ଦେବଦୂତ ସାଜିଲେ ସେନା ଯବାନ
ଅମରନାଥ ଯାତ୍ରାରୁ ଫେରୁଥିବା ଏକ ବସ୍ର ବ୍ରେକ୍ ଫେଲ୍ ହୋଇଯିବାରୁ ସେଥିରେ ଯାତ୍ରା କରୁଥିବା ୪୪ ଯାତ୍ରୀଙ୍କ ଜୀବନ ବିପଦରେ ପଡ଼ିଥିଲା । ଏହି ସମୟରେ ଦେବଦୂତ ସାଜିଥିଲେ ସେନା ଯବାନ । ଭାରତୀୟ ସେନା ଏବଂ ଜମ୍ମୁ-କଶ୍ମୀର ପୋଲିସ୍ ମଙ୍ଗଳବାର ରାମବନ ଜିଲାର ରାଜ୍ୟ ରାଜପଥ ୪୪ରେ ଅମରନାଥରୁ…