କଟକ ଓ ଭୁବନେଶ୍ୱରକୁ ହୋଇପାରେ ପ୍ରବଳ ବର୍ଷା

ସୁଦୃଶ୍ୟ ଲଘୁଚାପରେ ପରିଣତ ହେଲା ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ। ୧୨ ଘଂଟାରେ ଏହା ଅବପାତରେ ରୂପ ନେବାକୁ ଯାଉଛି। ଏବେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରି ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା…

ରଙ୍କିରେଡ୍ଡିଙ୍କ ବିଶ୍ୱ ରେକର୍ଡ

ଭାରତୀୟ ଖେଳାଳି ସାତ୍ତ୍ୱିକସାଇରାଜ ରଙ୍କିରେଡ୍ଡି ଆଜିର ଦିନରେ ବିଶ୍ୱର ସବୁଠୁ ଦ୍ରୁତତମ ସ୍ମାସ ମାରିଥିଲେ । ସାତ୍ତ୍ୱିକ ୫୬୫ କିଲୋମିଟର/ ଘଣ୍ଟାର ଦ୍ରୁତତମ ସ୍ମାସ ମାରି ଗିନିଜ ବୁକରେ ନିଜ ନାମକୁ ଲିପିବଦ୍ଧ କରିଛନ୍ତି । ଏହା ପୁରୁଷ ବ୍ୟାଡମିଣ୍ଟନ ଖେଳାଳିଙ୍କ ଦ୍ୱାରା ମରାଯାଇଥିବା ସବୁଠୁ…

ଆଇଟି କ୍ଷେତ୍ରରେ ନିଯୁକ୍ତି ସୁଯୋଗ

ଦ୍ୱିତୀୟ ବୃହତ୍ତମ ଆଇଟି କମ୍ପାନୀ ଇନଫୋସିସ୍, ଆର୍ଥିକ ବର୍ଷ ୨୦୨୫ ପାଇଁ ପ୍ରାୟ ୧୫,୦୦୦-୨୦,୦୦୦ ଫ୍ରେସର ନିଯୁକ୍ତ କରିବ, ଯାହା ସମ୍ପ୍ରତି ତଥା ଆଗାମୀ କଲେଜ ସ୍ନାତକମାନଙ୍କୁ ଆଇଟି ଚାକିରିର ଅଫରରେ ହ୍ରାସ ପରେ ପୁଣି ଆଶା ବଢ଼ାଇବ ।ଇନଫୋସିସ୍ ଆର୍ଥିକ ବର୍ଷ୨୪ ରେ ୧୧,୯୦୦ ଫ୍ରେଶର୍ ନିଯୁକ୍ତ…

ଜାହ୍ନବୀ ଅସୁସ୍ଥ 

ବଲିଉଡର ଶ୍ରୀଦେବୀ ତନୟା ସୁନ୍ଦରୀ ଜାହ୍ନବୀ କପୂରଙ୍କ ଦେହ ଏବେ ଅସୁସ୍ଥ ହୋଇଥିବା ଜଣା ପଡିଛି । ତାଙ୍କ ଦେହ ଖରାପ ହେବା କାରଣରୁ ସେ ଏବେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ସେ ଏବେ ସୁସ୍ଥ ହୋଇ ନଥିବା ଜଣା ପଡିଛି । ଫଳରେ ବଲିଉଡର ଏହି ବୁଲବୁଲ ପ୍ରାୟ ୨ ଦିନ ହସ୍ପିଟାଲରେ ରହି ପାରନ୍ତି…

ଶେୟାର ବଜାର କାରବାରରେ ବୃଦ୍ଧି

ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିବାରୁ ଭାରତୀୟ ଷ୍ଟକ୍‌ ଏକ୍ସଚେଞ୍ଜ ଏକ ଐତିହାସିକ ସଫଳତା (ସର୍ବୋଚ୍ଚ ସ୍ତରର କାରବାର) ସହ ନୂତନ ରେକର୍ଡ ହାସଲ କରିଛି। ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ) ଏବଂ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ମଧ୍ୟ ନୂତନ ରେକର୍ଡ ସହ…

ଆର୍ଥିକ ସଙ୍କଟରେ ପାକିସ୍ତାନ

ଆଜିକାଲି ପାକିସ୍ତାନ ଗୁରୁତର ଆର୍ଥିକ ସଙ୍କଟରେ ପଡ଼ିଛି। ଚାଇନାର ଋଣ ଅଧୀନରେ ଦେଶର ଅର୍ଥନୀତି ପୋତି ହୋଇଯାଉଛି। ଏକ ଜାମିନ ପ୍ୟାକେଜ ପାଇଁ ସରକାର ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ)କୁ ଅନୁରୋଧ କରିବାକୁ ପଡିବ। ତେବେ ଆଇଏମଏଫର ସର୍ତ୍ତ ଏତେ କଷ୍ଟସାଧ୍ୟ ଯେ ସେମାନଙ୍କୁ ଗ୍ରହଣ କରିବା…

ଆଜି ରସଗୋଲା ଦିବସ

ପ୍ରତିବର୍ଷ ପାଳନ ନୀଳାଦ୍ରି ବିଜେରେ ରସଗୋଲା ଦିବସ ହୁଏ। ୨୦୧୫ରୁ ଓଡ଼ିଶାରେ ଏହି ଦିବସ ପାଳନ କରାଯାଇଆସୁଛି। ଗୁଣ୍ଡିଚା ମନ୍ଦିରରେ ନଅ ଦିନ ରହି ମାଉସୀ ମା’ ଘର ପାଖରେ ଅଟକି ବାଟରେ ପୋଡ଼ପିଠା ଖାଇ ମହାପ୍ରଭୁ ଶ୍ରୀମନ୍ଦିର ଫେରିଥିଲେ। ବାହୁଡ଼ା ପରଦିନ ରଥ ଉପରେ ବଡ଼ ଭାଇ ବଳଭଦ୍ର ଏବଂ ଭଉଣୀ…

ଆଜି ନୀଳାଦ୍ରି ବିଜେ

୧୨ ଦିନର  ଲୀଳାଖେଳ ଶେଷ ପରେ ଆଜି ନୀଳାଦ୍ରି ବିଜେ କରିବେ ନୀଳାଦ୍ରିନାଥ। ରଥାରୂଢ଼ ଚତୁର୍ଦ୍ଧା ବିଗ୍ରହ ରଥ ଉପରୁ ପୁଣି ଗୋଟି ପହଣ୍ଡିରେ ଶ୍ରୀମନ୍ଦିର ରତ୍ନ ସିଂହାସନକୁ ବିଜେ କରିବେ। ଏତେ ଦିନ ଧରି ମାନ କରି ରହିଥିବା ମା’ ଲକ୍ଷ୍ମୀ ସାଆନ୍ତାଣୀଙ୍କୁ ରସଗୋଲା ଦେଇ ମାନଭଞ୍ଜନ କରିବେ…

ଆଜିଠୁ ୨୨ ଯାଏଁ ବର୍ଷିବ

ବଙ୍ଗୋପ ସାଗରରେ ଆଜି ଏକ ଲଘୁଚାପ‌ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ଦୁଇ ଦିନ ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଦକ୍ଷିଣ-ପଶ୍ଚିମ ଦିଗରେ ଓଡ଼ିଶା ଉପକୂଳମୁହାଁ ହେବ। ପ୍ରଭାବରେ ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ଲାଗିରହିବ। ତେବେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳରୁ…

ଅସ୍ଥାୟୀ ଭଣ୍ଡାରକୁ ସ୍ଥାନାନ୍ତର ହେଲା ମହାପ୍ରଭୁଙ୍କ ରତ୍ନଭଣ୍ଡାର ସାମଗ୍ରୀ

ପୁରୀ: ମହାପ୍ରଭୁଙ୍କ ଭିତର ରତ୍ନଭଣ୍ଡାର ଆଜି ଅସ୍ଥାୟୀ ଭଣ୍ଡାରକୁ ସ୍ଥାନାନ୍ତର ହୋଇଛି। ଜଷ୍ଟିସ ବିଶ୍ବନାଥ ରଥ କହିଛନ୍ତି, ମହାପ୍ରଭୁଙ୍କ ଆଶୀର୍ବାଦରୁ ଆମେ ଭିତରକୁ ପ୍ରବେଶ କରିଥିଲୁ। ସମସ୍ତେ ଦିବ୍ୟମନରେ ପ୍ରବେଶ କରିଥିଲୁ। ସିଂହଦ୍ବାର ସମ୍ମୁଖରେ ରଥାରୂଢ ମହାପ୍ରଭୁଙ୍କ ଦର୍ଶନ କରି…