ଶ୍ରୀଲଙ୍କା କୁ ଘାଇଲା କଲା ଭାରତୀୟ ବୋଲର

ଦ୍ବିତୀୟ ଟ୍ବେଣ୍ଟି-୨୦ରେ ଶ୍ରୀଲଙ୍କା ଗସ୍ତରେ ଭାରତୀୟ ବୋଲର ପୁଣି ଥରେ ଚମକିଛନ୍ତି।ଭାରତୀୟ ବୋଲରଙ୍କ ମାପଚୁପ ବୋଲିଂରେ ଘାଇଲା ହୋଇ ଏକଦା ଦୃଢ଼ ସ୍ଥିତିରେ ଥିବା ଶ୍ରୀଲଙ୍କା ନିର୍ଦ୍ଧାରିତ ୨୦ ଓଭରରେ ୯ ୱିକେଟ୍ ହରାଇ କେବଳ ୧୬୧ ରନ୍ କରିଛି। ଅଳ୍ପକେ ହ୍ୟାଟ୍ରିକ୍‌ରୁ ବଞ୍ଚିତ ହୋଇଥିବା…

ଆଜିଠୁ ପୁଣି ସରଗରମ ହେବ ବିଧାନସଭା

ଦୁଇ ଦିନର ବିରତି ପରେ ଆଜିଠୁ ପୁଣି ସରଗରମ ହେବ ବିଧାନସଭା। ୨୦2୪-୨୫ ଆର୍ଥିକ ବଜେଟ୍ ଉପରେ ଗୃହରେ ସାଧାରଣ ଆଲୋଚନା ଆରମ୍ଭ ହେବ।  ୨ ଲକ୍ଷ ୬୫ ହଜାର କୋଟିର ବଜେଟ୍ ମୋହନ ସରକାର ଆଣିଛନ୍ତି। ତେବେ ଏହାଉପରେ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ ସେମାନଙ୍କର ମତ ରଖିଛି। ଏହାରି ଭିତରେ ବିରୋଧୀଙ୍କ…

୨୮ ଦିନରେ ୧୨ ଭାରତୀୟ ଯବାନ ସହିଦ

ପାକିସ୍ତାନ ପ୍ରାୟୋଜିତ ଆତଙ୍କବାଦୀ କାର୍ଯ୍ୟକଳାପ ଜମ୍ମୁ ଓ କଶ୍ମୀରରେ ଅଚାନକ ବୃଦ୍ଧି ପାଇଛି। ଏହାସହ ସୀମାରେ ପାକିସ୍ତାନୀ ଆତଙ୍କବାଦୀ ଏବଂ ସେନା ସଦସ୍ୟଙ୍କ ମିଳିତ ବାହିନୀ ବର୍ଡର୍‌ ଆକ୍ସନ୍‌ ଟିମ୍‌ (ବ୍ୟାଟ୍‌)ର ଆକ୍ରମଣ ମଧ୍ୟ ଉଦ୍‌ବେଗର କାରଣ ପାଲଟିଛି । ଏହି ଆକ୍ରମଣରେ ଗତ ୨୮ ଦିନ…

ଆଜିର ରାଶିଫଳ

ମେଷ: ଆପଣ ଭାବିଥିବା କାମ ପୂରା ହୋଇଯିବ। ପ୍ରସାଧନ ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ହେବ। ଚାକିରିଆଙ୍କ ଲାଗି ଦିନଟି ଭଲ। ପରିବାରରୁ ଅଶାନ୍ତି ଦୂର ହେବ। ଲେଖାପଢ଼ାରେ ଅଧିକ ପରିଶ୍ରମ କରନ୍ତୁ। ବୃଷ: ଶାନ୍ତ ରହି ନିଜର ପ୍ରାଥମିକତା ସ୍ଥିର କରନ୍ତୁ। ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରନ୍ତୁ।…

ହେଜବୁଲ୍ଲାର ରକେଟ୍‌ ମାଡ଼ରେ ୧୨ ଶିଶୁଙ୍କ ମୃତ୍ୟୁ

ଲେବାନନ୍‌ର ବିଦ୍ରୋହୀ ସଂଗଠନ ହେଜବୁଲ୍ଲାର ରକେଟ୍‌ ଆକ୍ରମଣରେ ଇସ୍ରାଏଲ ଅଧିକୃତ ଗୋଲାନ୍‌ ହାଇଟ୍‌ସର ଏକ ଖେଳପଡ଼ିଆରେ ଖେଳୁଥିବା ୧୨ ଶିଶୁଙ୍କ ମୃତ୍ୟୁ ଘଟିଥିଲା। ଏହି ଆକ୍ରମଣର ଜବାବ ଦେବାକୁ ଇସ୍ରାଏଲ୍‌ ଅଭିଯାନ ଆରମ୍ଭ କରିଛି। ଆଜି ଇସ୍ରାଏଲ୍‌ ପ୍ରତିରକ୍ଷା ବାହିନୀ (ଆଇଡିଏଫ୍‌)ର…

୩୧ ଯାଏଁ ପ୍ରବଳ ବର୍ଷା

ଓଡିଶାରେ ଲଘୁଚାପ ପ୍ରଭାବରେ ବର୍ଷା ଲାଗି ରହିବ ବୋଲି ଜଣାପଡିଛି । ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ୫ ଟି ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକ ହେଲେ ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ନୂଆପଡା ଓ…

ଆସନ୍ତା ୩ ତାରିଖ ଯାଏଁ ଦକ୍ଷିଣ, ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା

ଆସନ୍ତା ୩ ତାରିଖ ଯାଏଁ ଦକ୍ଷିଣ, ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ରହିଛି। ଏନେଇ ଜିଲା ପ୍ରଶାସନକୁ ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପକ୍ଷରୁ କୁହାଯାଇଛି। ସେହିପରି କ୍ଷୟକ୍ଷତି ରିପୋର୍ଟ ତୁରନ୍ତ ଦେବାକୁ ନିର୍ଦେଶ ଦେଇଛନ୍ତି। ଆଜି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼,…

ରତ୍ନଭଣ୍ଡାର ସ୍ଥିତି ଓ ସ୍ଥାୟୀତ୍ୱ ନେଇ ଆଜି ପୂର୍ବାହ୍ନରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

ରତ୍ନଭଣ୍ଡାର ସ୍ଥିତି ଓ ସ୍ଥାୟୀତ୍ୱ ନେଇ ଆଜି ପୂର୍ବାହ୍ନରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ । ଏହି ବୈଠକରେ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ୱନାଥ ରଥ ଅଧ୍ୟକ୍ଷତା କରିବେ। ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବସିବାକୁ ଥିବା ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏଏସଆଇ ଅଧିକାରୀମାନେ…

ଶ୍ରାବଣ ମାସ ର ଦ୍ୱିତୀୟ ସୋମବାର

ଆଜି ଶ୍ରାବଣ ମାସ ଦ୍ୱିତୀୟ ସୋମବାର, ଚଳଚଞ୍ଚଳ ହୋଇଉଠିଛି ରାଜ୍ୟର ପ୍ରମୁଖ ଶୈବପୀଠ। ସକାଳୁ ସକାଳୁ ବିଭିନ୍ନ ଶିବମନ୍ଦିରରେ ଲାଗିଛି କାଉଡିଆଙ୍କ ଭିଡ଼। ଧାଡ଼ିବାନ୍ଧି ଲାଇନରେ ଯାଇ ଦେବ ଦେବ ମହାଦେବଙ୍କୁ ଜଳାଭିଷେକ କରି ଆଶିଷ ଭିକ୍ଷା କରୁଛନ୍ତି ଭକ୍ତ। ରାଜଧାନୀ ଭୁବନେଶ୍ୱରର ଆରାଧ୍ୟ ଲିଙ୍ଗରାଜ,…

ସେପ୍ଟେମ୍ବରରୁ ସୁଭଦ୍ରା ଯୋଜନା ଲାଗୁ

ଆସନ୍ତା ସେପ୍ଟେମ୍ବର ୧୭ ରୁ ଆରମ୍ଭ ହେବାକୁ ଯାଉଛି ସୁଭଦ୍ରା ଯୋଜନା । କ୍ୟାବିନେଟ ନିଷ୍ପତ୍ତି ପରେ ବଜେଟରେ ସୁଭଦ୍ରା ଯୋଜନା ପାଇଁ ୧୦ ହଜାର କୋଟି ଟଙ୍କା ବ୍ୟୟ ବରାଦ ହୋଇଛି । ଅର୍ଗସକୁ ଦେଇଥିବା ଏକ୍ସକ୍ଲୁସିଭ୍ ପ୍ରତିକ୍ରିୟାରେ ଏନେଇ ସୂଚନା ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ…