ମୁହଁ ଖୋଲିଲେ ଗମ୍ଭୀର

ଆଇପିଏଲ ୨୦୨୩ ସମୟରେ ବିରାଟ କୋହଲି ଏବଂ ଗୌତମ ଗମ୍ଭୀରଙ୍କ ମଧ୍ୟରେ ବିବାଦ ଥିବା ସମସ୍ତେ ଜାଣନ୍ତି। ଆଇପିଏଲ୍‌ରେ ଗମ୍ଭୀର ଲକ୍ଷ୍ନୌ ସୁପର ଜିଆଣ୍ଟସର ପରାମର୍ଶଦାତା ଥିଲେ ଏବଂ କୋହଲି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପାଇଁ ଖେଳୁଥିଲେ। ଆରସିବି ବନାମ ଏଲଏସଜି ମ୍ୟାଚ ପରେ ଦୁହେଁ ପଡ଼ିଆରେ…

ଷଷ୍ଠ ଶ୍ରେଣୀରୁ ପିଲାଙ୍କୁ ଦିଆଯିବ କୋଚିଂ

ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ସୋମବାର ଆରମ୍ଭ ହୋଇଛି। ଏହି ଅବସରରେ ରାଜ୍ୟପାଳ ତାଙ୍କ ଅଭିଭାଷଣ ରଖିିଛନ୍ତି। ତାଙ୍କ ଅଭିଭାଷଣରେ ରାଜ୍ୟରେ ଯୁବବର୍ଗଙ୍କୁ ନିଯୁକ୍ତି ସହିତ କୃଷି, ସ୍ବାସ୍ଥ୍ୟ ଆଦି ବିଭିନ୍ନ କ୍ଷେତ୍ରକୁ ଗୁରୁତ୍ୱ ଦିଆଯାଇଛି। ଏହା ସହ ଶିକ୍ଷା ଉପରେ ବିଶେଷ ଧ୍ୟାନ…

ବଦଳିବ ସ୍ବାସ୍ଥ୍ୟକେନ୍ଦ୍ରର ନାମ

ଅବସରରେ ରାଜ୍ୟପାଳ  ତାଙ୍କ ଅଭିଭାଷଣ ରଖି କହିଛନ୍ତି, ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଲାଗୁ କରାଯିବ। ଏହା ସମସ୍ତ ଯୋଗ୍ୟ ଓଡ଼ିଶାବାସୀଙ୍କ ପାଇଁ ସାର୍ବଜନୀନ ସ୍ବାସ୍ଥ୍ୟ ସେବା ଯୋଗାଇବ।ଅନ୍ୟପକ୍ଷେ  ରାଜ୍ୟରେ ୩ ହଜାର ନୂଆ ଡାକ୍ତରଙ୍କୁ ନିଯୁକ୍ତ କରାଯିବା ସହ  ଉପକେନ୍ଦ୍ର…

ଶେୟାର ବଜାର ଲାଲ୍

ସପ୍ତାହର ପ୍ରଥମ ବାଣିଜ୍ୟ ଦିନ ଏବଂ ମୌସୁମୀ ଅଧିବେଶନ ଆରମ୍ଭ, ସେପଟେ କେନ୍ଦ୍ର ବଜେଟ ମଧ୍ୟ ଆସିବାକୁ ଯାଉଛି। ଏହି ଅବସରରେ ବ୍ୟାଙ୍କ ନିଫ୍ଟି ସମେତ ଆଇଟି ଏବଂ ଅଟୋ ଷ୍ଟକ୍ରେ ହ୍ରାସ ପାଇଛି।ସଂସଦରେ ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅପରାହ୍ନ ୧ ଟାରେ ଅର୍ଥନୈତିକ ସର୍ଭେ ଉପସ୍ଥାପନ କରିବେ।…

ବିଶ୍ୱ ଐତିହ୍ୟ ଅଧିବେଶନର ଆୟୋଜନ ଭାରତରେ ସଫଳତାର ନୂଆ କୀର୍ତ୍ତିମାନ ଗଢିବ- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଦିଲ୍ଲୀସ୍ଥିତ ଭାରତ ମଣ୍ଡପରେ ଆରମ୍ଭ ହୋଇଛି ବିଶ୍ୱ ଐତିହ୍ୟ କମିଟିର ୪୬ ତମ ଅଧିବେଶନ। ଦେଶରେ ପ୍ରଥମ ଥର ହେଉଥିବା ଏହି ବୈଠକକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ବିଶ୍ୱ ଐତିହ୍ୟ କମିଟିକୁ ୧୦ ଲକ୍ଷ ଡଲାର ସହାୟତା ଘୋଷଣା କରିଛନ୍ତି ।…

ଆଜି ଠାରୁ ଯୁକ୍ତ୨ ପ୍ରଥମ ବର୍ଷ ପ୍ରଥମ ପର୍ଯ୍ୟାୟ ନାମଲେଖା ଆରମ୍ଭ

୨୦୨୪-୨୫ ଶିକ୍ଷାବର୍ଷ ପାଇଁ ଯୁକ୍ତ୨ ପ୍ରଥମ ବର୍ଷ ପ୍ରଥମ ପର୍ଯ୍ୟାୟ ନାମଲେଖା ସୋମବାରଠାରୁ ଆରମ୍ଭ ହେବ। ମୋଟ ୪,୨୬,୪୭୨ ଛାତ୍ରୀଛାତ୍ର ନାମଲେଖା ପାଇଁ ଚୟନ ହୋଇଛନ୍ତି। ଛାତ୍ରୀଛାତ୍ରମାନେ ୨୭ ତାରିଖ ମଧ୍ୟରେ ନାମ ଲେଖାଇବେ। ପ୍ରତି ଘଣ୍ଟାରେ କଲେଜରେ ୧୫ଜଣଙ୍କର ନାମଲେଖା କରାଯିବ। ଅଗଷ୍ଟ ୫ରେ…

ରାଜ୍ୟର ବିଭିନ୍ନ ଶୈବ ପୀଠରେ କାଉଡିଆଙ୍କ ଲମ୍ୱାଧାଡି

ଆଜି ଶ୍ରାବଣ ମାସର ପ୍ରଥମ ସୋମବାର । ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ ଦେଖିବାକୁ ମିଳିଛି । ଦୂର ଦୂରାନ୍ତରୁ ପାଣି ଆଣି ଆସୁଥିବା କାଉଡିଆ ତଥା ଶିବ ଭକ୍ତଙ୍କ ଲମ୍ୱାଧାଡି ବିଭିନ୍ନ ଶୈବପୀଠକୁ ଲମ୍ୱିଛି । ଅନେକ ଶ୍ରଦ୍ଧାଳୁ…

ଅଧିବେଶନ ଆରମ୍ଭରୁ ହିଁ ଗୃହରେ ହଟ୍ଟଗୋଳ

ଆରମ୍ଭ ହେଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ । ଓଡିଶା ବିଧାନସଭାର ବଜେଟ୍ ଅଧିବେଶନ ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେଇଛି । ତେବେ ଅଧିବେଶନ ଆରମ୍ଭରୁ ହିଁ ଗୃହରେ ହଟ୍ଟଗୋଳ ଦେଖିବାକୁ ମିଳିଛି । ଆଜି ଗୃହ ଆରମ୍ଭ ହେବା ପରେ ପରେ ଗୃହରେ ବିଧାୟକମାନଙ୍କ ଜୟ ଶ୍ରୀରାମ ଏବଂ ଜୟ ଜଗନ୍ନାଥ…

୨୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ଆଲର୍ଟ

୨୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ଆଲର୍ଟ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର । ଆଜି ପାଇଁ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟଲୋ ଆଲର୍ଟ ଜାରି କରାଯାଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର,…

ରାଷ୍ଟ୍ରପତି ଦୌଡ଼ରୁ ଓହରିଲେ ବାଇଡେନ୍‌

ରାଷ୍ଟ୍ରପତି ଜୋ ବାଇଡେନ୍‌ ୨୦୨୪ ଆମେରିକା ରାଷ୍ଟ୍ରପତି ନିର୍ବାଚନ ଦୌଡ଼ରୁ ଆଜି ଓହରି ଯାଇଛନ୍ତି। ଡେମୋକ୍ରାଟିକ ଦଳ ଚଳିତ ନିର୍ବାଚନ ପାଇଁ ଆନୁଷ୍ଠାନିକ ଭାବେ ପ୍ରାର୍ଥୀ ଘୋଷଣା କରିବା ପୂର୍ବରୁ ୮୧ ବର୍ଷୀୟ ବାଇଡେନ ପୁନଃ ରାଷ୍ଟ୍ରପତି ନିର୍ବାଚନରେ ପ୍ରତିଦ୍ବନ୍ଦ୍ବିତା କରିବେ ନାହିଁ…