ରତ୍ନଭଣ୍ଡାରର ତୁରନ୍ତ ମରାମତି ପାଇଁ ପତ୍ନତତ୍ତ୍ୱ ବିଭାଗକୁ ନିର୍ଦ୍ଦେଶ ଦେବାକୁ ମୁଖମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି…

ରତ୍ନଭଣ୍ଡାର ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ରତ୍ନଭଣ୍ଡାରର ତୁରନ୍ତ ମରାମତି ଏବଂ ରକ୍ଷଣାବେକ୍ଷଣ ପାଇଁ ପତ୍ନତତ୍ତ୍ୱ ବିଭାଗକୁ ନିର୍ଦ୍ଦେଶ ଦେବାକୁ ମୁଖମନ୍ତ୍ରୀ ମୋହନ ମାଝିଙ୍କୁ ଅନୁରୋଧ କରିଛନ୍ତି । ଭିତର ରତ୍ନଭଣ୍ଡାର ସ୍ଥିତି…

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ୨ ଉପମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ଭାଜପା ସରକାର ହେବା ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ। ପ୍ରଧାନମନ୍ତ୍ରୀ ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଓ ରାଷ୍ଟ୍ରୀୟ…

କଣ ପାଇଁ ତିଳକ ମଥାରେ ଲଗାଯାଏ!

ମଥାରେ ତିଳକ ଲାଗାଇବାକୁ ନେଇ ରହିଛି ଅନେକ କିମ୍ୱଦନ୍ତୀ। ତିଳକ ଲଗାଇଲେ ଯେ କେବଳ ଆମ ଜୀବନରେ ସାକାରାତ୍ମକ ଚିନ୍ତାଧାରା ଆସିଥାଏ ତାହା ନୁହେଁ ବରଂ ବ୍ୟକ୍ତିର ଜନ୍ମ ଜାତକରେ ଅଶୁଭତ୍ୱ ପ୍ରଦାନ କରୁଥିବା ଗ୍ରହ ବି ଶାନ୍ତ ହୋଇଥାନ୍ତି। ସବୁଦିନ ହେଉ କିମ୍ୱା ବିଶେଷ ପୂଜା ପର୍ବଣରେ ତିଳକ…

ଲୋକାଭିମୁଖୀ ବଜେଟ୍ ପ୍ରସ୍ତୁତ

ଆଜି ଯୋଜନା ଓ ସଂଯୋଜନ ବିଭାଗର କାର୍ଯ୍ୟ ସମୀକ୍ଷା କରି ଏକ ଲୋକାଭିମୁଖୀ ବଜେଟ୍ ପ୍ରସ୍ତୁତ କରିବାକୁ ପରାମର୍ଶ ଦେବା ସହିତ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ନୂଆ ସରକାରଙ୍କ ଉପରେ ଜନସାଧାରଣଙ୍କ ବହୁତ ଆଶା ଆକାଂକ୍ଷା ରହିଛି। ରାଜ୍ୟ ବଜେଟ୍‌ରେ ଏହା ପ୍ରତିଫଳିତ ହେବା ଆବଶ୍ୟକ। …

ପୁରୀ ଆସିବେ ରାଷ୍ଟ୍ରପତି

ଆସନ୍ତା ୭ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବ। ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ଶ୍ରୀମନ୍ଦିର ରତ୍ନବେଦିରୁ ବାହାରି ରଥାରୂଢ ହୋଇ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିବେ।…

ବିର୍ଲା ଓପସ୍‌ ପେଣ୍ଟସ୍‌

ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ବିର୍ଲା ଓପସ୍‌ର ନୂତନ ଉତ୍ପାଦ ‘ବିର୍ଲା ଓପସ୍‌ ପେଣ୍ଟସ୍‌’ର ସର୍ବଭାରତୀୟ ଉନ୍ମୋଚନ ସହ ବଜାର ପ୍ରବେଶ ସମ୍ପର୍କରେ ମଧ୍ୟ ଘୋଷଣା କରାଯାଇଛି। ଏପରିକି ବିର୍ଲା ଓପସ୍‌ ସମସ୍ତ ବର୍ଗରେ ଏକ ବିବିଧ ପୋର୍ଟଫୋଲିଓ ଏବଂ ଇଣ୍ଟେରିୟର, ଏକ୍ସେଟେରିୟର,…

ସେପ୍ଟେମ୍ବର ୬ରେ ରିଲିଜ୍‌ ହେବ”ଏମର୍ଜେନ୍ସି”

ବଲିଉଡ୍‌ ଅଭିନେତ୍ରୀ ତଥା ହିମାଚଳ ପ୍ରଦେଶର ମଣ୍ଡିରୁ ନବନିର୍ବାଚିତ ଏମ୍‌ପି କଙ୍ଗନା ରାଣାଓ୍ବତଙ୍କ ଅଭିନୀତ ଫିଲ୍ମ ‘ଏମର୍ଜେନ୍ସି’ ଆସନ୍ତା ସେପ୍ଟେମ୍ବର ୬ରେ ରିଲିଜ୍‌ ହେବା ନେଇ ଫିଲ୍ମ ନିର୍ମାତାଙ୍କ ପକ୍ଷରୁ ମଙ୍ଗଳବାର ଘୋଷଣା କରାଯାଇଛି। ଅଷ୍ଟାଦଶ ଲୋକ ସଭାର ପ୍ରଥମ ଦିନରେ କଙ୍ଗନା ଏମ୍‌ପି…

ଚୁଡ଼ାଦହି ସ୍ବାସ୍ଥ୍ୟପକ୍ଷେ ବେଶ ଉପକାରୀ

 ଆଜିକାଲି ସମୟ ବଦଳିବା ସହ ବଦଳୁଛି ଯୁବପୀଢ଼ିଙ୍କ ଜୀବନଶୈଳୀ। ତଦନୁଯାୟୀ ପାରମ୍ପରିକ ଖାଦ୍ୟପଦାର୍ଥର ସ୍ଥାନ ନେଉଛି ବିଦେଶୀ ବ୍ୟଞ୍ଜନ। ଏସବୁ ସତ୍ତ୍ୱେ ଚାଲିଆସୁଥିବା କିଛି ପ୍ରଥା ଫିଟ୍‌ ରହିବାର ନୂଆ ତରିକା ଶିଖାଉଛି। ଠିକ୍‌ ସେଭଳି ଏକ ଖାଦ୍ୟ ହେଲା ‘ଚୁଡ଼ା ଦହି’। ଆଗକୁ ମକର ସଂକ୍ରାନ୍ତି…

ସିବିଆଇ ହାତରେ ପ୍ରମାଣ

ଏନ୍‌ଇଇଟି-ୟୁଜି ପରୀକ୍ଷା ଦୁର୍ନୀତି ମାମଲାର ତଦନ୍ତ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ)କୁ ହସ୍ତାନ୍ତର କରିବାର ଦିନକ ପରେ ଏହାର ଏକ ଟିମ୍‌ ସୋମବାର ଗୋଧ୍ରାରେ ପହଞ୍ଚତ୍ ସ୍ଥାନୀୟ ପୋଲିସଠାରୁ ୧୦୦୦ ପୃଷ୍ଠାରୁ ଊର୍ଦ୍ଧ୍ୱ କାଗଜପତ୍ର ଗ୍ରହଣ କରିଛି। ସେଠାର ପର୍‌ଭାଡ଼ି ଗ୍ରାମରେ ଥିବା ଜୟ…

ସର୍ବୋଚ୍ଚ ସ୍ତରରେ ସେନ୍‌ସେକ୍ସ

ବିଏସ୍‌ଇ ସେନ୍‌ସେକ୍ସ କାରବାର ପ୍ରାରମ୍ଭରୁ ଶେଷ ପର୍ଯ୍ୟନ୍ତ ସବୁଜ ସ୍ତରରେ ରହିଥିଲାବେଳେ ପ୍ରାରମ୍ଭରେ ସେନ୍‌ସେକ୍ସ ଅଲ୍‌ ଟାଇମ ହାଇ ୭୮,୧୬୪.୭୧ଅଙ୍କରେ ପହଞ୍ଚତ୍ଥିଲା ବେଳେ ୭୮,୦୫୩.୫୨ ଅଙ୍କରେ କାରବାର ଶେଷ କରିଥିଲା। ଏପରିକି ଏନ୍‌ଏସ୍‌ଇର ନିଫ୍ଟି ୫୦ର କାରବାର ପ୍ରାରମ୍ଭରେ ପ୍ରାୟ ୨୪,୦୦୦…