ନିୟମ ବଦଳାଇଲେ ସରକାର

ରାଜ୍ୟ ସରକାର ତାମିଲନାଡୁ ନିଷେଧାଦେଶ ଅଧିନିୟମ, ୧୯୩୭ ରେ ସଂଶୋଧନ କରି ଜୀବନ ପ୍ରତି ବିପଦ ଥିବା ବେଆଇନ ମଦ ଉତ୍ପାଦନ, ଠୁଳ କରିବା ଏବଂ ବିକ୍ରୟ ଭଳି ଅପରାଧ ପାଇଁ ଦଣ୍ଡବିଧାନ ଏବଂ ପରିମାଣ ବୃଦ୍ଧି କରିଛନ୍ତି।ତାମିଲନାଡୁ ନିଷେଧାଦେଶ (ସଂଶୋଧନ) ଅଧିନିୟମ ୨୦୨୪, ଯାହା ସରକାରଙ୍କ ଦ୍ୱାରା…

ଆସନ୍ତା ୩ରୁ ନିର୍ଧୂମ୍‌ ବର୍ଷିବ

ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ଗତ ୨୪ ଘଣ୍ଟାରେ ଅନୁଗୁଳରେ ସର୍ବାଧିକ ୧୪୩ ମିମି ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଆହୁରି ନିଧୁମ ବର୍ଷିବ।ଆସନ୍ତା ୩ରୁ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛନ୍ତି ପାଣିପାଗ…

ଇରାନରେ ପୁଣି ହେବ ରାଷ୍ଟ୍ରପତି ନିର୍ବାଚନ

ପୁନର୍ବାର ଇରାନରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଲୋକମାନେ ଜୁଲାଇ ୫ରେ ପୁଣି ଭୋଟ୍‌ ଦେବେ।ଶୁକ୍ରବାର ଇରାନରେ ଅନୁଷ୍ଠିତ ରାଷ୍ଟ୍ରପତି ନିର୍ବାଚନରେ ୪ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୫୦ ପ୍ରତିଶତରୁ ଅଧିକ ଭୋଟ୍‌ ପାଇନାହାନ୍ତି। ଏହି କାରଣରୁ, ଜୁଲାଇ ୫ରେ ପୁଣି ଥରେ ପ୍ରାର୍ଥୀ ପାଇବାକୁ…

ରୋହିତ ଶର୍ମାଙ୍କ ଟି-୨୦ କ୍ୟାରିୟରକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ଭାରତୀୟ କ୍ରିକେଟ୍ ଦଳ ସହ ଫୋନ୍‌ରେ କଥା ହୋଇ ସମଗ୍ର ଦଳକୁ ବିଜୟ ପାଦଇଁ ଅଭିନନ୍ଦନ ଜଣାଇଛନ୍ତି। ସେ ରୋହିତ ଶର୍ମାଙ୍କୁ ଉତ୍କୃଷ୍ଟ ଅଧିନାୟକତ୍ୱ ପାଇଁ ଅଭିନନ୍ଦନ ଜଣାଇବା ସହ ତାଙ୍କର ଟି-୨୦ କ୍ୟାରିୟରକୁ ପ୍ରଶଂସା କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ…

୩ ଦିନିଆ ଦିଲ୍ଲୀ ଗସ୍ତ ସାରି ଭୁବନେଶ୍ଵରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଦିଲ୍ଲୀ ଗସ୍ତ ସାରି ଭୁବନେଶ୍ଵରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏଥିସହ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡା ମଧ୍ୟ ଭୁବନେଶ୍ଵରରେ ପହଞ୍ଚିଛନ୍ତି। ୩ ଦିନିଆ ଦିଲ୍ଲୀ ଗସ୍ତ ବେଳେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଏବଂ ବିଭିନ୍ନ କେନ୍ଦ୍ରମନ୍ତ୍ରୀଙ୍କୁ…

ଆଜି ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିପାରନ୍ତି ମନୋଜ ଆହୁଜା 

ନୂଆ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା  ଆଜି ପ୍ରଥମ ଥର ପାଇଁ ଭୁବନେଶ୍ୱରରେ ପହଞ୍ଚିିଛନ୍ତି । ଆଜି ଅପରାହ୍ନରେ ସେ ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିପାରନ୍ତି ।ଆଜି ବର୍ତ୍ତମାନର ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ଶେଷ ହେଉଛି । ତେଣୁ ମନୋଜ ଆଜି ଦାୟିତ୍ୱ…

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷିବ

ଉତ୍ତରପଶ୍ଚିମ ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ଗତ ୨୪ ଘଣ୍ଟାରେ ଅନୁଗୁଳରେ ସର୍ବାଧିକ ୧୪୩ ମିମି ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଆହୁରି ନିଧୁମ ବର୍ଷିବ। ଆସନ୍ତା ୩ରୁ ପ୍ରବଳ ବର୍ଷା ହେବା ନେଇ ଆକଳନ…

‘ମନ କି ବାତ୍’ର ୧୧୧ତମ ସଂସ୍କରଣ : ‘ମାଙ୍କ ନାଁରେ ଗଛଟିଏ ଲଗାଇବା’

ପ୍ରଧାନମନ୍ତ୍ରୀ ମୋଦୀଙ୍କ ‘ମନ କି ବାତ୍’ର ୧୧୧ତମ ସଂସ୍କରଣ ଆଜି ପ୍ରସାରିତ ହୋଇଛି। ଏଥିରେ ପ୍ରଧାନମନ୍ତ୍ରୀ ପ୍ରଥମେ ନିଜ ମା’ଙ୍କୁ ମନେପକାଇବା ସହ ଜୀବନରେ ମା’ଙ୍କ ଗୁରୁତକୁ ବଖାଣିଥିଲେ । ଏହା ସହ ‘ମାଙ୍କ ନାଁରେ ଗଛଟିଏ ଲଗାଇବା’ ଅଭିଯାନର ଆରମ୍ଭ କରିଥିଲେ । ଏହାପରେ କେରଳ ଅଟ୍ଟାପଡିର…

ଟିମ୍ ଇଣ୍ଡିଆ ଟି-୨୦ ବିଶ୍ବ ଚାମ୍ପିଅନ

ଭାରତ ଟି-୨୦ ବିଶ୍ବକପ୍ ଚାମ୍ପିଅନ ହୋଇଛି ।ଫାଇନାଲରେ ଭାରତ ଦକ୍ଷିଣ ଆଫ୍ରିକାକୁ ୭ ରନରେ ପରାସ୍ତ କରି ଚାମ୍ପିଅନ ହୋଇଛି ।୧୭୭ ରନର ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇଥିବା ଦକ୍ଷିଣ ଆଫ୍ରିକା ପରାସ୍ତ ହୋଇଛି ।ଟସ୍‌ ଜିଣି ଭାରତ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ଅଧିନାୟକ ରୋହିତ…

ଚିନ୍ତିତ ମୋବାଇଲ୍ ଗ୍ରାହକ

ଦେଶର ତିନି ପ୍ରମୁଖ ଟେଲିକମ୍ କମ୍ପାନି ରିଲାଏନ୍ସ ଜିଓ, ଭାରତୀ ଏୟାରଟେଲ୍‌ ଓ ଭୋଡାଫୋନ୍ ଆଇଡିଆ ବା ୱି ସେମାନଙ୍କ ଟାରିଫ୍‌ ଦାମ୍‌ରେ ଆଖିଦୃଶିଆ ବୃଦ୍ଧି କରିଛନ୍ତି। ଗତକାଲି ଜିଓ ଏହାର ଟାରିଫ୍‌ ବଢ଼ାଇବା ପରେ ଶୁକ୍ରବାର ଏୟାରଟେଲ୍‌ ଓ ଭୋଡାଫୋନ୍ ଆଇଡିଆ ଟାରିଫ୍‌ ବଢ଼ାଇଛନ୍ତି। ଏହି ତିନି…