ବର୍ଷା ଋତୁରେ ଖାଦ୍ୟ ପ୍ରତି ସାବଧାନ!
ରାଜ୍ୟରେ ଲଗାଣ ବର୍ଷା ଲାଗି ରହିଛି । ସାଧାରଣତଃ ବର୍ଷା ଋତୁରେ ଅନେକ ପ୍ରକାର ରୋଗ ବ୍ୟାପିଥାଏ । ତେବେ ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ମତରେ ବର୍ଷା ଋତୁରେ ସୁସ୍ଥ ରହିବା ପାଇଁ ଖାଦ୍ୟ ପାନୀୟ ପ୍ରତି ବିଶେଷ ଧ୍ୟାନ ଦେବା ଉଚିତ । କାରଣ ଖାଦ୍ୟ ଓ ପାନୀୟ ଆମ ସ୍ୱାସ୍ଥ୍ୟ ଉପରେ ସିଧାସଳଖ ପ୍ରଭାବ…