ନେପାଳରେ ଭୟଙ୍କର ଭୁସ୍ଖଳନ

ନେପାଳରେ ଭୟଙ୍କର ଭୁସ୍ଖଳନ । ନଦୀରେ ଭାସିଗଲା ବସ୍ । ଦୁଇଟି ବସ୍ ଭାସିଯାଇଛି । ବସ୍‌ରେ ଥିବା ୬୩ ଜଣ ଭାସିଯାଇଛନ୍ତି । ଏବେ ପ୍ରବଳ ବର୍ଷା ଯୋଗୁ ଉଦ୍ଧାର କାର୍ଯ୍ୟ ବାଧାପ୍ରାପ୍ତ । ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଉଦ୍ଧାର କାର୍ଯ୍ୟ…

ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଛି ବାହୁଡା ଯାତ୍ରା ପ୍ରସ୍ତୁତି

ସେପଟେ ହେରାପଞ୍ଚମୀ ନୀତି ସମ୍ପର୍ଣ୍ଣ ହେବାପରେ ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଛି ବାହୁଡା ଯାତ୍ରା ପ୍ରସ୍ତୁତି । ରଥଯାତ୍ରା ଦିନଠାରୁ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଅଟକି ରହିଥିବା ତିନି ରଥକୁ ଆଜି ଦକ୍ଷିଣମୋଡ କରାଯିବ । ଏଥିପାଇଁ ନାକଚଣା ଦ୍ବାର ସମ୍ମୁଖ ଶରଧାବାଲିକୁ ସଫାସୁତୁରା…

ବଦଳିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ବୀର ବିକ୍ରମ ଯାଦବଙ୍କ ସ୍ଥାନରେ ଅରବିନ୍ଦ ପାଢୀଙ୍କୁ ମିଳିଲା ଦାୟିତ୍ବ

ବଡ଼ ଠାକୁରଙ୍କ ପହଣ୍ଡି ଅଘଟଣ ପରେ ଆକ୍ସନ ମୋଡ଼ରେ ରାଜ୍ୟ ସରକାର। ବଦଳିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ବୀର ବିକ୍ରମ ଯାଦବଙ୍କ ସ୍ଥାନରେ ଅରବିନ୍ଦ ପାଢୀଙ୍କୁ ମିଳିଲା ଦାୟିତ୍ବ । ଗୁରୁବାର ରାତି ଅଧିଆ ଆଇନ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି କରାଯାଇଛି । ଅରବିନ୍ଦ ପାଢୀ ବର୍ତ୍ତମାନ କୃଷି…

ନିଟ ୟୁଜି ପରୀକ୍ଷାର ବିବାଦ

ସୁପ୍ରିମକୋର୍ଟ ନିଟ ୟୁଜି ପରୀକ୍ଷା ବିବାଦ ମାମଲାର ଶୁଣାଣି କରିପାରନ୍ତି । ମେଡିକାଲ ପ୍ରବେଶିକା ପରୀକ୍ଷାକୁ ନେଇ ଏନଟିଏ ଏବଂ କେନ୍ଦ୍ର ସରକାରଙ୍କୁ ସମସ୍ତ ରିପୋର୍ଟ ଦେବାକୁ କହିଥିଲେ । କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ କେନ୍ଦ୍ର ସରକାର ସତ୍ୟପାଠର ରିପୋର୍ଟ ଦାଖଲ କରିଛନ୍ତି ।ସରକାର…

ରାଜନାଥ ସିଂହ ଅସୁସ୍ଥ

ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ହଠାତ୍ ଖରାପ ହେବାରୁ ତାଙ୍କୁ ଏମ୍ସର ନ୍ୟୁରୋ ସର୍ଜରୀ ବିଭାଗରେ ଭର୍ତ୍ତି କରାଯାଇଥିଲା । ମିଳିଥିବା ସୂଚନା ଅନୁଯାୟୀ, ପିଠିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା । ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର…

 ହ୍ୱାଟ୍ସଆପର ନୂଆ ଫିଚର 

ହ୍ୱାଟ୍ସଆପ ନିଜ ୟୁଜର୍ସଙ୍କ ପାଇଁ ନୂଆ ଫିଚର ଲଞ୍ଚ କରିଛି, ଯାହା ଅଜଣା ହ୍ୱାଟ୍ସଆପ ଗ୍ରୁପ ସହ ଜଡିତ ସୂଚନାକୁ ପ୍ରାଇଭେଟ ରଖିବ । ଏହି ନୂଆ ଫିଚର ର ମୋଟିଭ ୟୁଜର୍ସଙ୍କୁ ଫ୍ରଡ ଗ୍ରୁପରୁ ବଞ୍ଚାଇବାକୁ ପଡିବ । ଯେଉଁଥିରେ ତାଙ୍କୁ ଅଚାନକ ଆଡ କରାଯାଏ ।ମେଟାର ହ୍ୱାଟ୍ସଆପ ହେଡ Will Cathcart…

ମହାପ୍ରଭୁ ଶ୍ରୀ ଜଗନ୍ନାଥ ଓଡ଼ିଆ ଅସ୍ମିତାର ପ୍ରତୀକ : ନବୀନ

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଶ୍ରୀକ୍ଷେତ୍ରରେ ପହଣ୍ଡି ଅଘଟଣ କଥାକୁ ନେଇ ସେ ଚିଠି ଲେଖିଛନ୍ତି। ପହଣ୍ଡି ଅଘଟଣ ସାରା ବିଶ୍ୱର ଜଗନ୍ନାଥ ପ୍ରେମୀଙ୍କୁ ବ୍ୟଥିତ କରିଥିବା କଥା ନବୀନ ଲେଖିଛନ୍ତି । ଆଉ…

ଆଜି ହେରା ପଞ୍ଚମୀ, ମହାଲକ୍ଷ୍ମୀ ଅଭିମାନ କରିଛନ୍ତି

ଆଜି ହେରା ପଞ୍ଚମୀ । ଆଜି ସଂଧ୍ୟାରେ ମହାଲକ୍ଷ୍ମୀ  ଶ୍ରୀମନ୍ଦିରରୁ ବାହାରି ଗୁଣ୍ଡିଚା ମନ୍ଦିରକୁ ଯିବେ।  କାଳିଆ ଠାକୁର ଜନ୍ମବେଦୀକୁ ଆସିବା ବେଳେ ମହାଲକ୍ଷ୍ମୀଙ୍କୁ ସାଙ୍ଗରେ ଆଣି ନ ଥିବାରୁ  ମା’ ଅଭିମାନ କରିଛନ୍ତି। ସେହିପରି ୯ ଦିନର ଯାତ୍ରା ନ ସରିବା ପର୍ଯ୍ୟନ୍ତ ମହାପ୍ରଭୁ ଶ୍ରୀମନ୍ଦିର…

ବରିଷ୍ଠ ଆଇଏଏସ୍‌ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର

ଭୁବନେଶ୍ବର: ବିଜେପି ସରକାର କ୍ଷମତାକୁ ଆସିଲା ପରେ ଆଜି ପ୍ରାଶାସନିକ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ୧୦ ବର୍ଷ ହେଲା ନଗର ଉନ୍ନୟନ ବିଭାଗରେ ଗାଦି ମାଡ଼ି ବସିଥିବା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଜି ମାଥିଭାଥନନ୍‌ଙ୍କୁ ଲୋକସେବା ଭବନ ବାହାରକୁ ପଠାଇ ଦିଆଯାଇଛି। ତାଙ୍କୁ ଗୋପବନ୍ଧୁ…

ଜୁଲାଇ ୧୪ ତାରିଖରେ ଖୋଲିବ ରତ୍ନଭଣ୍ଡାର

ଭୁବନେଶ୍ବର: ରତ୍ନଭଣ୍ଡାର ଜୁଲାଇ ୧୪ ତାରିଖରେ ଖୋଲିବା ପ୍ରାୟତଃ ସ୍ପଷ୍ଟ ଏନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ଗଣମାଧ୍ୟମକୁ ପ୍ରତିକିୟା ଦେଇ ଆଇନ ମନ୍ତ୍ରୀ କହିଛନ୍ତି, ପୂର୍ବରୁ ଯାଞ୍ଚ କମିଟି ଯେଉଁ ସୁପାରିଶ କରିଥିଲା ସେଥିରେ ପରିଚାଳନା କମିଟି ମୋହର ମାରିଛି ।…