ଆସନ୍ତା କାଲି ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ
ଆସନ୍ତା ସୋମବାର ରାଜ୍ୟରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ଅବସରରେ ରାଜ୍ୟ ସରକାର ୮ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ଛୁଟି ଘୋଷିତ ହୋଇଥିବାରୁ ସୋମବାର ଦିନ ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକ…