୨୪ ଘଣ୍ଟାରେ ପ୍ରବଳ ବର୍ଷା
ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ହୋଇଛି । ୩ ତାରିଖ ପର୍ଯ୍ୟନ୍ତ ଟୁଇନ ସିଟି ସମେତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗର ଆକଳନ । ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଆଲର୍ଟ। ବାଲେଶ୍ଵର,…