ଆଜିଠାରୁ ଆରମ୍ଭ ହେଉଛି କ୍ରୀଡ଼ା ମହାକୁମ୍ଭ ପ୍ୟାରିସ୍ ଅଲିମ୍ପିକ୍ସ
ଆଜିଠାରୁ ଆରମ୍ଭ ହେଉଛି ବିଶ୍ବର ସର୍ବବୃହତ୍ କ୍ରୀଡ଼ା ମହାକୁମ୍ଭ ପ୍ୟାରିସ୍ ଅଲିମ୍ପିକ୍ସ। ଗ୍ରୀଷ୍ମକାଳୀନ ଅଲିମ୍ପିକ୍ସର ଏହା ୩୩ତମ ସଂସ୍କରଣ। ୧୯୦୦ରେ ପ୍ୟାରିସରେ ଅଲିମ୍ପିକ୍ସର ୨ୟ ସଂସ୍କରଣ ଅନୁଷ୍ଠିତ ହୋଇଥିବା ବେଳେ ୧୯୨୪ରେ ୨ୟ ଥର ପ୍ୟାରିସ୍ ସହରରେ ଅଲିମ୍ପିକ୍ସ ଅନୁଷ୍ଠିତ ହୋଇଥିଲା।…