ରାଜ୍ୟରେ ବଢ଼ିଲେ ୧.୫୪ ଲକ୍ଷ ମୋବାଇଲ ଗ୍ରାହକ

ଓଡ଼ିଶାରେ ମୋବାଇଲ ଫୋନ ନେଟୱର୍କରେ ୧ ଲକ୍ଷ ୫୪ ହଜାର ୧୪୧ ନୂଆ ଗ୍ରାହକ ଯୋଡ଼ି ହୋଇଛନ୍ତି। ଏଥିଯୋଗୁ ରାଜ୍ୟରେ ମୋଟ ‌ମୋବାଇଲ ଫୋନ ଗ୍ରାହକଙ୍କ ସଂଖ୍ୟା ୩ କୋଟି ୩୮ ଲକ୍ଷ ୭୪ ହଜାର ୬୧୬ରେ ପହଞ୍ଚିଛି। ଏପ୍ରିଲ ମାସରେ ଏମାନଙ୍କ ସଂଖ୍ୟା ୩ କୋଟି ୩୭ ଲକ୍ଷ ୨୦ ହଜାର ୪୭୫ ରହିଥିଲା।…

ଟମାଟୋ ଖାଉଥିଲେ ଜାଣି ରଖନ୍ତୁ

ଟମାଟୋ ଖାଇବା ଶରୀର ପାଇଁ ହିତକର। ଅନେକ ପ୍ରକାର ରୋଗରେ ଟମାଟୋକୁ ଔଷଧ ଭାବେ ଗ୍ରହଣ କରାଯାଏ। ଜାଣନ୍ତୁ ସେ ସମ୍ପର୍କରେ। -ଟମାଟୋରେ କ୍ୟାଲ୍‌ସିୟମ ଓ ଫସ୍‌ଫରସ୍‌ ରହିଥାଏ। ଏହା ହାଡ଼କୁ ମଜଭୂତ କରିଥାଏ। -ଟମାଟୋରେ ଭିଟାମିନ୍‌ ଏ ପ୍ରଚୁର ମାତ୍ରାରେ ରହିଥାଏ। ଏହା ଆଖିର ଦୃଷ୍ଟିଶକ୍ତି…

ଆକ୍ସନ ଅବତାର ଶାହିଦ୍‌

ତେରୀ ବାତୋ ମେଁ ଐସା ଉଲ୍‌ଝା ଜିଆ’ ପରେ ବଲିଉଡ୍‌ ଅଭିନେତା ଶାହିଦ୍‌ କପୁରଙ୍କୁ ଫିଲ୍ମ ‘ଦେବା’ରେ ଦେଖିବାକୁ ମିଳିବ। ‘ଜି ଷ୍ଟୁଡିଓଜ୍‌’ ଓ ‘ରଏ କପୁର ଫିଲ୍ମସ୍‌’ ପକ୍ଷରୁ ନିର୍ମିତ ହୋଇଥିବା ଏହି ଫିଲ୍ମରେ ରୋଶନ୍‌ ଆଣ୍ଡ୍ୟୁଜ୍‌ ନିର୍ଦ୍ଦେଶନା ଦେଉଥିବା ବେଳେ ସିଦ୍ଧାର୍ଥ ରଏ କପୁର ଏହି…

ଖସିଲା ଶେୟାର ବଜାର

ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ ଦିନର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି।ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୭୩୯ (୭୩୮.୮୧) ପଏଣ୍ଟ…

ଭାରତୀୟ ଫୁଟ୍‌ବଲ ଦଳର ମୁଖ୍ୟ କୋଚ୍‌ ମାର୍କ୍ୱେଜ

ସ୍ପେନ୍‌ର ମାନୋଲୋ ମାର୍କ୍ୱେଜ ଭାରତୀୟ ସିନିୟର ପୁରୁଷ ଫୁଟ୍‌ବଲ ଦଳର ନୂଆ ମୁଖ୍ୟ କୋଚ୍‌ ଭାବେ ମନୋନୀତ ହୋଇଛନ୍ତି। ବହିଷ୍କୃତ ଇଗର ଷ୍ଟିମାକ୍‌ଙ୍କ ସ୍ଥାନରେ ତାଙ୍କୁ ଏହି ନିଯୁକ୍ତି ମିଳିଛି। ମାର୍କ୍ୱେଜ ବର୍ତ୍ତମାନ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ଦଳ ଗୋଆ ଏଫ୍‌ସିର ଦାୟିତ୍ୱରେ…

କର୍ନାଟକରେ ଭୂସ୍ଖଳନ

ଉତ୍ତର କର୍ନାଟକରେ ଭୂସ୍ଖଳନ ଯୋଗୁ ବଡ଼ ଧରଣର ଅଘଟଣ ଘଟିଛି। ଭୂସ୍ଖଳନ ଯୋଗୁ ୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ବର୍ତ୍ତମାନ ସୁଦ୍ଧା ନିଖୋଜ ଅଛନ୍ତି।ଡେପୁଟି କମିଶନର କହିଛନ୍ତି, ୧୦ ଜଣ ନିଖୋଜ ଥିଲେ। ସେମାନଙ୍କ ମଧ୍ୟରୁ ୭ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ଆଉ ୩ ଜଣ ବର୍ତ୍ତମାନ…

ଡରେଇଲାଣି କୋଭିଡ

ଆଜିକାଲି ଜାପାନରେ କୋଭିଡ କେବି.୩ର ନୂତନ ପ୍ରକାର ଲୋକଙ୍କ ଜୀବନ ପ୍ରତି ବିପଦ ପାଲଟିଛି। ଗତ କିଛି ସପ୍ତାହ ମଧ୍ୟରେ, ଏହି ପ୍ରକାର ସହିତ ସଂକ୍ରମଣ ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଇଲା ଏବଂ ଜାପାନରେ କୋଭିଡର ଏକାଦଶ ତରଙ୍ଗର ବିପଦ ଆସୁଛି। ଗତ ମାସରେ, କେବଳ ଜାପାନରେ ନୁହେଁ, ଆମେରିକାରେ ମଧ୍ୟ…

ରାଜ୍ୟ ସରକାରଙ୍କୁ ଘେରିବ ବିଜେଡି ଦଳ

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜୁ ଜନତା ଦଳ ବିଧାୟକ ଦଳ ବୈଠକ ବସିଛି । ସୋମବାରଠାରୁ ଆରମ୍ଭ ହେଉଛି ବିଧାନସଭାର ବଜେଟ ଅଧିବେଶନ । ଏହାପୂର୍ବରୁ ବିଜେଡି ତାର ରଣନୀତି ପ୍ରସ୍ତୁତ କରି ସାରିଛି ।ବିଶେଷ ସୂତ୍ରରୁ ଜଣାପଡିଛି ଯେ, ବିଜେଡି ପକ୍ଷରୁ ଏସଓଙ୍କୁ ମାଡ ଘଟଣା ଓ…

ଦୁର୍ବଳ ହେଲା ଲଘୁଚାପ

ବଙ୍ଗୋପସାଗରରେ ଦୁର୍ବଳ ହେଲା ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି କହିଛି। ଏହା ସହ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମଧ୍ୟ ସକ୍ରିୟ ରହିଛି । ଆଗାମୀ ୪ ଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ। ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଆଜି ୭ ଜିଲ୍ଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର,…

ରାଖୀ ପଠାଇବା ପାଇଁ ଇଣ୍ଡିଆ ପୋଷ୍ଟ ନିର୍ଦ୍ଦେଶାବଳୀ ଜାରି

ଦୂରରେ ରହିଥିବା ଭଉଣୀ ଭାଇକୁ ରାଖୀ ପଠାଇବା ପାଇଁ ଏବେଠାରୁ ଆଗ୍ରହ ପ୍ରକାଶ କଲେଣି।  ତେବେ ରାଖୀ ପଠାଇବା ପ୍ରକ୍ରିୟାକୁ ସୁଗମ କରିବା ପାଇଁ ଇଣ୍ଡିଆ ପୋଷ୍ଟ ନିର୍ଦ୍ଦେଶାବଳୀ ଜାରି କରିଛି। ଇଣ୍ଡିଆ ପୋଷ୍ଟ ସୂଚନାନୁସାରେ ବିଦେଶକୁ ରାଖୀ ପଠାଇବାକୁ ଚାହଁଥିତ୍ବା ବ୍ୟକ୍ତି ଜୁଲାଇ ୩୧ ପୂର୍ବରୁ…