ଆସନ୍ତା ୪୮ ଘଣ୍ଟାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଆସନ୍ତା 48 ଘଣ୍ଟା ପାଇଁ ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ଅଛି। ବିଶେଷ ଭାବେ ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ବର୍ଷା ସମ୍ଭାବନା ରହିଛି ମୟୂରଭଞ୍ଜ ଓ କେନ୍ଦୁଝରରେ ମଧ୍ୟ ବର୍ଷାର ପରିମାଣ ଅଧିକ ରହିବାର ସମ୍ଭାବନା ରହିଛି। 13 ତାରିଖରେ କୋରାପୁଟ, ରାୟଗଡ଼ା,…

ପ୍ରଭୁ ବଳଭଦ୍ର ଚାରମାଳ ଉପରେ ପଡ଼ିଯିବାରୁ ୭ ସେବାୟତ ଆହତ

ପୁରୀ : ଆଡ଼ପ ପହଣ୍ଡି ସମୟରେ ଅଘଟଣ ଘଟିବାରୁ କିଛି ସେବାୟତ ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ପହଣ୍ଡି ବିଜେ ସମୟରେ ବଡ଼ଠାକୁର ପ୍ରଭୁ ବଳଭଦ୍ର ଚାରମାଳ ଉପରେ ପଡ଼ିଯାଇଥିଲେ ।  ଫଳରେ ୭ ଜଣ ସେବାୟତ ଆହତ ଥିବା ଜଣାପଡ଼ିଛି। ଆହତମାନଙ୍କୁ ପୁରୀ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ…

ପହଣ୍ଡି ବେଳେ ବଡ଼ ଅଘଟଣ

ଆଡ଼ପ ପହଣ୍ଡି ବେଳେ ବଡ଼ ଅଘଟଣ । ଖସି ପଡ଼ିଲେ ବଡ଼ ଠାକୁର ବଳଭଦ୍ର । ତାଳଧ୍ୱଜ ରଥର ଚାରମାଳ ଉପରୁ ହାମୁଡେଇ ପଡ଼ିଲେ ବଡ଼ ଠାକୁର । ପହଣ୍ଡିରେ ସାମିଲ ହୋଇଥିବା ପାଞ୍ଚ ସେବାୟତ ଆହତ ହୋଇଥିବା ସୂଟନା । ଆହତ ସେବାୟତଙ୍କୁ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ତେବେ ଏପରି ଅଘଟଣ କୋଟି କୋଟି…

୧୪ ତାରିଖରେ ଖୋଲିବ ରତ୍ନଭଣ୍ଡାର

ଜୁଲାଇ ୧୪ ତାରିଖରେ ଖୋଲିବ ରତ୍ନଭଣ୍ଡାର । ଏନେଇ ସ୍ପଷ୍ଟ କରିଛି କମିଟି । ତେବେ ସରକାର ଅନୁମତି ଦେଲେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର । ରତ୍ନଭଣ୍ଡାର କମିଟି ବୈଠକରେ ବଡ ନିଷ୍ପତ୍ତି ନିଆଯାଇଛି । ରଥ ଯାତ୍ରାରେ ବେଳେ ରତ୍ନଭଣ୍ଡାର ଖୋଲିବା ନେଇ ଚର୍ଚ୍ଚା ଜୋର ଧରିଥିଲା । ତେବେ ଏ ନେଇ…

ଯାଞ୍ଚ ହେବ ଶ୍ରୀମନ୍ଦିର ଗର୍ଭଗୃହ

ପ୍ରତିବର୍ଷ ମହାପ୍ରଭୁ ଶ୍ରୀଗୁଣ୍ଡିଚା ମନ୍ଦିରକୁ ନବଦିନାତ୍ମକ ଯାତ୍ରା କରିବା ସମୟରେ ଶ୍ରୀମନ୍ଦିରରେ ବାର୍ଷିକ ଯାଞ୍ଚ ଏବଂ ମରାମତି ହୋଇଥାଏ । ଏହି କ୍ରମରେ ଆଜି ଶ୍ରୀମନ୍ଦିର ଗର୍ଭଗୃହ ଯାଞ୍ଚ କରାଯିବ। ଏଥିରେ ଏଏସଆଇ, ପୂର୍ତ୍ତ ବିଭାଗର ବିଶେଷଜ୍ଞ ସହ ଶ୍ରୀମନ୍ଦିର ବୈଷୟିକ କୋର କମିଟି ଏବଂ…

ବଢ଼ିଲାଣି ଡେଙ୍ଗୁ ସଂକ୍ରମଣ

ରାଜ୍ୟରେ ଆରମ୍ଭ ହେଲା ଡେଙ୍ଗୁ ସଂକ୍ରମଣ। ଅନ୍ୟ ଜିଲ୍ଲା ତୁଳନାରେ ଖୋର୍ଦ୍ଧାରେ ବଢ଼ିଲାଣି ଆକ୍ରାନ୍ତଙ୍କ ସଂଖ୍ୟା । ଡେଙ୍ଗୁ ସଂକ୍ରମଣକୁ ନଜରରେ ରଖି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଜାରି କରିଛି । ବିଗତ ୫ବର୍ଷ ଭିତରେ ଯେଉଁ ଅଞ୍ଚଳ ଡେଙ୍ଗୁ ହଟସ୍ପଟ୍ ରହିଥିଲା, ତାହାକୁ…

ପୁଟିନ୍‌ଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ଦୀର୍ଘ ୫ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଥମ କରି ରୁଷ ଗସ୍ତରେ ଯାଇଛନ୍ତି। ୟୁରୋପ ସମେତ ଆମେରିକା ରୁଷିଆ ଉପରେ ଅନେକ କଠୋର କଟକଣା ଲଗାଇଥିବା ବେଳେ ମୋଦୀଙ୍କ ଗସ୍ତ ଉପରେ ସାରା ବିଶ୍ୱ ନଜର ରଖିଛି। ଏହି କଟକଣାର କାରଣ ୟୁକ୍ରେନ ଉପରେ ଆକ୍ରମଣ ବୋଲି କୁହାଯାଉଛି। ଅନ୍ତିମ…

ଇଲେକ୍ଟ୍ରିକ କାର୍ ଲଞ୍ଚ୍ କରିବ ଟାଟା ମୋଟର୍ସ

ଲଗାତାର ଟାଟା ମୋଟର୍ସ ଇଲେକ୍ଟ୍ରିକ୍ ଯାନ ଉପରେ ଫୋକସ କରୁଛି । କମ୍ପାନିର ପୋର୍ଟଫୋଲିଓରେ ପୂର୍ବରୁ ୪ଟି ଇଲେକ୍ଟ୍ରିକ୍ କାର୍ ଥିବା ବେଳେ ଏବେ କମ୍ପାନି ଆଉ ଏକ ଇଲେକ୍ଟ୍ରିକ୍ କାର୍ ଆଣିବାକୁ ପ୍ରସ୍ତୁତି ଚଳାଇଛି। ଏହାର ନାମ ରହିଛି କର୍ଭ ।  ଟାଟା ମୋଟର୍ସ ନିଜ ସୋସିଆଲ ମିଡିଆ ପ୍ଲାଟଫର୍ମରେ…

ଆମିଷ ଅତ୍ୟଧିକ ଖାଉଛନ୍ତି କି ?

ଶରୀର ଅନୁଯାୟୀ ଡାଏଟ୍ ଅନୁସରଣ କରିବା ଉଚିତ୍। ପ୍ରୋଟିନ୍ ଯୁକ୍ତ ଖାଦ୍ୟ ସ୍ୱାସ୍ଥ୍ୟ ପାଇଁ ବହୁତ ଭଲ, କିନ୍ତୁ ଯଦି ଆପଣ ଏଥିପାଇଁ ନିରାମିଷ ଖାଦ୍ୟ ଉପରେ ସମ୍ପୂର୍ଣ୍ଣ ନିର୍ଭର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ବିପଦପୂର୍ଣ୍ଣ ହେବ ।ଅତ୍ୟଧିକ ପ୍ରୋଟିନ୍ କିଡନୀକୁ କ୍ଷତି ପହଞ୍ଚାଇପାରେ ଏବଂ…

ଜୁଲାଇ ୧୫ରେ ସିପିଇଟି ପରୀକ୍ଷା

ଆସନ୍ତା ୧୫ ତାରିଖ (ସୋମବାର) ଦିନ ସିପିଇଟି-୨୦୨୪ ଅନୁଷ୍ଠିତ ହେବ । ଏହି ପରୀକ୍ଷାର ବିଷୟ ଓ ଶିଟିଂରେ କୌଣସି ପରିବର୍ତ୍ତନ ହେବ ନାହିଁ । ଜୁଲାଇ ୮ ତାରିଖ ଦିନକୁ ରାଜ୍ୟ ସରକାର ସରକାରୀ ଛୁଟି ଘୋଷଣା କରିଥିବାରୁ ଏହି ନିଷ୍ପତ୍ତି ନିଆଯାଇଛି । ଚଳିତ ବର୍ଷ ରଥଯାତ୍ରା ପାଇଁ ଜୁଲାଇ ୭ ଓ ୮…