ଓୟୁଏଟି ପକ୍ଷରୁ ନିଯୁକ୍ତି

ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) ତରଫରୁ କିଛି ପଦରେ ନିଯୁକ୍ତି ଦିଅ।।ଯିବ । ଏନେଇ ଓୟୁଏଟି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରାର୍ଥୀଙ୍କୁ ଶାରୀରିକ ଶିକ୍ଷା ପ୍ରଶିକ୍ଷକ (ପିଇଆଇ)ରେ ନିଯୁକ୍ତି ଦିଆଯିବ । ପ୍ରାର୍ଥୀଙ୍କୁ ମାସିକ ୨୦ ହଜାର ଟଙ୍କା ବେତନ ପ୍ରଦାନ କରାଯିବ…

ଏନଟିଆର ହ୍ରିତିକ ମଧ୍ୟରେ କଡ଼ା ଟକ୍କର

ସୁପରଷ୍ଟାର ଜୁନିଅର ଏନଟିଆର ତାଙ୍କର ଆଗାମୀ ଚଳଚ୍ଚିତ୍ର ‘ଯୁଦ୍ଧ ୨’ ପାଇଁ ପ୍ରସ୍ତୁତ ହେଉଛନ୍ତି । ଏଥିରେ ସେ ବଲିଉଡର ହ୍ୟାଣ୍ଡସମ ହଙ୍କ୍ ହ୍ରିତିକ ରୋଶନଙ୍କ ସହ ସ୍କ୍ରିନ୍ ସେୟାର କରୁଥିବା ନଜର ଆସିବେ । ଆସନ୍ତା ମାସରେ ମୁମ୍ବାଇରେ ଆରମ୍ଭ ହେବାକୁ ଥିବା ଫିଲ୍ମର ଦ୍ୱିତୀୟ କାର୍ୟ୍ୟସୂଚୀ…

ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ

ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି। ଅଧିବେଶନର ପ୍ରଥମ ଦିନରେ ଆଜି ନିଟ୍‌-ୟୁଜି ପେପର୍‌ ଲିକ୍‌ ମାମଲାକୁ ନେଇ ଲୋକସଭାରେ ଶାସକ ଏବଂ ବିରୋଧୀ ଦଳ ମୁହାଁମୁହିଁ ହୋଇଛନ୍ତି। କଂଗ୍ରେସ ସାଂସଦ ତଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଆଜି ନିଟ୍‌ ମାମଲାରେ କେନ୍ଦ୍ର…

କେନ୍ଦ୍ର ବଜେଟ

ଲୋକ ସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ସମ୍ପୂର୍ଣ୍ଣ ବଜେଟ ଉପସ୍ଥାପନ କରିଛନ୍ତି। ବଜେଟରେ ଅର୍ଥମନ୍ତ୍ରୀ ପ୍ରତିରକ୍ଷା ବିଭାଗକୁ ୪,୫୪,୭୭୩ କୋଟି, ଗ୍ରାମ୍ୟ ଉନ୍ନୟନକୁ ୨,୬୫,୮୦୮ କୋଟି, କୃଷି କ୍ଷେତ୍ରକୁ ୧,୫୧,୮୫୧ କୋଟି, ଗୃହ ବିଭାଗକୁ ୧,୫୦,୯୮୩ କୋଟି,…

ଆମେରିକା ରାଷ୍ଟ୍ରପତି ଦୌଡ଼ରେ କମଲା ହାରିସ୍‌

ଆମେରିକା ରାଷ୍ଟ୍ରପତି ନିର୍ବାଚନ ପାଇଁ ଡେମୋକ୍ରାଟ ଦଳର ପ୍ରାର୍ଥତ୍ତ୍ୱ ଦୌଡ଼ରୁ ରାଷ୍ଟ୍ରପତି ଜୋ ବାଇଡେନ୍‌ ଓହରିଯିବା ପରେ ଉପରାଷ୍ଟ୍ରପତି କମଲା ହାରିସ୍‌ଙ୍କ ପ୍ରତି ସମର୍ଥନ ବଢ଼ିଛି। ବାଇଡେନ୍‌ ନିର୍ବାଚନ ଲଢ଼ିବେ ନାହିଁ ବୋଲି ରବିବାର ଘୋଷଣା କରିବା ସହ ହାରିସ୍‌ଙ୍କୁ ଡେମୋକ୍ରାଟିକ୍‌…

ବର୍ଷାରେ ଭିଜୁଛି ଓଡ଼ିଶା

ବିଭିନ୍ନ ସ୍ଥାନରେ ଶ୍ରାବଣର ବର୍ଷାରେ ଭିଜୁଛି ଓଡ଼ିଶା । ତେବେ ଏହାମଧ୍ୟରେ ଆସନ୍ତା ୩ ଘଣ୍ଟା ପାଇଁ ୬ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ଏହି ସମୟ ମଧ୍ୟରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବୌଦ୍ଧ, କନ୍ଧମାଳ, ବଲାଙ୍ଗୀର ସମେତ କଳାହାଣ୍ଡି, ଗଞ୍ଜାମ ଏବଂ…

ଶସ୍ତା ହେଲା ଏହି ସବୁ ଜିନିଷ

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ  ବଜେଟ୍ ଉପସ୍ଥାପନ କରିଛନ୍ତି। ବଜେଟରେ କଣ ଶସ୍ତା ହେଲା ତାକୁ ନେଇ ଅର୍ଥମନ୍ତ୍ରୀ କହିଛନ୍ତି । ନିର୍ମଳା ସୀତାରମଣ ତାଙ୍କ ବଜେଟ୍ ଅଭିଭାଷଣରେ ଗରିବ, ଯୁବପିଢ଼ି, ମହିଳା, କୃଷକ ଇତ୍ୟାଦିଙ୍କୁ ଗୁରୁତ୍ବ ଦେଇଥିବା ବେଳେ ସୁନା ଦର କମିଛି। ସୁନା ଓ ରୂପା…

ଇସ୍ରାଏଲ ଆକ୍ରମଣରେ ୩୯ ପାଲେଷ୍ଟିନୀୟ ମୃତ

ଇସ୍ରାଏଲ ପକ୍ଷରୁ ଶନିବାର ପାଲେଷ୍ଟାଇନ ଅନ୍ତର୍ଗତ ଗାଜାର ବିଭିନ୍ନ ସ୍ଥାନରେ ପ୍ରବଳ ବୋମାମାଡ କରାଯାଇଥିବାବେଳେ ୩୯ ଜଣ ପ୍ରାଣ ହରାଇଥିବା ଜଣାପଡିଛି। ମୃତକଙ୍କ ମଧ୍ୟରେ ସ୍ଥାନୀୟ କେତେକ ସାମ୍ବାଦିକ ସାମିଲ ଅଛନ୍ତି। ଏପର୍ଯ୍ୟନ୍ତ ଇସ୍ରାଏଲ ଆକ୍ରମଣରେ ୧୫୧ ସାମ୍ବାଦିକଙ୍କର ମୃତ୍ୟୁ ଘଟିଛି ବୋଲି…

ଗୋଟାଏ ଫିଲ୍ମ ପାଇଁ ୧୦ରୁ ୧୫ କୋଟି ଟଙ୍କା ନିଅନ୍ତି କରୀନା

କରୀନା ତାଙ୍କର ଗୋଟାଏ ଫିଲ୍ମ ପାଇଁ ୧୦ରୁ ୧୫ କୋଟି ଟଙ୍କା ନିଅନ୍ତି। କରୀନା ଏକ ବ‌ାର୍ତ୍ତାଳାପ ଜରିଆରେ ନିଜେ ଏହି କଥାକୁ ପରୋକ୍ଷାରେ ସତ ବୋଲି କହିଛନ୍ତି। ଯେତେବେଳେ ଏକ ସାକ୍ଷାତ୍‌କାରରେ କରୀନାଙ୍କୁ ପଚରାଗଲା କି ସେ ଗୋଟାଏ ସିନେମା ପାଇଁ ୧୦-୧୫ କୋଟି ଟଙ୍କା ଫିସ୍‌ ନେଉଛନ୍ତି…

ସାରା ରାଜ୍ୟରେ ୩୦୦୦ ନୂଆ ଡାକ୍ତରଙ୍କୁ ନିଯୁକ୍ତି ଦିଆଯିବ

ରାଜ୍ୟରେ ନୂଆ ସରକାରଙ୍କୁ ନୂଆ ବିରୋଧୀ ଦଳ । ଏଥର ଦୀର୍ଘ ୨୫ ବର୍ଷ ପରେ ବିଧାନସଭାରେ ଦେଖିବାକୁ ମିଳିଛି ନୂଆ ମାହୋଲ । ନୂଆ ସରକାରଙ୍କ ପ୍ରଥମ ବଜେଟ୍ ଅଧିବେଶନ ପୂର୍ବରୁ ଗୃହକୁ ସମ୍ବୋଧନ କରିବା କ୍ରମରେ ଅଭିଭାଷଣ ରଖିଛନ୍ତି ରାଜ୍ୟପାଳ ରଘୁବର ଦାସ ।ନିଜ ଅଭିଭାଷଣରେ ନୂଆ ସରକାରଙ୍କ ପ୍ରତିଶୃତି…