିତ କମ୍ବିଂ ଅପରେସନ୍। କମ୍ବିଂରେ ସାମିଲ ହୋଇଛନ୍ତି ୪୫୦ ସିଆରପିଏଫ୍ ଯବାନ।  ୧୨ ଦିନ ଧରି ଏହି କାର୍ଯ୍ୟକ୍ରମ ଚାଲିବ।  ଦିନକୁ ଦିନ ଚନ୍ଦକା-ଡମପଡା ଅଭୟାରଣ୍ୟରେ…

ଅଲିମ୍ପିକ୍ସରେ ଇତିହାସ ରଚିଲେ ମୋନିକା

ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ଭାରତୀୟ ଟେବୁଲ ଟେନିସ୍‌ ଖେଳାଳି ମୋନିକା ବାତ୍ରା ଟେବୁଲ ଟେନିସରେ ଇତିହାସ ସୃଷ୍ଟି କରିଛନ୍ତି। ୩୨ର ରାଉଣ୍ଡରେ ମୋନିକା ଫ୍ରେଞ୍ଚ ପ୍ୟାଡଲର ପ୍ରୀତିକା ପାୱାଡେଙ୍କ ସହ ମୁହାଁମୁହିଁ ହୋଇଥିଲେ। ମୋନିକା ପାୱାଡେଙ୍କୁ କ୍ଲିନ୍‌ସୁଇପ୍‌ କରିଥିଲେ। ଏହା ପରେ ସେ ୧୬…

ଆଜି ବିଧାନସଭା ବଜେଟ୍ ଅଧିବେଶନର ସପ୍ତମ ଦିନ

ଆଜି ବିଧାନସଭା ବଜେଟ୍ ଅଧିବେଶନର ସପ୍ତମ ଦିନ। ପଞ୍ଚାୟତରାଜ ଓ ପାନୀୟ ଜଳ, ଗୃହ ନିର୍ମାଣ ଓ ପୌର ଉନ୍ନୟନ , ଜଙ୍ଗଲ ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ, ଗ୍ରାମ୍ୟ ଉନ୍ନୟନ , ସରକାରୀ ଉଦ୍ୟୋଗ, ଶ୍ରମ ଓ କର୍ମଚାରୀଙ୍କ ରାଜ୍ୟ ବୀମା ପ୍ରଶ୍ନକାଳ ରହିଛି। ବିଧାୟକମାନେ ଚାହିଁଲେ ଭିନ୍ନ ପ୍ରଶ୍ନ…

ମହାନଦୀରେ ବନ୍ୟା ଆଶଙ୍କା

ଉପରମୁଣ୍ଡରେ ଲଘୁଚାପ ଜନିତ ବର୍ଷା ଓ ହୀରାକୁଦ ଡ୍ୟାମ୍‌ରୁ ଚଳିତବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ ଯୋଗୁ ମହାନଦୀରେ ପାଣି ବଢ଼ିବାରେ ଲାଗିଛି। ଅନୁଗୋଳ ଜିଲାର ଆଠମଲ୍ଲିକଠାରେ ହୀରାକୁଦର ପାଣି ପହଞ୍ଚିବା ପରେ ମହାନଦୀର ଜଳସ୍ତର ବୃଦ୍ଧି ପାଇଛି। ଏଥିସହିତ ମହାନଦୀ ପାଣି ଦୁଇ କୂଳକୁ ଛୁଇଁଛି l…

 ଆଜି ଦିନ ୧୧ଟା ସୁଦ୍ଧା ମୁଣ୍ଡୁଳୀରେ ପହଞ୍ଚିବ ହୀରାକୁଦ ପାଣି

ଆଜି ଦିନ ୧୧ଟା ସୁଦ୍ଧା ମୁଣ୍ଡୁଳୀରେ ପହଞ୍ଚିବ ହୀରାକୁଦ ପାଣି । ରବିବାର ୩ଟି ପର୍ୟ୍ୟାୟରେ ହୀରାକୁଦ ଡ୍ୟାମର ୨୦ଟି ଗେଟ୍ ଖୋଲା ହୋଇଥିଲା । ଏହାପରେ ଆଜି ମୁଣ୍ଡୁଳୀରେ ପହଞ୍ଚିବ ହୀରାକୁଦ ପାଣି ।ମହାନଦୀ ଅବବାହିକାରେ ସମ୍ବଲପୁର, ସୋନପୁର, ନୟାଗଡ, ପୁରୀ, କଟକ, କେନ୍ଦ୍ରପଡା ଓ ଜଗତସିଂହପୁର…

ଆମେରିକା ନିର୍ବାଚନରେ ଅଦଳବଦଳ

ଆମେରିକା ନିର୍ବାଚନ ପାଖେଇ ଆସୁଛି । ଏଥିପାଇଁ ପ୍ରମୁଖ ଦଳ ମାନେ ନିଜ ନିଜ ରଣନୀତିକୁ ମଜବୁତ କରିବା ଲକ୍ଷ୍ୟରେ ରହିଛନ୍ତି । ଡେମୋକ୍ରାଟ ପାର୍ଟି ରାଷ୍ଟ୍ରପତି ପ୍ରାର୍ଥୀ ବଦଳାଇ ସାରିବା ପରେ ଏବେ ରିପବ୍ଲିକାନ ପାର୍ଟି ବି ବଦଳାଇପାରେ ଏହାର ପ୍ରାର୍ଥୀ । ଏନେଇ ଏକ ବଡ ଦାବି କରିଛନ୍ତି ହ୍ୱାଇଟ୍…

ହାଓଡ଼ା-ମୁମ୍ବାଇ ମେଲ୍ ଏକ୍ସପ୍ରେସ୍ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ

ହାଓଡ଼ା-ମୁମ୍ବାଇ ମେଲ୍ ଏକ୍ସପ୍ରେସ୍ ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା । ଏକ୍ସପ୍ରେସ୍ ଟ୍ରେନର ୩ଟି କୋଚ୍ ଲାଇନଚ୍ୟୁତ୍ ହୋଇଛି । ଏହି ଦୁର୍ଘଟଣାରେ ୬ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଅପରପକ୍ଷରେ ରେଳବାଇ ପକ୍ଷରୁ ହେଲ୍ପଲାଇନ୍ ନମ୍ବର ଜାରି କରାଯାଇଛି…