ପଦ୍ମଶ୍ରୀ କମଳା ଅସୁସ୍ଥ
ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ ହୋଇପଡ଼ିଛନ୍ତି। ଫଳରେ ମଙ୍ଗଳବାର ତାଙ୍କୁ ଜୟପୁରସ୍ଥିତ ଜିଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଡାକ୍ତର ଆର୍.ଏନ୍.ମିଶ୍ର, ସୁନୀଲ ଭତ୍ରା ଓ ମୁକ୍ତିକାନ୍ତ ଖଟୁଆଙ୍କୁ ନେଇ ଗଠିତ ଏକ ଟିମ୍ ତାଙ୍କ ଚିକିତ୍ସା କରୁଛନ୍ତି। ବୟସାଧିକ ଯୋଗୁ ସେ ବାରମ୍ବାର…